ମେଟ୍ରୋ

ମାର୍ଚ୍ଚ ସୁଦ୍ଧା ୩ ଜିଲାକୁ ସମ୍ପ୍ରସାରଣ ହେବ ମୋବାଇଲ ଚକ୍ଷୁ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର, ୩।୨(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏବଂ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ମଙ୍ଗଳବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ୨୦୨୦ ଡିସେମ୍ବର ସୁଦ୍ଧା…

ଯୁବ କଂଗ୍ରେସର ଶଗଡ଼ ଶୋଭାଯାତ୍ରା

ଭୁବନେଶ୍ୱର,୩।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲର ଅହେତୁକ ଦରବୃଦ୍ଧି ଏବଂ କେନ୍ଦ୍ର ସରକାରଙ୍କ କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରଣହୁଙ୍କାର ଦେଇଛି। ଏହି ପରିପ୍ରେକ୍ଷୀରେ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଏକ ବିଶାଳ…

ଆଜିଠୁ ଝଲସିବ ଭୁବନେଶ୍ୱର-ପୁରୀ ବାଇପାସ୍‌ ରାସ୍ତା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା ବୁଧବାରଠାରୁ ଝଲସିବ । ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା ଆଲୋକିତ ହେବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ବୁଧବାର…

ଆରମ୍ଭ ହେଲା ଡିଜିଟାଲ ଠିକଣା ସର୍ଭେ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଘର ଖୋଜିବାକୁ ଆଉ ଅସୁବିଧା ହେବ ନାହିଁ। ବିଏମ୍‌ସି ମଙ୍ଗଳବାରଠାରୁ ଜିଓ ଟ୍ୟାଗ ସ୍ମାର୍ଟ ଆଡ୍ରେସ୍‌ ପ୍ରଦାନ ଆରମ୍ଭ କରିଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଡିଜିଟାଲ ଡୋର ନମ୍ବରିଂ ବ୍ୟବସ୍ଥା ସହରବାସୀଙ୍କ ପାଇଁ…

ପ୍ରତି ମଣ୍ଡିରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୨(ବ୍ୟୁରୋ): ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୬ର ନବମ ବୈଠକ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର କୃଷକମାନଙ୍କ ଧାନ ବିକ୍ରିଜନିତ ସମସ୍ୟା ଉପରେ ମୁଖ୍ୟତଃ ଆଲୋଚନା ହୋଇଥିଲା। ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ମଣ୍ଡିଗୁଡିକ…

ବିଧାନସଭା ପ୍ରବେଶ ପାଇଁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ ନୁହେଁ: ବାଚସ୍ପତି

ଭୁବନେଶ୍ୱର,୩ା୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ତେବେ ଚଳିତ ଅଧିବେଶନ ପାଇଁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ ହେବ ନାହିଁ। ଏହା ବାଧ୍ୟତାମୂଳକ ହୋଇ ନ ଥିଲେ ମଧ୍ୟ ପ୍ରବେଶ କଲାବେଳେ ଥଣ୍ଡା, କାଶ, ଜ୍ୱର ଭଳି…

ପାରାଦୀପ-ବଡ଼ବିଲ ୮ ଲେନ୍‌ ରାସ୍ତା ହେବ

ଭୁବନେଶ୍ୱର,୩ା୨(ବ୍ୟୁରୋ): ପାରାଦୀପ-ବଡ଼ବିଲ ମଧ୍ୟରେ ନିର୍ମାଣ ହେବ ଅର୍ଥନୈତିକ କରିଡର। ଏହି ରାସ୍ତାକୁ ୮ ଲେନ୍‌ ବିଶିଷ୍ଟ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ୍‌କରୀଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଏ ନେଇ ଆଲୋଚନା…

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା କାର୍ଯ୍ୟସୂଚୀ ଘୋଷିତ

ଭୁବନେଶ୍ୱର, ୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ମେ’ ୪ତାରିଖରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ସିବିଏସ୍‌ଇ ଦଶମ ପରୀକ୍ଷା ମେ ୪ରୁ ଜୁନ୍‌ ୭ତାରିଖ ପର୍ଯ୍ୟନ୍ତ ଚାଲିବ।…

ରାଜଧାନୀରେ ନକଲି ମୃଦୁ ପାନୀୟ କାରଖାନା: ଚଢ଼ାଉ କଲା ପୋଲିସ

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଏକ ନକଲି କାରଖାନା ଠାବ ହୋଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳରୁ ଠାବ ହୋଇଥିବା ଏହି କାରଖାନା ଉପରେ ପୋଲିସ ଚଢ଼ାଉ ଜାରି ରଖିଛି। ସୂଚନାଯୋଗ୍ୟ ଯେ, କିଛିଦିନ ହେବ ଭୁବନେଶ୍ବର ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ନକଲି ମୃଦୁ…

ଫେବୃୟାରୀ ୬ରୁ ଯୁକ୍ତ ୨ ଫର୍ମପୂରଣ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରୀଛାତ୍ରଙ୍କ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଫର୍ମପୂରଣ ଆରମ୍ଭ ହେବ। ଅନ୍‌ଲାଇନ୍‌ରେ ପ୍ରଥମେ ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଏକ୍ସ ରେଗୁଲାର ପିଲାଙ୍କ ଫର୍ମପୂରଣ କରାଯିବ।…

ଫେବୃୟାରୀ ୧୦ରୁ ପିଜି କ୍ଲାସ ଆରମ୍ଭ

ଭୁବନେଶ୍ୱର,୨।୨(ବ୍ୟୁରୋ): ଫେବୃୟାରୀ ୧୦ ତାରିଖରୁ ଆରମ୍ଭ ହେବ ପିଜି ପାର୍ଟ- କ୍ଲାସ। ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃୟାରୀ ୧୦ରୁ ଆରମ୍ଭ ହେବା ନେଇ ସେ କହିଛନ୍ତି। ତେଣୁ…

୨୯ ଶିଳ୍ପସଂସ୍ଥା ବନ୍ଦ, ୧୧କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବେଶ ସଂକ୍ରାନ୍ତୀୟ ଗୃହ କମିଟି ବୈଠକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ, ଗୃହ ଓ ନଗର ଉନ୍ନୟନ ବିଭାଗ ଶାସନ ସଚିବଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri