ଚାପିଦେଲେ ନା ଭୁଲିଗଲେ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ରୋକିବା ସହ ଜଙ୍ଗଲ ସୁରକ୍ଷା ଓ ଅପରାଧୀ ଦମନ ପାଇଁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଢାଞ୍ଚାରେ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ (ଏସ୍ଏସ୍ଏଫ୍) ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଇତିମଧ୍ୟରେ ୧୨...
ଓଡ଼ିଶା ଷ୍ଟାର୍ଟଅପ୍ ଲିଡ୍ର
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଜାତୀୟସ୍ତରରେ ଷ୍ଟାର୍ଟଅପ୍ ଲିଡ୍ର ସ୍ବୀକୃତି ହାସଲ କରିବାରେ ଓଡ଼ିଶା ସଫଳ ହୋଇପାରିଛି। ୨୦୧୯ରେ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଇଥିବା ଷ୍ଟାର୍ଟଅପ୍ ର଼୍ୟାଙ୍କିଙ୍ଗ୍ରେ ଓଡ଼ିଶାକୁ ଏହି ସ୍ଥାନ ମିଳିଛି। ଏହା ମଧ୍ୟରେ ରାଜ୍ୟର ଷ୍ଟାର୍ଟଅପ୍ ସଂଖ୍ୟା ୭୭୪କୁ ବୃଦ୍ଧି ପାଇଛି।...
ବିଦେଶକୁ ଚାଲିଯାଉଛି କଞ୍ଚାମାଲ: ମୁହଁ ଫେରାଇଲେଣି ୯ ଷ୍ଟିଲ୍ କମ୍ପାନୀ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଶିଳ୍ପର ଉନ୍ନତି ଏବଂ ଏ କ୍ଷେତ୍ରରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନା ଆଣୁଛନ୍ତି। ନୂତନ ଶିଳ୍ପ ନୀତିରୁ ଆରମ୍ଭକରି ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇ ସେକ୍ଟର ପାଇଁ ସ୍ବତନ୍ତ୍ର ନୀତି...
ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୩୪୬ ସଂକ୍ରମିତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୬, କଟକରୁ ୧୧୦, ଅନୁଗୋଳରୁ ୬୫, ବଲାଙ୍ଗୀରରୁ ୬୫, ପୁରୀରୁ ୬୩, ଜଗତସିଂହପୁରରୁ ୫୯, କେନ୍ଦ୍ରାପଡାରୁ...
ପୂର୍ବତନ ଡିଜିପି ଏସ୍.କେ ଚାଟାର୍ଜୀଙ୍କ ପରଲୋକ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡ଼ିଶା ଡିଜିପି ଅଭୟ ରବିବାର ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି । ୧୯୬୬ ବ୍ୟାଚର ଏହି ଆଇପିଏସ ଅଧିକାରୀ ୨୦୦୧ ଏପ୍ରିଲ...
ଭୁବନେଶ୍ୱରରୁ ଆଜି ପୁଣି ୫୭ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧ ଜଣ ରହିଥିବା ବେଳେ ଲୋକାଲ କେସ୍ ୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...
ରାଜଧାନୀରୁ ବସ୍ ଚୋରି, ବ୍ରହ୍ମପୁରରୁ ଜବତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବରମୁଣ୍ଡା ବସ୍ଷ୍ଟାଣ୍ଡରୁ ଏକ ବସ୍କୁ କେହି ଚୋରି କରି ନେଇଥିବା ବେଳେ ଏହା ବ୍ରହ୍ମପୁରୁର ଜବତ ହୋଇଥିବା ସୂଚନା ମିଳିଛି। ଶନିବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ବସ...
୧୮ରେ ସର୍ବଦଳୀୟ ବୈଠକ: ଶୀତକାଳୀନ ଅଧିବେଶନ ପରିଚାଳନା ନେଇ ହେବ ଆଲୋଚନା
ଭୁବନେଶ୍ୱର,୧୫ା୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ଆସନ୍ତା ୧୮ ତାରିଖରେ ସର୍ବଦଳୀୟ ବୈଠକ ବସି। ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ବିଧାନସଭା ଶୀତକାଳୀନ ଅଧିବେଶନ ପରିଚାଳନା କିପରି ହେବ ସେ ନେଇ ବୈଠକରେ ଆଲୋଚନା ହେବ। ମୁଖ୍ୟତଃ ଚଳିତ...
ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ଆଉ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ; ଭୁବନେଶ୍ୱରରୁ ସର୍ବାଧିକ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): କମୁଛି ସଂକ୍ରମଣ ହେଲେ କମୁନି ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଆଉ ୧୭ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବରଗଡ଼ର ୩୩ ବର୍ଷୀୟ ବ୍ୟକ୍ତି, ୫୮ ବର୍ଷୀୟ ମହିଳା, ବୌଦ୍ଧର ୧୨ ବର୍ଷର ନାବାଳିକା, ଭୁବନେଶ୍ୱରର ୬୩ ବର୍ଷୀୟ...
ଆଜି ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ, ରହିଛି ୩୧୯ ଲୋକାଲ୍ କେସ୍
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୪୩୪ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୩୧୯ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...
ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ମାତ୍ର ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬...
ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି ଯେ, ପବିତ୍ର କାଳୀପୂଜା ଏବଂ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ...
Archives


