ମେଟ୍ରୋ

ଚାଷୀଙ୍କୁ ଓଡ଼ିଶାର ସମର୍ଥନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍‌ଡିଏ ସରକାର ଆଣିଥିବା ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ ଚାଷୀ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଛି। ଏହି ଆଇନକୁ ପ୍ରତ୍ୟାହାର କରିବା ଦାବିରେ ଚାଷୀମାନେ ଅଡି ବସିଛନ୍ତି। ବହୁ ପର୍ଯ୍ୟାୟ…

୨୦୧୯-୨୦ର ନବମ ଶ୍ରେଣୀ ପିଲା ଦେବେ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର, ୯।୨(ବ୍ୟୁରୋ)- ଆସନ୍ତା ମେ’ ୩ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୦୧୯-୨୦ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍‌ ପରୀକ୍ଷା ଦେବେ। ଏହା ସବୁ ଓଡ଼ିଆ ମାଧ୍ୟମ…

ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଗାଁରେ ବୁଲୁଛି କଲରାପତରିଆ

ପାପଡ଼ାହାଣ୍ଡି/ମଇଦଲପୁର,୯।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ଦୁଇଦିନ ମଧ୍ୟରେ ଗ୍ରାମର ତିନି ଜଣଙ୍କ ଗୁହାଳରୁ ତିନୋଟି ବାଛୁରୀ ଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଏବେ ଗ୍ରାମରେ ଭୟର ବାତାବରଣ। ସନ୍ଧ୍ୟା…

ହାତୀଦାନ୍ତ, ବାଘଛାଲ ଜବତ

ଭୁବନେଶ୍ୱର,୯।୨(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର.): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଥମିବାର ନାଁ ଧରୁନି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ସୋମବାର ଆଉଏକ ର଼୍ୟାକେଟକୁ ଠାବ କରିଛି। କେନ୍ଦୁଝର ଜିଲା ଆର୍‌ଟିଓ ଅଫିସ ନିକଟରେ ଡିଲ୍‌ ଚାଲିଥିବାବେଳେ ଏସ୍‌ଟିଏଫ୍‌ ଟିମ୍‌ ଚଢ଼ାଉ କରି ୩ଜଣଙ୍କୁ…

ଅଟକିବନି ବିକାଶ କାର୍ଯ୍ୟ

ପୁରୀ ଅଫିସ,୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀ ଗସ୍ତ କରି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। କରୋନା ମହାମାରୀ ସମୟରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କ ଦର୍ଶନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଦର୍ଶନ ସାରିବା…

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜ୍ୟ ସରକାର ପୁଣି ବସ୍‌ ଭଡ଼ା ବଢ଼ାଇଛନ୍ତି। ଏ ନେଇ ସୋମବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଲଗାତର ଡିଜେଲ ଦର ବୃଦ୍ଧି ସାଙ୍ଗକୁ ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧିକୁ ନେଇ ୧୨ଟି…

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅପରାହ୍ନ ୫ଟା ୩୦ ମିନିଟ୍‌ରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଆସନ୍ତା ୧୮ରେ ବିଧାନସଭାର ବଜେଟ ଅଧିବେଶନ…

ସୁପ୍ରିମକୋର୍ଟ ଯିବ ଓଡ଼ିଶା

ଭୁବନେଶ୍ୱର,୯।୨(ବ୍ୟୁରୋ): କୋରାପୁଟ ଜିଲା ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମୁହଁାମୁହଁି ହୋଇଛନ୍ତି। କୋଟିଆ ପଞ୍ଚାୟତର ୩ଟି ଗାଁକୁ ନେଇ ଦୁଇରାଜ୍ୟ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ଆନ୍ଧ୍ର ସରକାର କୋଟିଆ ସମେତ ଗଜପତି ଜିଲାର ସୀମାନ୍ତବର୍ତ୍ତୀ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ, ପ୍ରଥମ ଦିନରେ ଓଡ଼ିଆ

କଟକ ଅଫିସ,୮।୨: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ ସୋମବାର ପ୍ରକାଶ ପାଇଛି। ମେ ୩ରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ୫ ତାରିଖରେ ସେକେଣ୍ଡ ଲାଙ୍ଗୁଏଜ୍‌ ଇଂଲିଶ, ୭ରେ…

ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହୃତ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର, ୮।୨(ବ୍ୟୁରୋ): ବିଭିନ୍ନ ବର୍ଗରୁ ବିରୋଧ ପରେ ଶେଷରେ ସୋମବାର ପ୍ରତ୍ୟାହୃତ ହୋଇଛି ଶ୍ରୀମନ୍ଦିର ପ୍ରସ୍ତାବିତ ବାଇ-ଲ। ଏହାକୁ ପ୍ରତ୍ୟାହାର କରି ନିଆଯାଇଥିବା ନେଇ ଟୁଇଟ୍‌କରି ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ। ସେ କହିଛନ୍ତି, ଜାତୀୟ…

ସବ୍ୟସାଚୀ, ନିବେଦିତାଙ୍କୁ ‘କଳିଙ୍ଗ ରତ୍ନ’ ସମ୍ମାନ

ଭୁବନେଶ୍ୱର,୮।୨(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ତଥା ରାଜ୍ୟ ବାହାରେ ବହୁ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଥିବା ଓଲିଉଡ୍‌ ସୁପରଷ୍ଟାର ସବ୍ୟସାଚୀ ମିଶ୍ରଙ୍କୁ ‘କଳିଙ୍ଗ ରତ୍ନ’ ସମ୍ମାନରେ ସମ୍ମାନିତ କରାଯାଇଛି। ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ କଳିଙ୍ଗ ଚାରିଟେବୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri