ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଭିନ୍ନକ୍ଷମ କମିଶନ
ଭୁବନେଶ୍ୱର,୨୫।୧(ବ୍ୟୁରେ): ରାଜଧାନୀର ଏକ ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ମହିଳା ଓ ଯୁବତୀଙ୍କୁ ଯୌନ ଶୋଷଣ କରାଯାଉଥିବା ନେଇ ଭିଡିଓ ଭାଇରାଲ ପରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ଭିନ୍ନକ୍ଷମ କମିଶନ। ଏଥିସହ ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ…
ନବୀନ ପୁଣି ଥରେ ସର୍ବୋତ୍ତମ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୧: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକପ୍ରିୟତାରେ ପୁଣି ଥରେ ଏକ ନମ୍ବର ହୋଇଛନ୍ତି। ରାଜ୍ୟ ସ୍ତରରେ ସେ ସବୁଠୁ ଭଲ ପ୍ରଦର୍ଶନ କରିଥିବା ମୁଖ୍ୟମନ୍ତ୍ରୀ ବୋଲି ଏକ ସର୍ଭେ ସଂସ୍ଥା କହିଛି। ଇଣ୍ଡିଆ ଟୁଡେ ଗ୍ରୁପ୍-କାର୍ଭି ଇନ୍ସାଇଟ୍ସ ମୁଡ୍ ଅଫ୍…
୯ ଜିଲାକୁ ଘନ କୁହୁଡ଼ି ୱାର୍ଣ୍ଣିଂ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟରେ ଘନକୁହୁଡ଼ି ଲାଗି ଏସ୍ଆରସିଙ୍କ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛିି। ରବିବାର ରାତିରୁ ସୋମବାର ସକାଳ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼…
ସହଜ ହେବ ଜଗା ଦର୍ଶନ: ହଟିବ ଆଉ ଏକ ବାଧା
ଭୁବନେଶ୍ୱର,୨୪।୧(ବ୍ୟୁରୋ): ମହାପ୍ରଭୁଙ୍କ ଦର୍ଶନରୁ ଆଉ ଏକ ବାଧାକୁ ହଟାଯିବ। ସେଠାରେ ଲଗାଯାଇଥିବା ବ୍ୟାରିକେଡକୁ ସୋମବାରଠାରୁ ହଟାଯିବା ନେଇ ପୁରୀ ଏସ୍ପି କନଓ୍ବର ବିଶାଲ ସିଂହ ରବିବାର ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ଜଗନ୍ନାଥବଲ୍ଲଭଠାରୁ ମରିଚିକୋଟ ପର୍ଯ୍ୟନ୍ତ ଯେଉଁ ବ୍ୟାରିକେଡ କରାଯାଇଥିଲା,…
ଜନସାଧାରଣଙ୍କୁ ପରେଡସ୍ଥଳ ମନା
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରେଡ ସ୍ଥଳ ଗାନ୍ଧୀମାର୍ଗରେ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ଏହାବ୍ୟତୀତ କାଉଣ୍ଟର ଟେରରିଷ୍ଟ ସ୍କ୍ବାଡ୍ (ସିଟିଏସ୍), ସ୍ପେଶାଲ ଟାକ୍ଟିକାଲ ୟୁନିଟ୍…
ଫନୀ ବଦଳାଇଲା ବାସସ୍ଥାନ
ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଓଡ଼ିଶାରେ ୨୦୧୯ ମେ’ ରେ ଫନୀ ବାତ୍ୟା ଅନେକ କ୍ଷୟକ୍ଷତି କରିଥିଲା। ତେବେ ଫନୀ ପାଇଁ ଏକ ବ୍ଲାକ କାଇଟ ବା ମାଟିଆ ଚିଲର ବାସସ୍ଥାନ ବଦଳିଯାଇଛି। ଏହି ବନ୍ୟପ୍ରାଣୀଟି ଏବେ ଓୟୁଏଟି ଭେଟେରିନାରୀ ସର୍ଜରି ବିଭାଗରେ ରହୁଛି।…
ପାର୍ଟଟାଇମ ଚାକିରି ନାଁରେ ଆସୁଛି ଏସ୍ଏମ୍ଏସ୍: ଜାଲରେ ଫସୁଛନ୍ତି ଶିକ୍ଷିତ ବେକାରି
ଭୁବନେଶ୍ୱର,୨୪।୧(ବ୍ୟୁରୋ): ସାରା ଦେଶରେ ଅନଲାଇନ ଠକେଇ ମୁଣ୍ଡ ବ୍ୟଥା ପାଲଟିଛି। ସାଇବର ଠକ ଘରେ ବସି ନୂଆ ନୂଆ ତରିକାରେ ଲୋକଙ୍କୁ ଠକୁଛନ୍ତି। ମୋବାଇଲ୍ ଓ ଇଣ୍ଟରନେଟ୍ ସହ ଜଡିତ ଥିବା ଲୋକେ ସଚେତନତା ଅଭାବରୁ ଖୁବ ସହଜରେ ଏମିତିକା ଠକଙ୍କ…
ଘରେ ବସି କିଣିହେବ ଆଦିବାସୀ ସାମଗ୍ରୀ
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ୨୬ ତାରିଖଠାରୁ ୟୁନିଟ୍-୧ସ୍ଥିତ ଆଦିବାସୀ ପଡ଼ିଆରେ ହେବାକୁ ଥିବା ଆଦିବାସୀ ମେଳା-୨୦୨୧ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଆଦିବାସୀ ପଡ଼ିଆଠାରେ ଅନୁଷ୍ଠିିତ ହୋଇଯାଇଛି। ବୈଠକରେ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗର ନିର୍ଦ୍ଦେଶିକା (ଏସ୍ଟି) ଗୁହା ପୁନମ କୁମାର…
ଆଜି ରାଜ୍ୟରୁ ୧୫୦ ପଜିଟିଭ୍ ଚିହ୍ନଟ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରବିବାର ରାଜ୍ୟରେ ୧୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୯ ଜଣ ଚିହ୍ନଟ…
ମନ ମୋହୁଛି ଫୁଲର ସମ୍ଭାର
ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଲୋକଙ୍କ ମଧ୍ୟରେ ଫୁଲଚାଷ ପ୍ରତି ଆଗ୍ରହ ସୃଷ୍ଟି ସହ ରାଜଧାନୀକୁ ଆହୁରି ସୌନ୍ଦର୍ଯ୍ୟମୟ କରିବା ଉଦ୍ଦେଶ୍ୟ ନେଇ ଶନିବାରଠାରୁ ‘ବାର୍ଷିକ ପୁଷ୍ପ ପ୍ରଦର୍ଶନୀ’ ଆରମ୍ଭ ହୋଇଛି। ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ପରିସରସ୍ଥ ଏକାମ୍ର କାନନରେ ଏହି ଦୁଇଦିନିଆ…
ଛଉ ମୋହରେ ବିଦେଶୀ
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଓଡ଼ିଶାର ଲୋକନୃତ୍ୟ ମୋହରେ ପଡ଼ିଛନ୍ତି ବିଦେଶୀ। ମୟୂରଭଞ୍ଜର ପ୍ରସିଦ୍ଧ ଛଉନୃତ୍ୟ ରାଜ୍ୟ ଓ ରାଜ୍ୟ ବାହାରେ ବିଶେଷ ଲୋକପ୍ରିୟତା ହାସଲ କରିଛି। ଓଡ଼ିଶୀ ନୃତ୍ୟ ପରେ ଏବେ ଛଉନୃତ୍ୟ ପ୍ରେମରେ ପଡ଼ିଛନ୍ତି ବିଦେଶୀ। ସେଭଳି ଜଣେ ବିଦେଶୀ ହେଲେ କଲମ୍ବିଆର…
ଟିକାକରଣ: ତୃତୀୟ ସ୍ଥାନରେ ଓଡ଼ିଶା
ଭୁବନେଶ୍ୱର, ୨୪।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍ ଟିକାକରଣ ଅଭିଯାନ ସଫଳ ଭାବେ ଚାଲିଛି। ସର୍ବଭାରତୀୟ ସ୍ତରରେ ଟିକାକରଣରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଶନିବାର ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, କର୍ନାଟକ ଓ…
Archives


