ନିର୍ବାଚନ ସରିଲା, ତେଲ ଦର ବଢ଼ିଲା
ଭୁବନେଶ୍ୱର,(ବ୍ୟୁରୋ) ନୂଆଦିଲ୍ଲୀ,୫ା୫: ଦେଶବାସୀ ଯାହା ଆଶଙ୍କା କରୁଥିଲେ ତାହା ବର୍ତ୍ତମାନ ସତ ହୋଇଛି। ପଶ୍ଚିମବଙ୍ଗ ସମେତ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ଦେଶ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଥିଲା।…
‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୫(ବ୍ୟୁରୋ): ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତି୍ୟକମାନଙ୍କୁ ଏହି…
ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୧୬୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ୬୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୧ ଏବଂ ଝାରସୁଗୁଡ଼ାରୁ…
ଆଜି ରାଜଧାନୀରୁ ୧୧୧୬ ପଜିଟିଭ୍ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜଧାନୀ ଭୁବନେଶ୍ୱରରୁ ୧୧୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ୯୩୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୬୫୫ ଜଣ…
ଓଡ଼ିଶାରେ ପହଞ୍ଚିଲା ଆଉ ୧ ଲକ୍ଷ ଟିକା
ଭୁବନେଶ୍ୱର,୪।୫(ବ୍ୟୁରୋ): ଆମ ରାଜ୍ୟରେ ମଙ୍ଗଳବାର ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ପହଞ୍ଚିଛି। ଟିକା ଆସି ପହଞ୍ଚିବା ପରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। କାରଣ ଟିକା ଅଭାବରୁ ଅନେକ ଜିଲାରେ ଟିକାକରଣ ବନ୍ଦ ରହିଛି। ଫଳରେ ଜନଅସନ୍ତୋଷ ପ୍ରକାଶ ପାଇଛି। ବାଲେଶ୍ୱର,…
ଘୋଷଣା ହେଲା ଖରାଛୁଟି: ଅନ୍ଲାଇନ୍ କ୍ଲାସ, ପରୀକ୍ଷା ବନ୍ଦ
ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ପାଇଁ ଗ୍ରୀଷ୍ମଛୁଟି ଘୋଷଣା କରାଯାଇଛି। ମେ’ ୫ ତାରିଖ ଠାରୁ ୩୧ ତାରିଖ ଯାଏ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି ସରକାର। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି…
ଫ୍ରି-ଫାୟାର ଗେମ୍ ପାଇଁ ମୃତ୍ୟୁ ସନ୍ଦେହ
ଭୁବନେଶ୍ୱର,୪।୫(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ରାଜକୁମାର ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ବନ୍ଦ କୋଠରୀରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଉକ୍ତ ଘରେ ତାଙ୍କ ସାଙ୍ଗ ଶୋଇଥିବାବେଳେ ମୃତଦେହ ନିକଟରେ ଏକ ମୋବାଇଲ୍…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ କୋଟି ୨୧ ଲକ୍ଷ ଦାନ
ଭୁବନେଶ୍ୱର,୪।୫(ବ୍ୟୁରୋ): ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ଏବଂ ଓଡ଼ିଶା ଜଳବିଦ୍ୟୁତ୍ ନିଗମ (ଓଏଚ୍ପିସି) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ କୋଭିଡ୍-୧୯ ନିମନ୍ତେ ୩ କୋଟି ୨୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ଓପିଜିସି ୧ କୋଟି ଟଙ୍କା ଏବଂ ଓଏଚ୍ପିସି…
ଜିଏସ୍ଟି ସଂଗ୍ରହରେ ଓଡ଼ିଶାର ସର୍ବକାଳୀନ ରେକର୍ଡ
ଭୁବନେଶ୍ୱର, ୪।୫(ବ୍ୟୁରୋ): ଜିଏସ୍ଟି ପ୍ରଚଳନ ହେବା ପରଠାରୁ ଚଳିତ ଆର୍ଥିକ ବର୍ଷ (୨୦୨୧-୨୨) ଏପ୍ରିଲରେ ଓଡ଼ିଶା ୧୧୨୬.୬୭ କୋଟିର ଜିଏସ୍ଟି ସଂଗ୍ରହକରି ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୧୯ରେ ଏହି ସମୟରେ ରାଜ୍ୟ ଜିଏସ୍ଟି ସଂଗ୍ରହ ପରିମାଣ ୯୨୭.୬୦ କୋଟି ଟଙ୍କା…
ଲୁଟ୍ବେଳେ ଷ୍ଟାର୍ଟ ହେଲାନି ବାଇକ୍, ଧରାପଡ଼ିଲେ ଅଭିଯୁକ୍ତ
ଭୁବନେଶ୍ୱର,୪।୫(ବ୍ୟୁରୋ): ମହିଳାଙ୍କ ବେକରୁ ସୁନାଚେନ୍ ଝାମ୍ପିନେଇ ଖସି ପଳାଉଥିବାବେଳେ ବାଇକ୍ ଷ୍ଟାର୍ଟ ବନ୍ଦ ହୋଇଗଲା। ଫଳରେ ଜଣେ ଲୁଟେରା ଧରାପଡିଥିବାବେଳେ ଆଉଜଣେ ଖସି ଯାଇଛନ୍ତି। ତେବେ ଧରାପଡିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ପୋଲିସକୁ…
ଦ୍ୱିତୀୟ ଡୋଜ୍ ହିତାଧିକାରୀଙ୍କୁ ଅଗ୍ରାଧିକାର ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଟିକା ଅଭାବ ଯୋଗୁ ଦ୍ୱିତୀୟ ଡୋଜ୍ ନେବାକୁ ଥିବା ହିତାଧିକାରୀ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ ଏବେ ଦ୍ୱିତୀୟ ଡୋଜ୍ ହିତାଧିକାରୀଙ୍କୁ ପ୍ରାଥମିକତା ଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟ…
ବନ୍ଦ ହେଲା ଯାତ୍ରୀନିବାସ ଟିକାକରଣ କେନ୍ଦ୍ର
ଭୁବନେଶ୍ୱର, ୪।୫ (ବ୍ୟୁରୋ): କାର୍ଯ୍ୟରତ ଖବରଦାତାଙ୍କୁ ଟିକାକରଣ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୋମବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ଯାତ୍ରୀନିବାସଠାରେ ବିଭିନ୍ନ ଗଣମାଧ୍ୟମର କାର୍ଯ୍ୟରତ ୧୭୦ଜଣ ଖବରଦାତାଙ୍କୁ ଟିକା ଦିଆଯାଇଛି। ତେବେ ପ୍ରଥମ ଦିନ ହିଁ…

