ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସାର ଯୋଗାଣ ତ୍ୱରାନ୍ୱିତ, ୬୨ ଡିଲରଙ୍କ ଲାଇସେନ୍ସ ବାତିଲ

ଭୁବନେଶ୍ୱର,୩୧।୮: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଖରିଫ ୨୦୨୫ ପାଇଁ ରାଜ୍ୟରେ ସାର ଯୋଗାଣ ତ୍ୱରାନ୍ୱିତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିୟମିତ ସମୀକ୍ଷା କରୁଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ସାର ମହଜୁଦ ଥିବା ସୂଚନା ଦେଇ ଚାଷୀଙ୍କୁ ଆତଙ୍କିତ ନ…

୧୬ ନୂଆ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଥିରେ ରହିଛି…

ଭୁବନେଶ୍ୱର,୩୧ା୮: ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟରେ ଆଉ ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ଏନ୍‌ଏସିଗୁଡ଼ିକ ମଧ୍ୟରେ ବଲାଙ୍ଗୀରର ଲୋଇସିଂହା, ସୋହେଲା, କଟକର ବଡ଼ମ୍ବା, ନରସିଂହପୁର, ସାଲେପୁର, ଗଁଦିଆ, ଜଗନ୍ନାଥପ୍ରସାଦ,…

ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ତାଲିକାରେ ରହିଛି…

ଭୁବନେଶ୍ୱର,୩୧ା୮: ଆଜି ଅର୍ଥାତ୍‌ ରବିବାର ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ମ୍ୟୁନିସିପାଲିଟି ମଧ୍ୟରେ ମୟୂରଭଞ୍ଜର କରଞ୍ଜିଆ, ବୌଦ୍ଧ, ଗଞ୍ଜାମର ଭଞ୍ଜନଗର, ଆସିକା, ଛତ୍ରପୁର,…

ଖଣି ମାଲିକଙ୍କ ଘରେ ED ଚଢ଼ାଉ: ୧୦ ଦାମୀ କାର, ୩ ସୁପର ବାଇକ୍‌ ସହ…

ଭୁବନେଶ୍ୱର,୩୧ା୮: ଖଣି ମାଲିକ ଶକ୍ତି ରଞ୍ଜନ ଦାଶଙ୍କ ଘରେ ଇଡି ଚଢାଉ ହୋଇଛି। ଶକ୍ତିଙ୍କ ନୟାପଲ୍ଲୀ ସ୍ଥିତ ଘରେ ହିମାଚଳ ପ୍ରଦେଶ ED ଟିମ୍‌ ଚଢ଼ାଉ କରିଛି। ହିମାଚଳ ପ୍ରଦେଶ ପୋଲିସ ସିଆଇଡି ନିକଟରେ ମାମଲା ରୁଜୁ ପରେ ଏହି ଚଢ଼ାଉ…

ଆଜି ନୂଆ NAC ଘୋଷଣା! ତାଲିକାରେ ଆପଣଙ୍କ ସହର…

ଭୁବନେଶ୍ୱର: ଆଜି ଘୋଷଣା ହୋଇପାରେ ନୂଆ ଏନଏସି। ଆଜି ରାଜ୍ୟରେ ୯ଟି ନୂଆ ନୋଟିଫାଏଡ ଏରିଆ କାଉନସିଲ (NAC) ସରକାର ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି। ଏହି ନୂଆ NAC ଗୁଡିକ ହେଉଛି: ସାଲେପୁର, ଟାଙ୍ଗୀ, ଯଶୀପୁର, କପ୍ତିପଦା, ଲୋଇସିଂହା,…

ବିଜେଡିରେ ଚାଲିଛି କ’ଣ? ଆଲୋଚନାରେ…

ଭୁବନେଶ୍ୱର,୩୧ା୮(ସୁନିତ୍‌ ମିଶ୍ର): ବିଜେଡି ଯୁବ ଓ ଛାତ୍ର ସଭାପତି ଚୟନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂରହେବାର ନାଁ ଧରୁନାହିଁ। ଏନେଇ ଉଭୟ ଛାତ୍ର ଓ ଯୁବ ଜନତା ଦଳର ବହୁ ଅସନ୍ତୁଷ୍ଟ ନେତା ମେଳି ବାନ୍ଧିଛନ୍ତି। କେଉଁ ଆଧାରରେ ଚିନ୍ମୟ…

ଶ୍ରୀମନ୍ଦିରରେ ଦର୍ଶନ ପାଇଁ ଟଙ୍କା କାରବାର! ମାଗୁଛନ୍ତି…

ପୁରୀ,୩୧ା୮(ଅଜିତ୍‌ କୁମାର ମହାନ୍ତି): ଅନ୍‌ଲାଇନରେ ମହାପ୍ରଭୁଙ୍କ ପୂଜା ହେବା ନେଇ ଏକ ଆପ୍‌ରେ ଦର୍ଶାଯାଇଛି। ଏହା ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ‘ପୂଜା ପରିସେବା ଡଟ୍‌ କମ’ ନାମକ ଏକ ଅନଲାଇନ ଆପ୍ଲିକେସନ ମାଧ୍ୟମରେ ଅନ୍‌ଲାଇନରେ ମହାପ୍ରଭୁଙ୍କ ସେବାକରିବା ନେଇ…

ପଛକୁ ପଛ ଆସୁଛି ୨ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର,୩୧ା୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି ସହ ହାଲୁକା ବର୍ଷା…

ମହାନଦୀ ଜଳ ବିବାଦ: ଫିଟିପାରେ ସମାଧାନ ବାଟ

ଭୁବନେଶ୍ୱର, ୩୧।୮(ସୁନିତ୍‌ ମିଶ୍ର): ଛତିଶଗଡ଼ର ଅମରକଣ୍ଟକ ମାଳଭୂମିରୁ ବାହାରି ବଙ୍ଗୋପସାଗରରେ ମିଶିଥିବା ମହାନଦୀ ଓଡ଼ିଶାର ଜୀବନରେଖା। ମହାନଦୀ ୮୫୧ କି.ମି. ଲମ୍ବର ହୋଇଥିବାବେଳେ ଏଥିରୁ ୪୯୪ କି.ମି. ଓଡ଼ିଶାରେ ପ୍ରବାହିତ। ନଦୀ ଜଳ ବଣ୍ଟନ ପାଇଁ ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ…

ଆଉ ୨ ଲଘୁଚାପ: କାଲିଠୁ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୦ା୮(ଅନୁରାଧା ମହାରଣା) – ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଏବଂ ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି…

ବଢ଼ିଲା ଇନ୍ସପେକ୍ଟର ଓ SIଙ୍କ କ୍ଷମତା: ଏଣିକି କରିପାରିବେ…

ଭୁବନେଶ୍ୱର,୩୦।୮: ବଢ଼ିଲା ଇନ୍ସପେକ୍ଟର ଓ SIଙ୍କ କ୍ଷମତା। ଏଣିକି ସେମାନେ SC/ST ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ମଧ୍ୟ କରିପାରିବେ। ପୂର୍ବରୁ DSP ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିଲା ତେବେ ସରକାର…

ଅକ୍ଟୋବରରୁ ପୋଲିସ SI ପରୀକ୍ଷା, ସେପ୍ଟେମ୍ବର ୨୦ରୁ ଡାଉନ୍‌ଲୋଡ୍‌ କରିପାରିବେ ଆଡ୍‌ମିଟ୍‌ କାର୍ଡ

ଭୁବନେଶ୍ୱର,୩୦ା୮: ଅକ୍ଟୋବରରୁ ଆରମ୍ଭ ହେବ ପୋଲିସ SI ପରୀକ୍ଷା। OMR ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। SI ର଼୍ୟାଙ୍କର ସମସ୍ତ CPSE-୨୦୨୪ ପରୀକ୍ଷା ହେବ। ତେବେ ଅକ୍ଟୋବର ୪ ଏବଂ ୫ରେ ଏହି ପରୀକ୍ଷା ରାଜ୍ୟର ବିଭିନ୍ନ ଜିଲାରେ ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri