ମେଟ୍ରୋ

ରେମ୍‌ଡେସିଭିର୍‌ ଅଭାବ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଏବେ ଦୁଇଟି ଔଷଧ ବ୍ୟବହାର କରାଯାଉଛି। ଗୋଟିଏ ହେଉଛି ଫାବିପିରାଭିର୍‌ ୨୦୦ଏମ୍‌ଜି ଟାବ୍‌ଲେଟ୍‌ ଓ ଅନ୍ୟଟି ହେଉଛି ରେମ୍‌ଡେସିଭିର୍‌ ୧୦୦ଏମ୍‌ଜି ଇଞ୍ଜେକ୍ସନ। ତେବେ ରାଜ୍ୟରେ ଏବେ ରେମ୍‌ଡେସିଭିର୍‌ର ଅଭାବ ଦେଖାଦେଇଛି। ମଧ୍ୟମରୁ ଗୁରୁତର ରୋଗୀଙ୍କ…

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌ ଥିବା…

ମେ’ ୩୧ ସୁଦ୍ଧା ଶେଷ ହେବ ସ୍କୁଲରେ ନାମଲେଖା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ମେ’ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର ବିଦ୍ୟାଳୟ…

ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୬।୪: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୧ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୫୭ ସଂକ୍ରମିତ ହୋଇଥିବା ବିଏମସି ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଭୁବନେଶ୍ୱରର ସକ୍ରିୟ ସଂକ୍ରମିତଙ୍କ…

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ଦାଖଲ କଲେ ପ୍ରାର୍ଥିପତ୍ର

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ…

ପୁଣି ଗର୍ଜିଲେ ଯୁକ୍ତ ଦୁଇ ଛାତ୍ରୀଛାତ୍ର: ବାତିଲ ହେଉ ପରୀକ୍ଷା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ପରୀକ୍ଷା କେବେ ହେବ ଏଯାବତ୍‌ ସ୍ଥିର ହୋଇ ନାହିଁ, ଏପରି ସ୍ଥିତି ଲାଗି ରହିଲେ ଆଗକୁ ଉଚ୍ଚ ଶିକ୍ଷାରେ ଅନେକ ଅସୁବିଧା ହେବ । ତେଣୁ ଶୀଘ୍ର ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଉ। ଏପରି ଦାବି କରି ସୋମବାର…

୨୮ରେ ଓପିଏସ୍‌ସି ପରୀକ୍ଷା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ତଥା ଓପିଏସ୍‌ସି ପରୀକ୍ଷା ଆସନ୍ତା ୨୮ ତାରିଖ ତଥା ବୁଧବାର ଅନଷ୍ଠିତ ହେବ। ଗତ ୨୫ ତାରିଖରେ ଏହି ପରୀକ୍ଷା ହେବା ପାଇଁ ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ମାତ୍ର ସପ୍ତାହାନ୍ତ ଶଟ୍‌ଡାଉନ୍‌ ପାଇଁ ଏହାକୁ ବୁଧବାରକୁ…

‘ଜୁନ୍‌ ୧୪ରୁ ମାଟ୍ରିକ ପରୀକ୍ଷା ଖବର ମିଥ୍ୟା’

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଜୁନ ୧୪ରେ ମାଟ୍ରିକ ପରୀକ୍ଷା ହେବା ନେଇ ପ୍ରଚାରିତ ଖବର ମିଥ୍ୟା ବୋଲି ସ୍ପଷ୍ଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ବାତିଲ କରାଯାଇଛି। ମାତ୍ର ମାଟ୍ରିକ ପରୀକ୍ଷା ହେବା…

ଶିକାର ପାଇଁ ସୁଯୋଗ ଦେଲେ

ଭୁବନେଶ୍ୱର,୨୬।୪ (ବ୍ୟୁରୋ): ବାରମ୍ବାର ଚଢ଼ାଉ ହେଉଛି। ବିପୁଳ ପରିମାଣର ଛାଲ, ଦାନ୍ତ, ନଖ ଆଦି ବନ୍ୟପ୍ରାଣୀ ସାମଗ୍ରୀ ଜବତ ହେଉଛି। ଜୀବନ୍ତ ବ୍ରଜକାପ୍ତା ଚାଲାଣ ମଧ୍ୟ ଧରାପଡୁଛି। ହେଲେ ଯେତେ ଧରିଲେ ବି ସେତେ ଚୋରା ଚାଲାଣ ହେଉଛି। ଏଥିରୁ ଜଣାପଡୁଛି…

୧୭ ଓଏଏସ୍‌ ଅଫିସରଙ୍କୁ ୫ ଜିଲାର କୋଭିଡ୍‌ ଦାୟିତ୍ୱ

ଭୁବନେଶ୍ୱର,୨୬।୪(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ୧୭ ଓଏଏସ୍‌ ଅଧିକାରୀଙ୍କୁ ରାଜ୍ୟ ସରକାର ରବିବାର ପଶ୍ଚିମ ଓଡ଼ିଶାର ୫ଟି ଜିଲାର କୋଭିଡ ସ୍ଥିତି ରକ୍ଷା କରିବାର ଦାୟିତ୍ୱ ପ୍ରଦାନ କରିଛନ୍ତି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଓଏଏସ୍‌ ଅଧିକାରୀମାନେ ସମ୍ପୃକ୍ତ ଜିଲା…

ଆଜି ରାଜ୍ୟରୁ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?