ନଭେମ୍ବରରେ ଖୋଲିବ ସ୍କୁଲ
ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନଭେମ୍ବରରେ ସ୍କୁଲ ଖୋଲିବ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏ ସଂକ୍ରାନ୍ତରେ ପ୍ରସ୍ତାବ ପଠାଯାଇଛି। ଅନୁମୋଦନ ପରେ ସ୍କୁଲ ଖୋଲିବା...
ରାଜ୍ୟରେ ସୁସ୍ଥ ହେଲେ ୧୮୦୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୪୮, ନୂଆପଡାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୮୧, ସୁନ୍ଦରଗଡରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ୱରରୁ ୭୨,...
ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ସୃଷ୍ଟି ହୋଇଛି ଆଣ୍ଟିିବଡ଼ି
ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ)- ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ତୃତୀୟ ପର୍ଯ୍ୟାୟ ସେରୋଲୋଜିକାଲ ସର୍ଭେ ତଥ୍ୟରୁ ଏହା ଜଣାପଡ଼ିଛି ବୋଲି ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି ଶୁକ୍ରବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱରରେ ବର୍ତ୍ତମାନ...
ଭୁବନେଶ୍ୱରରୁ ଆଜି ୮୭ ପଜିଟିଭ୍ ଚିହ୍ନଟ : ଲୋକାଲ କେସ ୬୮
ଭୁବନେଶ୍ୱର,୩୦।୧୦(ଡି.ଏନ.ଏ.)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
ଓଡ଼ିଶାରେ ହେଉଛି କରୋନା ରି-ଇନ୍ଫେକ୍ସନ
ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାରେ କରୋନା ରି-ଇନ୍ଫେକ୍ସନ ହେଉଛି। ଭୁବନେଶ୍ୱରସ୍ଥିତ ଆଇଏଲ୍ଏସ୍ (ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ)ର ନିର୍ଦ୍ଦେଶକ ଅଜୟ ପରିଡ଼ା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ କରୋନା ରି-ଇନ୍ଫେକ୍ସନ ହେଉଛି, କିନ୍ତୁ ବହୁତ କମ୍। ଆଇଏଲ୍ଏସ୍ରେ...
ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩...
ରାଜ୍ୟରେ ଆଜି ୧୫୪୭ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୯୧...
ରାଜ୍ୟରେ ଅନୁଭୂତ ହେଲାଣି ଶୀତ, ୧୫ ଡିଗ୍ରୀ ତଳେ ୪ ସହରର ତାପମାତ୍ରା
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ରାଜ୍ୟରୁ ମୌସୁମୀ ଫେରିଯାଇଛି। ମୌସୁମୀ ଫେରିଯିବା ପରେ ବିଭିନ୍ନ ସ୍ଥାନରେ ବର୍ତ୍ତମାନ ଶୀତ ଅନୁଭୂତ ହେଲାଣି। ରାଜ୍ୟରେ ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ସୋନପୁରରେ ତାପମାତ୍ରା ୧୨.୮ ଡିଗ୍ରୀ ରହିଛି। ଯାହାକି ସବୁଠୁ ଥଣ୍ଡା...
ବ୍ୟାଙ୍କ୍ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାକ୍ତର ଏବଂ କୋଭିଡ୍ ଯୋଦ୍ଧାମାନେ ଜନସାଧାରଣଙ୍କ ଜୀବନ ବଞ୍ଚାଇବା ପାଇଁ ସଂଗ୍ରାମ କରୁଥିବାବେଳେ ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଜନସାଧାରଣଙ୍କ ଜୀବିକା ବଞ୍ଚାଇବା କ୍ଷେତ୍ରରେ ମୁଖ୍ୟ ଭୂମିକା ନିର୍ବାହ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଭର୍ଚୁଆଲ୍...
ଥଇଥାନ ପ୍ୟାକେଜ୍ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଅନୁଗୋଳ ଜିଲାର ମନ୍ଦାକିନୀ କୋଇଲା ଖଣି ଉତ୍ଖନନ ନେଇ ରହିଥିବା ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ବୈଠକ ମାଧ୍ୟମରେ...
ବଣଭୋଜି ସହ ଏଥର ଗ୍ଲାମ୍ପିଂର ମଜା
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଶୀତ ଆଗମନ ସହ ଆରମ୍ଭ ହୋଇଛି ପର୍ଯ୍ୟଟନର ଋତୁ। ଏଭଳି ସମୟରେ କୋଭିଡ୍ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀଗୁଡିକରେ ପର୍ଯ୍ୟଟକଙ୍କ ଗହଳି ଚହଳି ମଧ୍ୟ ଦେଖିବାକୁ ମିଳୁଛି। ପୁରୀ, ଗୋପାଳପୁର, ଚାନ୍ଦବଲି, ଚନ୍ଦ୍ରଭାଗା ଆଦି ସମୁଦ୍ରକୂଳର ମଜାନେବା ସହ...
ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ବ୍ରତ ପ୍ରସ୍ତୁତି
ପୁରୁଣା ଭୁବନେଶ୍ୱର,୩୦ା୧୦(ଡି.ଏନ୍.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରାଇଦାମୋଦର ବେଶ ଏବଂ କାର୍ତ୍ତିକ ବ୍ରତ ପାଳନ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କୋଭିଡ-୧୯ ପାଇଁ ୭ମାସ ଧରି ଠାକୁରଙ୍କ ରୋଷ ତଥା ଆନନ୍ଦ ବଜାର ବନ୍ଦ ରହିଛି।...
Archives


