ମେଟ୍ରୋ

ଏପ୍ରିଲ ପାଇଁ ଗାଇଡ୍‌ଲାଇନ୍‌ ଜାରି, ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ବୁଧବାର ଏପ୍ରିଲ ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ଏହି ଗାଇଡ୍‌ଲାଇନ୍‌ ଏପ୍ରିଲ ୧ରୁ ୩୦ ତାରିଖ ଯାଏ ଲାଗୁ ହେବ। କ’ଣ ରହିଛି ଗାଇଡ୍‌ଲାଇନ୍‌ରେ ଜାଣନ୍ତୁ: – ସତର୍କତାର ସହ ମାଇକ୍ରୋ…

ଆଜି ରାଜଧାନୀରୁ ୨୯ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୫ ଜଣ…

ଜଳୁଛି ଓଡ଼ିଶା, ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ଓଡ଼ିଶା। ବୁଧବାର ରାଜ୍ୟରେ ଗରମ ପବନ ବହିବା ସାଙ୍ଗକୁ ୨୪ ଘଣ୍ଟାରେ ତାପମାତ୍ରା ୪ ଡିଗ୍ରୀ ବୃଦ୍ଧି ଆଶଙ୍କା କରାଯାଉଛି। ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମପ୍ରବାହ ନେଇ ୨୧ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି…

ରାଜ୍ୟକୁ କେନ୍ଦ୍ରର ଚିଠି: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘରେ ରହିବନି ବିଜୁ ପକ୍କା ଘର ଲୋଗୋ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିିତ ପକ୍କା ଘରେ ଲାଗି ପାରିବନି ବିଜୁ ପକ୍କାଘର ଯୋଜନାର ଲୋଗୋ । ଏନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖି ଜଣାଇଛି କେନ୍ଦ୍ର। ଶନିବାର ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି…

ଯାତ୍ରୀଙ୍କ ଅଭିଯୋଗ: ବସ୍‌ରୁ ତଳକୁ ଠେଲିଦେଲେ ‘ମୋ ବସ୍‌’ କର୍ମଚାରୀ

ଭୁବନେଶ୍ବର, ୩୧।୩(ବ୍ୟୁରୋ): ହଂସପାଳ ନିକଟରେ ଚଳନ୍ତା ବସରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଲେ ‘ମୋ ବସ’ କର୍ମଚାରୀ। ବସ୍‌ କର୍ମଚାରୀଙ୍କ ବିରୋଧରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଜଣେ ଯାତ୍ରୀ। ଭଡ଼ାକୁ କେନ୍ଦ୍ରକରି ବଚସାକୁ ନେଇ ଭୁବନେଶ୍ୱର ହଂସପାଳ ନିକଟରେ…

ଓଡ଼ିଆ ଠିକାଦାରଙ୍କୁ ମିଳୁନି କାମ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳରେ ଲୋକମାନଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ବଦ୍ଧପରିକର। ଆସନ୍ତା ୨୦୨୪-୨୫ ସୁଦ୍ଧା ରାଜ୍ୟର ସବୁ ଘରକୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟରେ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମ ଚାଲିଛି। ୫୦କୋଟି…

ଫୁଲଚାଷରେ ଇଞ୍ଜିନିୟରିଂ ଛାତ୍ରୀ ସୁନୀତା

ଖୋର୍ଦ୍ଧା ଅଫିସ,୩୧ା୩: ଦୃଢ଼ ଇଚ୍ଛାଶକ୍ତି ଏବଂ ନିରନ୍ତର ସାଧନା ସଫଳତା ଆଣିଥାଏ। ନିଜ ପ୍ରଚେଷ୍ଟାରେ ଆତ୍ମନିର୍ଭର ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ରତନପୁର ଗ୍ରାମର ଗୋଲା ବେହେରା ଓ ଚଞ୍ଚଳାଙ୍କ ଝିଅ…

ବିଷ ପିଆଇଲେ ମା’, ୨ ଶିଶୁପୁତ୍ର ମୃତ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ବିଞ୍ଝଗିରି କନ୍ଦଲେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା’ ୩ ପିଲାଙ୍କୁ ବିଷ ପିଆଇବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ୨ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ଦେଢ଼…

ଖାଇବା ତେଲ ମହଙ୍ଗା, ବଢୁଛି ଭେଜାଲ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ତେଲ ଭେଜାଲ, ଘିଅ ଭେଜାଲ, ମସଲା ଭେଜାଲ, କୋଲ୍ଡଡ୍ରିଙ୍କ୍ସ ଭେଜାଲ। ଅପମିଶ୍ରଣକାରୀ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଭିତିରିଆ ସମ୍ପର୍କ ରହିଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଜଗତପୁରଠାରୁ ଆରମ୍ଭ କରି ଚନ୍ଦକା, ଜଟଣୀ ଶିଳ୍ପାଞ୍ଚଳରେ ହଜାର କୁଇଣ୍ଟାଲ ତେଲ…

୨୦୪୧ ସୁଦ୍ଧା ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପରିକଳ୍ପନା ନାହିଁ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଆସନ୍ତା ୨୦ ବର୍ଷ ଅର୍ଥାତ୍‌ ୨୦୪୧ ଯାଏ କଟକ ଓ ଭୁବନେଶ୍ୱର ସୁଦ୍ଧା ମେଟ୍ରୋ ଟ୍ରେନ୍‌ର ପରିକଳ୍ପନା ନାହିଁ। ଆବଶ୍ୟକ ଜନସଂଖ୍ୟା ନ ଥିବାରୁ ବର୍ତ୍ତମାନ ପରିସ୍ଥିତିରେ ମେଟ୍ରୋ ରେଳସେବା ଆରମ୍ଭ ହୋଇପାରିବ ନାହିଁ। ଗୃହ ନିର୍ମାଣ ଓ ନଗର…

ପିପିଲି ଉପନିର୍ବାଚନ: ସରିଲା ନାମାଙ୍କନ

ପୁରୀ ଅଫିସ/ପିପିଲି(ସ୍ବ.ପ୍ର.),୩୧ା୩: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ମଙ୍ଗଳବାର ଶେଷ ହୋଇଛି। ଶେଷ ଦିନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୨ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିସହିତ ସର୍ବମୋଟ ୧୫ଜଣ ନାମାଙ୍କନ ପତ୍ର ଦାଖଲ କରିଥିବା…

ଟିକା: ହାଇରିସ୍କ ଗ୍ରୁପ୍‌କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ଏହି ଟିକାକରଣରେ ହାଇରିସ୍କ ଗ୍ରୁପ୍‌ ଯଥା ରାସ୍ତାକଡ଼ ଦୋକାନୀ, ମାଛ ଓ ମାଂସ ବିକ୍ରେତା, ଅଟୋ ଓ ବସ୍‌ ଡ୍ରାଇଭର, ସ୍କୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri