୧୧ରେ ପିଜି ସ୍ପଟ୍ ନାମଲେଖା-୨: ୬ରେ ପ୍ରକାଶ ପାଇବ ମେଧା ତାଲିକା
ଭୁବନେଶ୍ୱର,୫।୨(ବ୍ୟୁରୋ): ପୋଷ୍ଟ ଗ୍ରାଜୁଏଟ(ପିଜି) ପାଇଁ ସ୍ପଟ୍ ନାମଲେଖା-୨ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ନାମଲେଖା ନେଇ ପ୍ରସ୍ତୁତ ଗାଇଡ୍ଲାଇନ ବିଶ୍ୱବିଦ୍ୟାଳୟ ପିଜି କାଉନ୍ସିଲ ଅଧ୍ୟକ୍ଷ, ଡିଗ୍ରୀ କଲେଜଗୁଡ଼ିକର ଅଧ୍ୟକ୍ଷଙ୍କୁ ଜଣାଇ ଦିଆଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…
କମିଲା ଶୀତ, ୬ରେ ହାଲୁକା ବର୍ଷା
ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ଶୁକ୍ରବାର ଠାରୁ ଏହା ହ୍ରାସ ପାଇଛି। କେତେକ ସ୍ଥାନରେ ପାରଦ ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୫ ଦିନ ଯାଏ ପାରଦ ଉପରମୁହାଁ…
ଶିଳ୍ପୀ ଅଣଦେଖା
ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟ ଶିଳ୍ପୀ ମହାସଂଘ ପକ୍ଷରୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ କାରିଗର ବିରୋଧୀ କାର୍ଯ୍ୟରେ ଲିପ୍ତ ରହୁଥିବା ମହାସଂଘ ଯୁକ୍ତି ବାଢିଛି, ଯାହାକି ରାଜ୍ୟ ଶିଳ୍ପୀ ଓ…
ପେଟ୍ରୋଲ ୩୪, ଡିଜେଲ ୩୭ ପଇସା ବଢ଼ିଲା
ଭୁବନେଶ୍ୱର,୫।୨:ଗତ ୭ ଦିନ ହେବ ତେଲ ଦର ବୃଦ୍ଧିରେ ବିରତି ପରେ ଗୁରୁବାର ପୁଣି ଥରେ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୪ ପଇସା ଏବଂ ଡିଜେଲ ୩୭ ପଇସା ବଢ଼ିଥିବା ନଜରକୁ ଆସିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ…
ରେଳ ବଜେଟରେ ଓଡ଼ିଶାକୁ ୬୯୯୫ କୋଟି ୫୮ ଲକ୍ଷ
ଭୁବନେଶ୍ୱର, ୪।୨(ବ୍ୟୁରୋ): ରେଳ ବଜେଟରେ ଚଳିତ ବର୍ଷ ଓଡ଼ିଶାକୁ ମୋଟ ୬୯୯୫ କୋଟି ୫୮ ଲକ୍ଷ ଟଙ୍କା ଅନୁଦାନ ମିଳିଛି। ଗତବର୍ଷ ଓଡ଼ିଶାକୁ ମୋଟ ୪୩୭୩ କୋଟି ଟଙ୍କାର ଅନୁଦାନ ମିଳିଥିଲା। ଗତବର୍ଷ ଅପେକ୍ଷା ଏବର୍ଷ ୬୦% ଅଧିକ ଅନୁଦାନ ମିଳିଛି…
ଝରାଫୁଲକୁ ନେଇ ଯାଇଥିବା ସ୍କୁଟି ଜବତ
ଯାଜପୁର ଅଫିସ୍, ୪।୨: ବହୁଚର୍ଚ୍ଚିତ ରମାଦେବୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁକୁ ଆଜି ୯ ଦିନ ପୂରିଛି। ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁ ଉପରୁ ପରଦା ହଟିପାରି ନାହିଁି। ଝରାଫୁଲଙ୍କୁ ମୃତଦେହକୁ ଯେଉଁ ସ୍କୁଟିରେ ବସାଇ ଯାଜପୁର ନିଆଯାଇଥିଲା ସେହି ସ୍କୁଟି ପୋଲିସ…
ଆଜି ରାଜ୍ୟରେ ୧୦୦ ତଳେ କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୪।୨(ବ୍ୟୁରୋ): ଗୁରୁବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୮୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ରାଜଧାନୀ ଉପକଣ୍ଠରେ ପଡ଼ିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ
ଭୁବନେଶ୍ୱର,୪।୨(ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟି ନ ଥିବା ବେଳେ ରାଜଧାନୀ ଉପକଣ୍ଠ ତଥା ଚନ୍ଦକା ଥାନା ଅନ୍ତର୍ଗତ ଦାସପୁର ନିକଟରେ ପୁଣି ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି…
ଆଇଟିଆଇ ହଷ୍ଟେଲର ୯ ମାସର ଫି’ ଛାଡ଼
ଭୁବନେଶ୍ୱର, ୪।୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ବାରା ସରକାରୀ ଆଇଟିଆଇରେ ପଢ଼ୁଥିବା ରାଜ୍ୟର ୩୦ହଜାର ଛାତ୍ରୀଛାତ୍ର ଉପକୃତ ହେବେ। ନିର୍ଦ୍ଦେଶ ଅନୁଯାୟୀ, ୨୦୨୦ ଏପ୍ରିଲରୁ…
ଅଫିସ୍ରେ ଟିକା ନେବେ ସମ୍ମୁଖ ଯୋଦ୍ଧା
ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍ରେ ସ୍ବତନ୍ତ୍ର ଟିକା ରୁମ୍ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍ରେ ଗୃହ…
ଭୁବନେଶ୍ୱରରେ ହେଲା ସିନ୍ ରିକ୍ରିଏଶନ
ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ରସୁଲପୁର(ଡି.ଏନ୍.ଏ.),୪ା୨:ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୮ଦିନ ବିତିଛି। ଯାଜପୁର ପୋଲିସ ଏବଂ କମିଶନରେଟ ପୋଲିସ ଉଭୟ ମାମଲାର ତନାଘନା ଚଳାଇଛନ୍ତି। କୁଆଖିଆ ପୋଲିସ ଏହି ଘଟଣାରେ ଗିରଫ ପ୍ରେମିକ ରାକେଶ ସ୍ବାଇଁଙ୍କୁ…
ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ
ଭୁବନେଶ୍ୱର, ୪ା୨ (ବ୍ୟୁରୋ):ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ପତ୍ର ସୂଚନା କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ‘ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ ୨୦୨୧-୨୨’ ଉପରେ ଏକ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ପ୍ରଧାନ ପ୍ରମୁଖ ଆୟକର ଆୟୁକ୍ତ ଶରତ କୁମାର…
Archives


