ଆଜିଠୁ ଖୋଲିବ ରାଜ୍ୟ ସଂଗ୍ରହାଳୟ
ଭୁବନେଶ୍ୱର,୧୯।୧(ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ୧୦ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟ ଓ କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ। ସଂଗ୍ରହାଳୟ ପରିସରରେ କୋଭିଡ୍ ଗାଇଡ୍ଲାଇନ୍କୁ କଡ଼ାକଡ଼ି ପାଳନ କରାଯିବ। ସମସ୍ତଙ୍କ…
୧୦ ଜିଲାରେ ଘନ କୁହୁଡ଼ି
ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଶୀତ ବଢିବା ସହିତ କେତେକ ଜିଲାରେ ଘନ କୁହୁଡି ଦେଖାଦେଇଛି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ୧୦ଟି ଜିଲାରେ ଘନ କୁହୁଡି ହେବ ବୋଲିି ପାଣିପାଗ ବିଭାଗ ସତର୍କ କରିଛି। ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା…
ସଡ଼କ ସୁରକ୍ଷା ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଦେଶରେ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଏହା ଜାନୁୟାରୀ ୧୮ରୁ ଫେବୃୟାରୀ ୧୭ ତାରିଖ ଯାଏ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି କହିଛନ୍ତି ଯେ ବେପରୁଆ ଗାଡ଼ିିଚାଳନା ଏବଂ ସଡ଼କକୁ…
୧୬ ନଂ. ଏନ୍ଏଚ୍ରେ ଲାଗିବ ଇଣ୍ଟେଲିଜେନ୍ସ କ୍ୟାମେରା
ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ମାସ। ପୂର୍ବରୁ ସପ୍ତାହେ ବ୍ୟାପୀ ଚାଲୁଥିବା ଏହି କାର୍ଯ୍ୟକ୍ରମ ଏଥର ମାସେ ଯାଏ ଚାଲିବ। ରାଜ୍ୟରେ ଯାନବାହନ ଦୁର୍ଘଟଣାକୁ ହ୍ରାସ କରିବାକୁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମୋଟରସାଇକେଲ ଚାଳକ ଓ ଆରୋହୀଙ୍କ…
ଦ୍ୱିତୀୟ ଦିନରେ ଟିକା ନେଲେ ୩୦,୧୬୧
ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ସୁରୁଖୁରୁରେ ଚାଲିଛି। ଇତିମଧ୍ୟରେ ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଥିବାବେଳେ ସୋମବାର ଦ୍ୱିତୀୟ ଦିନରେ ୩୮୦ ସେସନରେ ପ୍ରାୟ ୩୦,୧୬୧ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକାକରଣ କରାଯାଇଛି। ମୋଟ ୩୧,୯୦୨ଜଣଙ୍କୁ ଟିକା ପ୍ରଦାନ ଲକ୍ଷ୍ୟ ରଖାଯାଇଥିଲାବେଳେ ୯୫ ପ୍ରତିଶତ…
ରେଳ ପ୍ରକଳ୍ପ: ଓଡ଼ିଶାର ଦାବି ୭,୨୦୦ କୋଟି
ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ର ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଆସନ୍ତା ବଜେଟରେ ଓଡ଼ିଶାରେ ଚାଲୁ ରହିଥିବା ତଥା ନୂତନ ଭାବେ ନିଆଯାଇଥିବା ବିଭିନ୍ନ ରେଳ ପ୍ରକଳ୍ପ ପାଇଁ ୭,୨୦୦ କୋଟି ଟଙ୍କାର ବ୍ୟବସ୍ଥା କରିବାକୁ ଦାବି…
ଚଣ୍ଡୀପ୍ରସାଦ ହେବେ ଭାରତୀୟ ସେନା ଉପମୁଖ୍ୟ
ଜଗତ୍ସିଂହପୁର ଅଫିସ୍/ଭୁବନେଶ୍ୱର, ୧୯।୧ (ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଆରବିଆଇ ଗଭର୍ନର ଶଶିକାନ୍ତ ଦାସ, ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ଭଳି ଆଉ ଜଣେ ଓଡ଼ିଆ ଜାତୀୟ ସ୍ତରରେ…
ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
୧୬ ନଂ ଜାତୀୟ ରାଜପଥରେ ଲାଗିବ ସିସିଟିଭି: ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ଅମାନିଆଙ୍କୁ ଜଗିବ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥରେ ଅତ୍ୟାଧୁନିକ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ହେବ। ଏହି ଜାତୀୟ ରାଜପଥରେ ସିସିଟିଭି କ୍ୟାମେରା ଲାଗିବ। ଫଳରେ ଅମାନିଆ ସାବାଡ଼ ହେବେ। ଜାତୀୟ ସଡ଼କ ସୁରକ୍ଷା ମାସ ଅବସରରେ ଏନେଇ…
ଆଜି ରାଜ୍ୟରୁ ୧୩୪ ପଜିଟିଭ୍ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ ଚିହ୍ନଟ…
ଆଜିଠୁ ପୁଣି ଟିକାକରଣ: କେନ୍ଦ୍ର ସଂଖ୍ୟା ବଢ଼ିଲା
ଭୁବନେଶ୍ୱର,୧୮।୧(ବ୍ୟୁରୋ): କରୋନା ମହାମାରୀକୁ ହରାଇବା ପାଇଁ ଓଡ଼ିଶାରେ ଶନିବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ରବିବାର ଟିକା ପ୍ରଦାନ ବନ୍ଦ ଥିବାବେଳେ ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ତେବେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଛି। ଏଣିକି ସମସ୍ତ…
ଜଙ୍ଗଲ ପରିଚାଳନାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଜଙ୍ଗଲ ପରିଚାଳନାରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟର ମାନ୍ୟତା ମିଳିଛି। ଆଇଏସ୍ଏଫ୍ଆର୍ ରିପୋର୍ଟ-୨୦୧୯ ଅନୁସାରେ ଟେକ୍ନୋଲୋଜି ପ୍ରୟୋଗ ମାଧ୍ୟମରେ ଜଙ୍ଗଲ ଓ ଜଙ୍ଗଲ ପରିଚାଳନାର ବିଭିନ୍ନ ପାରାମିଟରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ଭାବରେ ଆକଳନ କରାଯାଇଛି। ଏ ନେଇ…
Archives


