ମେଟ୍ରୋ

କାଜୁ ଜଙ୍ଗଲରୁ ୫ ଛୁଆ ଭାଲୁ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୨।୪:ଗଙ୍ଗପଡ଼ା ଟୋଲଗେଟ୍‌ କାଜୁ ଜଙ୍ଗଲରୁ ୫ଟି ଭାଲୁ ଛୁଆଙ୍କୁ ବନ ବିଭାଗ ଗୁରୁବାର ଉଦ୍ଧାର କରିଛି। ଏହି ଭାଲୁ ଛୁଆମାନଙ୍କୁ କେହି ଜଙ୍ଗଲ ଭିତରେ ଲୁଚାଇ ଏକ ଜନ୍ତାରେ ରଖିଥିଲା। ଉଦ୍ଧାର ବେଳେ ଦୁଇ ଭାଲୁ ଛୁଆ ଜନ୍ତା ମଧ୍ୟରେ…

ଜାତୀୟସ୍ତରରେ କୋଭିଡ୍‌ ମୁକାବିଲା ଲାଗି ସହଯୋଗ କରିବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛନ୍ତି। ଦେଶର କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିଛନ୍ତି। ବର୍ତ୍ତମାନ କୋଭିଡ୍‌ ଯୁଦ୍ଧ ଭଳି ସ୍ଥିତି ସୃଷ୍ଟି କରିଛି। ଜାତୀୟସ୍ତରରେ…

ମେ’ ୧୩ ସନ୍ଧ୍ୟାରୁ ପିପିଲିରେ ପ୍ରଚାର ବନ୍ଦ, ଜାରି ହେଲା ନିର୍ବାଚନୀ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା ହେବା ସହ କିଛି ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏନେଇ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇ କହିଛନ୍ତି, କରୋନା ସଂକ୍ରମଣ ପାଇଁ ନିର୍ବାଚନ କମିଶନ ଗାଇଡ୍‌ଲାଇନ୍‌ କରିଛନ୍ତି।…

ପୁଣି ବଦଳିଲା ତାରିଖ: ମେ’ ୧୬ରେ ପିପିଲି ଭୋଟ୍‌

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପୁଣି ଥରେ ବଦଳିଛି ପିପିଲି ଉପନିର୍ବାଚନ ତାରିଖ। ପୂର୍ବରୁ ମେ’ ୧୩ ତାରିଖର ଭୋଟ୍‌ ଗ୍ରହଣ ନେଇ ଘୋଷଣା କରାଯାଇଥିଲା। ହେଲେ ଏବେ ମେ’ ୧୬ରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ସେହିଭଳି ମେ’ ୧୯ରେ ଭୋଟ ଗଣତି…

ଓଡ଼ିଶାକୁ ପ୍ରଶଂସା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଅକ୍ସିଜେନ ଯୋଗାଣ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓଡ଼ିଶାକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ ଟ୍ରକ ବିଭିନ୍ନ ରାଜ୍ୟରେ ଅଟକାଯାଉଛି। ଏଭଳି ସ୍ଥିତିରେ ଓଡ଼ିଶା ପକ୍ଷରୁ ଆମକୁ ଯଥେଷ୍ଟ ଅକ୍ସିଜେନ ମିଳିଛି…

୩୦ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିବା ବେଳେ ଉପକୂଳରେ ଏହାଠାରୁ କମ୍‌ ରହିବ। ତେବେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାୟୁମଣ୍ଡଳର ଆଦର୍ର୍‌ରତା…

ନରସିଂହ ମିଶ୍ରଙ୍କୁ କରୋନା; ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବଲାଙ୍ଗୀର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କୋଭିଡ୍‌ ଟେଷ୍ଟ…

ଆଖି ବୁଜିଲା ବାଘୁଣୀ ରେଣୁକା

ବାରଙ୍ଗ, ୨୨।୪ (ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷଣ ବାଘୁଣୀ ରେଣୁକାର ବୁଧବାର ମୃତ୍ୟୁ ଘଟିଛି। ରେଣୁକା ଦୀର୍ଘଦିନ ଧରି ଅସୁସ୍ଥ ଥିବା କାରଣରୁ ତା’ର ମୃତ୍ୟୁ ଘଟିଲା ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ରୋହିତ…

ପ୍ରବାସୀ ଶ୍ରମିକଙ୍କ ଫେରିବା ଚିନ୍ତା: ଖୋଲିବ କ୍ୱାରାଣ୍ଟାଇନ ସେଣ୍ଟର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ସମଗ୍ର ଦେଶରେ କୋଭିଡ୍‌-୧୯ କାୟାବିସ୍ତାର କରିଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ରରେ ଲକ୍‌ଡାଉନ ପରେ ପ୍ରବାସୀ ଶ୍ରମିକମାନେ ଘରମୁହାଁ ହୋଇଛନ୍ତି। ଅନ୍ୟ ରାଜ୍ୟରୁ ମଧ୍ୟ ଓଡ଼ିଶାକୁ ପ୍ରବାସୀ ଶ୍ରମିକମାନେ ଫେରୁଛନ୍ତି। ସେହି ଶ୍ରମିକମାନେ ଯେପରି ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ନ ବଢ଼ାଇବେ ସେ…

ଯୁକ୍ତ ୨ ପରୀକ୍ଷା ବାତିଲ ଦାବି: ଲୋୟର ପିଏମ୍‌ଜିରେ ଛାତ୍ରୀଛାତ୍ରଙ୍କ ଧାରଣା

ଭୁବନେଶ୍ୱର,୨୨।୪(ବ୍ୟୁରୋ): ମାଟ୍ରିକ ପରୀକ୍ଷା ପରେ ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ଧାରଣାରେ ବସିଲେ ଛାତ୍ରୀଛାତ୍ର। ଗୁରୁବାର ରାଜଧାନୀର ଲୋୟର ପିଏମ୍‌ଜିଠାରେ ବିଭିନ୍ନ କଲେଜର ଛାତ୍ରୀଛାତ୍ରମାନେ ବିକ୍ଷୋଭ କରିଛନ୍ତି। ଯଦି ଦଶମ ଶ୍ରେଣୀ ପିଲାଙ୍କୁ କରୋନା ହେବାର ଭୟ ରହିଛି, ତେବେ…

ଆଜି ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା କାୟା ବିସ୍ତାର କରିଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ଆଉ ୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଆଜି ରାଜ୍ୟରେ ୬୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସବୁଠୁ ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୬,୧୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୮୮,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?