ତିନିଦିନ ପରେ ବି ଅନ୍ଧାରରେ ଅନ୍ଧାରୁଆ ହତ୍ୟାକାଣ୍ଡ: ପରିଚୟ ଦେଲେ ୫୦ହଜାର, ଲାଗିଲା ପୋଷ୍ଟର
ଭୁବନେଶ୍ୱର,୭।୨(ବ୍ୟୁରୋ): ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାରେ ପୋଲିସକୁ କୌଣସି ସଫଳତା ମିଳିପାରି ନାହିଁ। ତିନିଦିନ ଧରି ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାସ୍ଥଳକୁ ବାରମ୍ବାର ଯାଇ…
ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ, ପ୍ରଥମ ଦିନରେ ଟିକା ନେଲେ ୮୧%
ଭୁବନେଶ୍ୱର, ୭।୨(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଉଛି। ପ୍ରଥମ ଦିନରେ ଟିକାକରଣରେ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହୋଇଛନ୍ତି। କେତେକ ଜିଲାପାଳ, ଏଡିଏମ୍, ଏସ୍ପି ଓ ଅନ୍ୟ…
ଖୁବ୍ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢ଼ା
ଭୁବନେଶ୍ୱର, ୭।୨(ବ୍ୟୁରୋ) : କରୋନା ସ୍ଥିତି ସ୍ବାଭାବିକ ହେଉଥିବାବେଳେ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶିକ୍ଷା କ୍ଷେତ୍ରକୁ ପୁଣି ଟ୍ରାକ୍କୁ ଆଣିବାକୁ ରାଜ୍ୟ ସରକାର ପୂରା ଦମ୍ରେ ଲାଗିପଡ଼ିଛନ୍ତି। ପରୀକ୍ଷା ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପ୍ରଥମେ କେବଳ…
ମଲ୍ଟି ମୋଡାଲ ହବ୍ ହେବ ଭୁବନେଶ୍ୱର ଷ୍ଟେଶନ
ନୂଆଦିଲ୍ଲୀ,୭।୨: ଭୁବନେଶ୍ୱର ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ମଲ୍ଟି ମୋଡାଲ ହବ୍ରେ ପରିଣତ କରାଯିବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି। ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ…
ମୁଣ୍ଡବିହୀନ ମହିଳାଙ୍କ ପରିଚୟ ଦେଲେ ମିଳିବ ୫୦ ହଜାର ଟଙ୍କା
ଭୁବନେଶ୍ୱର,୬।୨(ବ୍ୟୁରୋ): ମୁଣ୍ଡବିହୀନ ମହିଳାଙ୍କ ପରିଚୟ ଦେଲେ ୫୦ ହଜାର ଟଙ୍କା ପୁରସ୍କାର ମିଳିବବୋଲି କମିଶନରେଟ ପୋଲିସ ପକ୍ଷରୁ ଶନିବାର ଏକ ଟୁଇଟ ଯୋଗେ ଘୋଷଣା କରାଯାଇଛି। ଏଥିସହ ଯେଉଁ ବ୍ୟକ୍ତି ମହିଳାଙ୍କ ପରିଚୟ ଦେବେ ତାଙ୍କ ନାମ ପୋଲିସ ଗୋପନ ରଖିବ।…
ଆଜି ରାଜଧାନୀରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୬ା୨(ବ୍ୟୁରୋ): ଶନିବାର ରାଜଧାନୀରୁ ୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ଜଣେ ଆକ୍ରାନ୍ତ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ ସ୍ଥାନୀୟ ସଂକ୍ରମିତ…
ନେଇଛି ୧୪୦ ହଜାର କୋଟି, ଦେଇଛି ୧୪ ହଜାର କୋଟି
ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୨୧-୨୨ ଆର୍ଥିକବର୍ଷ ପାଇଁ କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍ଡିଏ ସରକାର ଆଣିଥିବା ରେଳ ବଜେଟରେ ଓଡ଼ିଶା ପ୍ରତି ହୋଇଥିବା ଅଣଦେଖାକୁ ନେଇ ବିଜେଡି ଭାଜପାକୁ ଜୋରଦାର ସମାଲୋଚନା କରିଛି। ଏ ନେଇ ଭାଜପାର ରାଜ୍ୟ ନେତ୍ୱତ୍ୱଙ୍କୁ ଜବାବ ତଲବ କରିଛି।…
ମେ’ ୩ରୁ ମାଟ୍ରିକ ପରୀକ୍ଷା, ଖୁବ୍ଶୀଘ୍ର କାର୍ଯ୍ୟସୂଚୀ
ଭୁବନେଶ୍ୱର, ୬।୨(ବ୍ୟୁରୋ): ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ସରିବ। ଖୁବ୍ଶୀଘ୍ର ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇବ। ତେବେ ମେ’ ୩ ରୁ ୧୨ ପର୍ଯ୍ୟନ୍ତ ସଂସ୍କୃତ ମଧ୍ୟମା ପରୀକ୍ଷା ଓ ୧୫ ପର୍ଯ୍ୟନ୍ତ ଓଡ଼ିଶା ମୁକ୍ତ…
ମୁଖ୍ୟ ଶାସନ ସଚିବଙ୍କୁ ଲୋକାୟୁକ୍ତଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୧୫ରୁ ୨୦୨୦ ମସିହା ମଧ୍ୟରେ ୬୯ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି। ଏ ସଂକ୍ରାନ୍ତ ମାମଲାର ତଦନ୍ତ ପ୍ରକ୍ରିୟାକୁ ଓଡ଼ିଶା ସରକାର ଚାପି ରଖିବା ସହ ରିପୋର୍ଟ ପ୍ରଦାନରେ ଅନେକ ଶିଥିଳତା ପ୍ରଦାନ କରିଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ…
୨୦ ଓଏଫ୍ଏସ୍ ଅଫିସରଙ୍କୁ ଆଇଏଫ୍ଏସ୍ ପାହ୍ୟା
ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟର ମୋଟ ୨୦ଜଣ ଓଏଫ୍ଏସ୍ (ଓଡ଼ିଶା ବନ ସେବା) ଅଫିସରଙ୍କୁ ଆଇଏଫ୍ଏସ୍ (ଭାରତୀୟ ବନ ସେବା) ପାହ୍ୟାକୁ ପଦୋନ୍ନତି ମିଳିଛି। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଏହି ପଦୋନ୍ନତି ତାଲିକା ପ୍ରକାଶ ପାଇଛି। ୟୁପିଏସ୍ସି…
ଆଜିଠୁ ପୋଲିସ ନେବେ କରୋନା ଟିକା
ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କୁ ଟିକାକରଣରେ ସାମିଲ କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ପୋଲିସ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ। ଶନିବାର ସକାଳ ୯ଟାରେ କଟକ ନେତାଜୀ ଇନ୍ଡୋର ଷ୍ଟାଡିୟମ…
ଟିକା ନ ନେଲେ କଟିପାରେ ଦରମା
ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍ ଆପ୍ରେ ପଞ୍ଜୀକରଣ କରି ଆସୁ ନ ଥିବାରୁ ଟିକାଦାନ ହାର ବଢ଼ୁନି। କଟକ ସମେତ କେତେକ…
Archives


