ମେଟ୍ରୋ

ମିଲର୍ସ ସାଜିଛନ୍ତି ହର୍ତ୍ତାକର୍ତ୍ତା: ଧାନ ରଖିବା ପାଇଁ ରାଜ୍ୟ ସରକାରଙ୍କ ପାଖରେ ନାହିଁ ଯଥେଷ୍ଟ ପଣ୍ୟାଗାର

ଭୁବନେଶ୍ୱର,୭ା୮(ରବିନାରାୟଣ ଜେନା): ଖାଦ୍ୟଶସ୍ୟ ଉତ୍ପାଦନରେ ଦେଶରେ ଓଡ଼ିଶା ଏବେ ୪ର୍ଥତମ ବଳକା ରାଜ୍ୟ ରୂପେ ପରିଗଣତି ହେଉଛି। ରାଜ୍ୟରେ ପ୍ରତିବର୍ଷ ଧାନଫସଲ ଉତ୍ପାଦନ ବଢ଼ୁଛି, ଯେଉଁଥିପାଇଁ ରାଜ୍ୟ ସରକାର ଚାଷୀଙ୍କଠାରୁ ପ୍ରତିବର୍ଷ ଧାନ ସଂଗ୍ରହ ପରିମାଣ ବଢ଼ାଇ ଚାଲିଛନ୍ତି। ଖରିଫ୍‌ ଓ…

ଓଡ଼ିଶାରେ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ ପାଇଁ ଓଡ଼ିଆ ସାଇନବୋର୍ଡ ବାଧ୍ୟତାମୂଳକ

ଭୁବନେଶ୍ୱର,୬ା୮: ଓଡ଼ିଶାର ସାର୍ବଜନୀନ ସ୍ଥାନରେ ଓଡ଼ିଆ ଭାଷାର ପ୍ରାଧାନ୍ୟକୁ ଆହୁରି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ନଗରାଞ୍ଚଳରେ ଥିବା ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କୁ ଓଡ଼ିଆ ଲିପିରେ ସାଇନବୋର୍ଡ ଲଗାଇବାକୁ…

ଦିଲ୍ଲୀରେ ଭେଟଘାଟ, ଓଡ଼ିଶାରେ ଚର୍ଚ୍ଚା!

ଭୁବନେଶ୍ୱର, ୬।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ପାର୍ଲାମେଣ୍ଟ ପରିସରରେ ରାଜ୍ୟର ଭାଜପା ଏମପିମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ସାକ୍ଷାତରେ ଏମପି ଅନନ୍ତ ନାଏକ, ସମ୍ବିତ ପାତ୍ର ଏବଂ ନବଚରଣ ମାଝୀ ଉପସ୍ଥିତ ଥିଲେ…

ରିସେପସନ ଦେଲେ ପିନାକୀ-ମହୁଆ: ଯୋଗ ଦେଲେ ବଡ଼ ବିଜେଡି ନେତା

ନୂଆଦିଲ୍ଲୀ, ୬।୮: ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ। ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମୋଇତ୍ରା ମଙ୍ଗଳବାର ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି ।…

୧୬୩୫ ନୂଆ ରାଜସ୍ବ ଗ୍ରାମର ସୀମା ପରିବର୍ତ୍ତନ, ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିପାରିବ, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ୧୬୩୫ଟି ନୂତନ ରାଜସ୍ବ ଗ୍ରାମର ସୀମା ପରିବର୍ତ୍ତନ କରାଯିବ। ଏହି ନୂତନ ରାଜସ୍ବ ଗ୍ରାମର ସୀମା ଯେଭଳି ପୁରୁଣା…

ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା

ଭୁବନେଶ୍ୱର,୫।୮:ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ…

ମହିଳା କମିଶନ ଅଧ୍ୟକ୍ଷା ହେଲେ ସୋଭନା ମହାନ୍ତି, କହୁକହୁ କହିଦେଲେ…

ଭୁବନେଶ୍ୱର,୫।୮: ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା। ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ତେବେ ସୋଭନାଙ୍କୁ ଗୁରୁଦାୟିତ୍ୱ ମିଳିବା ପରେ ସେ କହିଛନ୍ତି, ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ…

ପାଣି ନେବା ପରେ ଗଡଗଡିଆ ଘାଟରେ ଗଦା ହୋଇଛି କୁଢ଼ କୁଢ଼ ଅଳିଆ ଆବର୍ଜନା, ପଲିଥିନ: ମହାନଦୀରେ ପ୍ରଦୂଷଣ ବୃଦ୍ଧି

କଟକ,୫।୮: ରବିବାର କାଉଡିଆମାନେ ବିଭିନ୍ନ ଶୈବପୀଠକୁ ଜଳ ନେଇଯିବା ପରେ ସୋମବାର ଅପରାହ୍ନରେ କଟକର ଗଡଗଡିଆ ଘାଟ ତଥା ମହାନଦୀ ତୁଠରେ କୁଢ଼ କୁଢ଼ ଅଳିଆ, ଆବର୍ଜନା ଓ ପଲିଥିନ ପଡ଼ି ରହିଥିବା ଦେଖାଯାଇଛି। ଏହି ପରିସ୍ଥିତି ମହାନଦୀରେ ପ୍ରଦୂଷଣ ବୃଦ୍ଧି…

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାର ହେଲା ବଡ଼ ପର୍ଦ୍ଦାଫାଶ, ମୋବାଇଲରୁ ମିଳିଲା…

ଭୁବନେଶ୍ୱର,୫।୮: ବାଲେଶ୍ବର FM ପୀଡ଼ିତା ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ଏକ ନୂଆ ସୁରାଗ ସୋମବାର ସାମ୍ନାକୁ ଆସିଛି। ପୀଡ଼ିତାଙ୍କ ଆତ୍ମାହୁତି ପୂର୍ବର ଏକ ସିସିଟିଭି ଫୁଟେଜ ପଦାକୁ ଆସିଛି। ଆତ୍ମାହୁତି ପୂର୍ବରୁ ପୀଡ଼ିତା ଏକ ସାଇକେଲରେ ଯାଉଥିବା ସିସିଟିଭିରେ କଏଦ ହୋଇଛି।…

ଆଉ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୫ା୮(ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହାସହ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼,…

ଅପାରଗ ବାବୁଙ୍କ ତଥ୍ୟ ମାଗିଲେ ସରକାର: ସବୁ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୮(ରବିନାରାୟଣ ଜେନା):ରାଜ୍ୟର କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ(ବାବୁ) ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ଟିକିନିଖି ହିସାବ ରାଜ୍ୟ ସରକାର ଲୋଡ଼ିଛନ୍ତି। ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟରେ ହେବ..

  ଭୁବନେଶ୍ୱର,୪/୮: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ।- ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri