ମେଟ୍ରୋ

‘ଲକ୍‌ଡାଉନରେ ଥାନାକୁ ଆସନ୍ତୁ ନାହିଁ’

ଭୁବନେଶ୍ୱର,୬।୫: ଲକ୍‌ଡାଉନ ସମୟରେ ଥାନାକୁ ଆସିବା ଦରକାର ନାହିଁ। କାହାର କୌଣସି ଅଭିଯୋଗ ଥିଲେ ଫୋନ ଯୋଗେ ଥାନାରେ ରିପୋର୍ଟ କରନ୍ତୁ। ଗୁରୁବାର ଜନସାଧାରଣଙ୍କୁ ଏଭଳି ଅନୁରୋଧ କରିଛନ୍ତି ପୋଲିସ ଡିଜି ଅଭୟ। ଜନସାଧାରଣ କଟକଣା ମାନୁଛନ୍ତି। ହେଲେ କିଛି ଲୋକ…

ନୂଆ ଲୋକଙ୍କୁ ଦିଆଯିବ ନାହିଁ ଟିକା

ଭୁବନେଶ୍ୱର,୬।୫: ସ୍ବାସ୍ଥ୍ୟ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର ଗୁରୁବାର ରାଜ୍ୟର ଟିକାକରଣ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭ ପ୍ରତିଶତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଥମ ଓ ୮୭ ପ୍ରତିଶତ ଦ୍ୱିତୀୟ ଡୋଜ ଟିକା ଦିଆଯାଇଛି। ସେହିପରି ୯୭ ପ୍ରତିଶତ ସମ୍ମୁଖ ଯୋଦ୍ଧା…

ପ୍ରଦୀପ୍ତ ନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିରୋଧୀ ଦଳ ନେତା ତଥା ଭାଜପା ନେତା ପ୍ରଦୀପ୍ତ କୁମାର ନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କୋଭିଡ୍‌ ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା…

ପଶ୍ଚିମବଙ୍ଗ ଗଲେ ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର,୬।୫(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ଯାଉଥିବା ଯାତ୍ରୀମାନଙ୍କ ଆର୍‌ପିସିଆର ନେଗେଟିଭ୍‌ ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି। ଏହାକୁ ନେଇ ଭୁବନେଶ୍ବର ରେଳ ଷ୍ଟେଶନରେ କଟକଣା ଲାଗୁ କରାଯାଇଛି। ଅନ୍ୟ ରାଜ୍ୟରୁ ପଶ୍ଚିମବଙ୍ଗର…

କରୋନାରେ ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ଭୁବନେଶ୍ୱର ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କରୋନାରେ ଗୁରୁବାର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ଭୁବନେଶ୍ୱର ସିଆରପିଏଫ୍‌ରେ ଏ ପର୍ଯ୍ୟନ୍ତ କରୋନାରେ କାହାର…

ରାଜଭବନର ୮ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ି ଚାଲିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ କରୋନା କାୟାରୁ ମୁକୁଳି ପାରିନି ରାଜ୍ୟ ରାଜଭବନ। ରାଜଭବନର ୮ ବରିଷ୍ଠ ଅଧିକାରୀ…

ବସ୍‌ ଚଳାଚଳ ବନ୍ଦ ପରେ ବଢ଼ିଲା ଚିନ୍ତା

ଭୁବନେଶ୍ୱର,୬ା୫(ବ୍ୟୁରୋ):କରୋନାର ପ୍ରଥମ ଲହର ପରେ ଯାତ୍ରୀ ଅଭାବ ସାଙ୍ଗକୁ ଦ୍ୱିତୀୟ ଲହରଜନିତ ଲକ୍‌ଡାଉନ ଘରୋଇ ବସ୍‌ ସେବାକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଛି। ସେହିପରି ବୁଧବାରଠାରୁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଥିବାରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଫଳରେ ବସ୍‌…

ପ୍ରଦୀପ୍ତଙ୍କ ଚିକିତ୍ସା କରିବେ ଉଚ୍ଚସ୍ତରୀୟ ଡାକ୍ତରୀ ଦଳ

ଭୁବନେଶ୍ୱର, ୬ା୫(ବ୍ୟୁରୋ):ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କରୋନା ସଂକ୍ରମିତ ହୋଇ ଭୁବନେଶ୍ବର ଅଖିଳ ଭାରତୀୟ ଆୟୁ ର୍ବିଜ୍ଞାନ ପ୍ରତିଷ୍ଠାନ(ଏମସ୍‌) କୋଭିଡ୍‌ ହସ୍ପିଟାଲ୍‌ରେ କିଛିଦିନ ହେଲା ଚିକିତ୍ସିତ ହେଉଛନ୍ତି ା ତାଙ୍କୁ ଏବେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିବା ତାଙ୍କର ଜଣେ…

ଖୋର୍ଦ୍ଧା, ସୁନ୍ଦରଗଡ଼ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୬।୫(ବ୍ୟୁରୋ):ରାଜ୍ୟରେ କିଛିଦିନ ଧରି ସଂକ୍ରମଣ କମିବା ସହ ଗତ ୪ଦିନ ହେବ ପ୍ରାୟତଃ ସ୍ଥିର ଅବସ୍ଥାରେ ଥିଲା। ଗତ ୧୦ ତାରିଖରେ ୧୦,୪୧୩ ପଜିଟିଭ୍‌ ଚିହ୍ନଟ ହୋଇ ସର୍ବକାଳୀନ ରେକର୍ଡ କରିଥିଲା। ଏହାପରେ ଦୈନିକ ସଂକ୍ରମଣ ୮ହଜାର ପାଖାପାଖି ରହୁଥିଲା।…

ଆଜି କରୋନାରେ ଆଖିବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪,୫୭୬ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

କଳାବଜାର ଉପରେ କଡ଼ା ନଜର

ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ଲାଗୁ ହେବା ପୂର୍ବରୁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦର ବୃଦ୍ଧି ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?