ମେଟ୍ରୋ

KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା, ନିରପେକ୍ଷ ତଦନ୍ତ ହେଉ: ନେପାଳ ଦୂତାବାସ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ...

KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷୋଭ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ସେପଟେ ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ସେ ଟୁଇଟ୍‌ ଯୋଗେ ଘଟଣାକୁ...

ପୁରୀରେ ରଥଯାତ୍ରା ପାଇଁ ଚାଲିବ ୩୬୫ଟି ସ୍ୱତନ୍ତ୍ର ଟ୍ରେନ୍; ଭକ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ବୀମା

ଭୁବନେଶ୍ୱର, ୨।୫: ଆସନ୍ତା ରଥଯାତ୍ରା ଉତ୍ସବ ସମୟରେ ପୁରୀକୁ ସଂଯୋଗ କରିବା ପାଇଁ ଅତି କମରେ ୩୬୫ଟି ବିଶେଷ ଟ୍ରେନ୍ ଚଳାଚଳ କରିବ। ଏହି ନଗର ସୀମା ମଧ୍ୟରେ ଭକ୍ତମାନଙ୍କ ପାଇଁ ୫ ଲକ୍ଷ ଟଙ୍କାର ବୀମା ସୁରକ୍ଷା ବ୍ୟବସ୍ଥା...

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ, ଜାଣନ୍ତୁ କିପରି ଦେଖିବେ

କଟକ, ୧।୫: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଘୋଷଣା କରିଛି ଯେ ୨୦୨୫ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳାଫଳ ଆସନ୍ତାକାଲି ଅର୍ଥାତ୍ ମେ ୨ ତାରିଖରେ ପ୍ରକାଶ ପାଇବ। ଏହି ରେଜଲ୍ଟ ଅପରାହ୍ନ ୪ଟାରେ କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ...

ପୁଣି KIITରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର, ୧।୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି...

ମେ’ ୫ ରେ ଜିଲାପାଳ, SP ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି; ୨ ରୁ ଅନଲାଇନ ପଞ୍ଜୀକରଣ

ଭୁବନେଶ୍ୱର,୧।୫: ଆସନ୍ତା ମେ ୫ ତାରିଖ ସୋମବାର ସମସ୍ତ ଜିଲାରେ ଅନୁଷ୍ଠିତ ହେବାକୁ ଥିବା ଜିଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ମଇ ୨ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ। ଏଥି...

ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା, ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧ା୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରାଜ୍ୟର ଏକାଧିକ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଯେଉଁଥିରେ ମେ ୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି, ପ୍ରବଳ ପବନ ଏବଂ ଏକାନ୍ତ ଭାରୀ ବର୍ଷାର ପୂର୍ବାନୁମାନ କରାଯାଇଛି। ଏହି...

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି...

ପ୍ରଭାସିନୀ,ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୫ (ସୁନିତ୍‌ ମିଶ୍ର): କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ...

ନାବାର୍ଡ ଦେଖାଇଲା ସମବାୟ ବ୍ୟାଙ୍କର ବିକଳଚିତ୍ର

ଭୁବନେଶ୍ୱର,୧।୫ (ରବିନାରାୟଣ ଜେନା): ଓଡ଼ିଶାରେ ଗ୍ରାମ୍ୟ ଅର୍ଥନୀତି ମଜଭୁତ କରିବାରେ ସମବାୟ ସମିତିଗୁଡ଼ିକ ହେଲା ମୂଳଦୁଆ। ହେଲେ ଯେଉଁ ଆଭିମୁଖ୍ୟ ନେଇ ରାଜ୍ୟରେ ସମବାୟ ସମିତି ଓ ସମବାୟ ବ୍ୟାଙ୍କ ଗଢ଼ିଉଠିଛି, ତାହା ସାଧିତ ହେଉନାହିଁ। ଚାଷୀଙ୍କ ହିତ ଲାଗି...

କ୍ରିପ୍ଟୋ ଠକେଇ: ଦୋଷୀକୁ ୭ ବର୍ଷ ସଶ୍ରମ କାରାଦଣ୍ଡ

କଟକ, ୩୦।୪: କ୍ରିପ୍ଟୋ ନିବେଶ ନାମରେ ଶହ ଶହ ଜମାକାରୀଙ୍କ ନିକଟରୁ ୧.୧୩ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ବାଲେଶ୍ୱର ଓପିଆଇଡି ଅଦାଲତ ମୁଖ୍ୟ ଅଭିଯୁକ୍ତ ନୀଲେଶ କରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କୁ ୭ ବର୍ଷ...

ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri