ମେଟ୍ରୋ

ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ତାଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ରାଜ୍ୟ ସରକାର ସୁପାରିଶ ଉପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ମାରିଛନ୍ତି । ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ପାଠକଙ୍କୁ ଗତବର୍ଷ ଭିଜିଲାନ୍ସ ବିଭାଗ ଗିରଫ…

‘ଫନି’କୁ ପୂରିଲା ୨ ବର୍ଷ: ଏବେବି ବାତ୍ୟା ନାଁ ଶୁଣିଲେ ଥରି ଉଠୁଛି ଛାତି

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଜିର ଠିକ୍‌ ଏହି ଦିନରେ ଅର୍ଥାତ୍‌ ମେ’ ୩ରେ ଓଡ଼ିଶାରେ ତାଣ୍ଡବ ରଚିଥିଲା ‘ଫନି’। ୨୦୧୯ ମେ’ ୩ରେ ଓଡ଼ିଶାରେ ଫନି ତା’ର କରାଳ ରୂପ ଦେଖାଇଥିଲା। ଏଥିରେ ଛାରଖାର ହୋଇଯାଇଥିଲା ଅନେକ ଗାଁ। ବିଶେଷକରି ପୁରୀ ଜିଲା ଅଧିକ…

ଦିଦିଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସର ବିପୁଳ ବିଜୟ ପରେ ମମତା ବାନାର୍ଜୀଙ୍କୁ ଫୋନ୍‌ କରି ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ସକାଳେ ଦିଦିଙ୍କୁ ଫୋନ୍‌ କରିଥିଲେ ନବୀନ। ମୋଟ୍‌ ୨୯୪ଟି ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭାରୁ…

କୋଭିଡ୍‌ ପରିଚାଳନାରେ ଡାକ୍ତରୀ ଛାତ୍ରଙ୍କୁ ନିୟୋଜିତ କଲେ ସରକାର

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍‌ ଲାଗୁନି। ତେବେ ଏହାର ମୁକାବିଲା ଓ ପରିଚାଳନାରେ ରାଜ୍ୟ ସରକାର ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ସୋମବାର ୫ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଆଜି ରାଜ୍ୟରୁ ୮୯୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ହାଇକୋର୍ଟଙ୍କୁ ଚିଠି ଲେଖିଲେ ଅଞ୍ଜନା

ଭୁବନେଶ୍ୱର,୩।୫(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି ନିଜେ ପୀଡିତା। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବଳାତ୍କାର ପଛରେ ଏକ ବଡ଼ ଷଡ଼ଯନ୍ତ୍ର ଥିଲା। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଗଣବଳାତ୍କାରରେ…

୫ଦିନ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା ଓ ଝଡ଼ତୋଫାନ ହୋଇଥିବାରୁ ପାରଦ ସାମାନ୍ୟ ଖସିଛି। ରବିବାର ୪ଟି ସହରରେ…

ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ: ଏଣିକି ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଥିବାବେଳେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୮ରୁ ୪୪ବର୍ଷ ବୟସ୍କଙ୍କୁ ଏହି ପର୍ଯ୍ୟାୟରେ ଟିକା ପ୍ରଦାନ କରାଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ଗତ ୧ ତାରିଖରୁ ଆରମ୍ଭ ହେବାର ଥିଲା।…

ତୁମ ନେତୃତ୍ୱରେ ରାଜ୍ୟରେ ବିକାଶ ନୂଆ ଉଚ୍ଚତା ଛୁଇଁବ- ନବୀନ

ଭୁବନେଶ୍ୱର,୨।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ। ଏନେଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ” କ୍ରମାଗତ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ମମତାଙ୍କୁ ହୃଦୟରୁ ଶୁଭେଚ୍ଛା।…

କ’ଣ ସବୁ ଖୋଲା ରହିବ ଲକ୍‌ଡାଉନରେ

ଭୁବନେଶ୍ବର,୨।୫: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ମେ’୫ରୁ ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକଡାଉନ ଅବଧି ମଧ୍ୟରେ ଏହି ସେବାଗୁଡିକୁ କଟକଣା ମୁକ୍ତ ରଖାଯାଇଛି। – ଜାରି ରହିବ ଟିକାକରଣ – କୋଭିଡ ପରୀକ୍ଷା…

ଖବରଦାତାଙ୍କୁ କୋଭିଡ୍‌ ସମ୍ମୁଖ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜୀବନକୁ ବାଜି ଲଗାଇ ଖବର ପହଞ୍ଚାଉଥିବାରୁ କଲେ ପ୍ରଶଂସା

ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଜୀବନ ହାରିଲେଣି ଅନେକ ସାମ୍ବାଦିକ। ତଥାପି ଜୀବନକୁ ବାଜି ଲଗାଇ ସେମାନେ ଖବର ପରିବେଷଣ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଖବରଦାତାଙ୍କୁ କୋଭିଡ ଯୋଦ୍ଧା ଭାବେ ଘୋଷଣା କରାଯାଉ ବୋଲି ଦାବି କରାଯାଉଥିଲା। ଶେଷରେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?