ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୫।୧୧(ବ୍ୟୁରୋ): କୋଭିଡ୍-୧୯ ମୁକାବିଲା ଲାଗି ମାସ୍କ ଓ ପିପିଇ କିଟ୍ କିଣା ଦୁର୍ନୀତି ମାମଲାରେ ଦୁଇ ବରିଷ୍ଠ ଆଇଏଏସ୍ ଅଧିକାରୀ ହେମନ୍ତ ଶର୍ମା ଓ ଯାମିନୀ କାନ୍ତ ଷଡ଼ଙ୍ଗୀ ବୁଧବାର ଲୋକାୟୁକ୍ତଙ୍କ ନିକଟରେ ଦ୍ୱିତୀୟଥର ପାଇଁ ହାଜର ହୋଇଛନ୍ତି। ଶୁଣାଣିବେଳେ...
ପେନ୍ସନଭୋଗୀଙ୍କ ଅନୁପସ୍ଥିତିରେ ମିଳିବ ପେନ୍ସନ
ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ୫-‘ଟି’ ଏବଂ ‘ମୋ ସରକାର’ ସୂତ୍ର ଅଧୀନରେ ପରିବାର ପେନ୍ସନଭୋଗୀଙ୍କୁ ସେବା ଯୋଗାଇ ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି। ବାର୍ଷିକ ଜୀବନ ପ୍ରମାଣପତ୍ର, ପୁନଃ ବିବାହ ଓ ଅବିବାହିତ ସମ୍ବନ୍ଧୀୟ ଘୋଷଣାନାମା ସହ...
ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଅପ୍ଡେଟ୍ ଷ୍ଟାଟସ୍ ରିପୋର୍ଟ ମାଗିଲେ ହାଇକୋର୍ଟ
ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ, ୫।୧୧: ବହୁ ଚର୍ଚ୍ଚିତ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଧାର୍ଯ୍ୟ ସମୟରେ କ୍ରାଇମବ୍ରାଞ୍ଚ ଷ୍ଟାଟସ୍ ରିପୋର୍ଟ ଦେଇ ପାରି ନ ଥିବାରୁ କ୍ଷୁବ୍ଧ...
ଡିସେମ୍ବର ୨ୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା
ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏବେଠାରୁ ସତର୍କ ରହିବାକୁ ପଡିବ...
ପାଣିରେ ପଡ଼ିଲା ୪୮ କୋଟି
ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଚାଷଜମିକୁ ପାଣି ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ଜିଲାରେ ନିର୍ମାଣ କରୁଛନ୍ତି ଜଳସେଚନ ପ୍ରକଳ୍ପ। କେନାଲ ସମ୍ପ୍ରସାରଣ, ମରାମତି, ଖନନ ମଧ୍ୟ ହେଉଛି। ଏଥିଲାଗି ସରକାରୀ ତହବିଲରୁ ଖର୍ଚ୍ଚ ହେଉଛି ବହୁ କୋଟି ଟଙ୍କା। ହେଲେ ଜଳ...
ଜାନୁୟାରୀ ୩୧ରେ ସିଟିଇଟି
ଭୁବନେଶ୍ୱର,୫।୧୧(ବ୍ୟୁରୋ): ସିବିଏସ୍ଇ ଦ୍ୱାରା ପରିଚାଳିତ ସେଣ୍ଟ୍ରାଲ ଟିଚର ଏଲିଜିବିଲିଟି ଟେଷ୍ଟ (ସିଟିଇଟି) ୨୦୨୧ ଜାନୁୟାରୀ ୩୧ରେ ଅନୁଷ୍ଠିତ ହେବ। କୋଭିଡ୍ ସଂକ୍ରାନ୍ତ ସୁରକ୍ଷା ଓ ଗାଇଡ୍ଲାଇନ୍କୁ ଗୁରୁତ୍ୱ ଦିଆଯାଇ ଦେଶର ୧୩୫ ସହରରେ ଏହି ପରୀକ୍ଷା କରାଯିବ। ପୂର୍ବରୁ ଏହି...
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୨୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୫୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ...
୨୦ରୁ ଶୀତ ଅଧିବେଶନ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଚଳିତମାସ ୨୦ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୨୦ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ବଜେଟ୍ ଅଧିବେଶନ କାଣ୍ଟ୍ଛାଣ୍ଟ ହୋଇଥିଲା। ଏପରିକି...
ରାଜଧାନୀରେ ଖସୁଛି କରୋନା ଗ୍ରାଫ୍: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୪ ଜଣ...
ଏ ମାସରେ ଖୋଲିବ ସ୍କୁଲ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ତେବେ ସ୍କୁଲ ଖୋଲିବା ନେଇ ଏସ୍ଓପି ଏବେ ଡ୍ରାଫ୍ଟ...
CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୪ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୨,୯୫,୮୮୯ରେ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...
୧୦ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ...
Archives


