ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୮୫...
ନଭେମ୍ବର ୨ ରୁ ୧୭ ରୁଟ୍ରେ ଗଡ଼ିବ ମୋ-ବସ୍
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ସୋମବାର ଅର୍ଥାତ୍ ନଭେମ୍ବର ୨ରୁ ମୋ-ବସ୍ ୧୭ ରୁଟ୍ରେ ଗଡ଼ିବ। ରୁଟ୍ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ...
ରାଜ୍ୟରେ ସୁସ୍ଥ ହେଲେ ୧୯୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୯୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୩, ବଲାଙ୍ଗୀରରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୋଳରୁ ୭୮, କଳାହାଣ୍ଡିରୁ ୭୮,...
ରାଜଧାନୀରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ତଥାପି ରହିବାକୁ ପଡ଼ିବ ସତର୍କ: ବିଏମ୍ସି କମିଶନର
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୯ ଜଣ...
ରାଜଧାନୀରୁ ୧ କୋଟି ଟଙ୍କାର ବ୍ରାଉନ୍ସୁଗାର ଜବତ: ଜଣେ ଗିରଫ
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ସକାଳେ ପ୍ରାୟ ୧ କେଜି ୧୭୦ ଗ୍ରାମ୍ ବ୍ରାଉନ୍ସୁଗାର ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ଏହି ବ୍ରାଉନସୁଗାର ଜବତ କରିଛି । ଏହାର...
ବଦଳିବ ସ୍କୁଲ ଖୋଲିବା ତାରିଖ: ନଭେମ୍ବରରେ ଖୋଲିବ, କିନ୍ତୁ ୧୬ରେ ନୁହେଁ…
ଭୁବନେଶ୍ୱର ୩୧।୧୦(ବ୍ୟୁରୋ): ନଭେମ୍ବର ୧୬ରେ ଖୋଲିବନି ସ୍କୁଲ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏ ନେଇ ଖୁବ୍ଶୀଘ୍ର ଏସ୍ଆର୍ସି ସଂଶୋଧିତ ଗାଇଡ୍ଲାଇନ ଜାରି କରିବେ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ,...
ଅନ୍ଲକ୍-୬ ଗାଇଡ୍ଲାଇନ୍: ଜାଣନ୍ତୁ କ’ଣ ଖୋଲିବ, କ’ଣ ବନ୍ଦ ରହିବ…
ଭଚବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଛନ୍ତି ଅନ୍ଲକ୍-୬ ଗାଇଡ୍ଲାଇନ୍। ନଭେମ୍ବର ମାସ ଯାଏ ଜାରି ହୋଇଥିବା ଏହି ଗାଇଡ୍ଲାଇନ୍ରେ ସ୍କୁଲ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି। ତେବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଯିବାକୁ...
ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍ଲକ୍-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦସ ବ୍ୟତୀତ ଅନ୍ୟ ସବୁ ଶିକ୍ଷାନୁଷ୍ଠାନ...
ଦୀପ୍ତିପଦ୍ମା ବେସିକ୍ ସାଇନ୍ସ ଟପ୍ପର
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ (ଓୟୁଏଟି) ପରିଚାଳିତ ବେସିକ୍ ସାଇନ୍ସ କଲେଜ +୩ ଶେଷ ବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଯାଜପୁର ଜିଲା ବିଞ୍ଝାରପୁରର ଦୀପ୍ତିପଦ୍ମା ମଲ୍ଲିକ ୯୦.୧୬ ପ୍ରତିଶତ ନମ୍ବର...
ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ଷଷ୍ଠ ସେମିଷ୍ଟର ପରୀକ୍ଷାଫଳ ପ୍ରକାଶିତ: ବିଜ୍ଞାନରେ ସାଗରିକା, ବାଣିଜ୍ୟରେ ଇପ୍ସା ଟପ୍ପର
ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟ ଅଧୀନ ଯୁକ୍ତ୩ (ସ୍ନାତକ) କଲେଜର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ୬ଷ୍ଠ ସେମିଷ୍ଟର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିସହ ବିଜ୍ଞାନ, ବାଣିଜ୍ୟ ବିଭାଗର ଦ୍ବିତୀୟ ଓ ଚତୁର୍ଥ ସେମିଷ୍ଟର ବ୍ୟାକ୍ ପେପର୍ ପରୀକ୍ଷା...
ନଭେମ୍ବରର ସବୁ ଶନିବାର ସରକାରୀ ଅଫିସ ଛୁଟି
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ମାସରେ ମଧ୍ୟ ସବୁ ଶନିବାର ସରକାରୀ ଅଫିସ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି। ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।...
ଲଘୁଚାପ: ଓଡ଼ିଶାରେ ପ୍ରଭାବ ନାହିଁ
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୩୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଓଡିଶାରେ ଏହାର କୌଣସି ପ୍ରଭାବ ରହିବ ନାହିଁ। ତାହା ୪୮ ଘଣ୍ଟା...
Archives


