ମେଟ୍ରୋ

ଓଡ଼ିଶାରେ କାମ କରିବାକୁ ଦକ୍ଷିଣ କୋରିଆ କମ୍ପାନୀ ଆଗ୍ରହ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଦକ୍ଷିଣ କୋରିଆ ଓ ଓଡ଼ିଶା ମଧ୍ୟରେ ଦ୍ବି-ପାକ୍ଷିକ ବାଣିଜ୍ୟ ସୁଯୋଗ ସୃଷ୍ଟି ଉପରେ ରାଜ୍ୟ ସରକାରଙ୍କ ସହିତ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଏକ ଗୋଲଟେବୁଲ ବୈଠକର ଆୟୋଜନ କରିଛି ା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର…

ପରିବା ବିକାଳିଙ୍କୁ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ର ମାଡ଼

ବଲାଙ୍ଗୀର ଅଫିସ,୨୦।୪: କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ସହରରେ ଭିଡ଼ ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିଯୋଗୁ ସୋମବାର ବଲାଙ୍ଗୀର ମ୍ୟୁନିସିପାଲିଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ରାସ୍ତାକଡ଼ ପରିବା ବିକାଳିଙ୍କୁ ସ୍ଥାନାନ୍ତର କରିବାବେଳେ ଅଭାବନୀୟ ଘଟଣ ଘଟିଛି। ମ୍ୟୁନିସିପାଲିଟି ଅଧିକାରୀଙ୍କ ମାଡରେ ଜଣେ…

ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ…

୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ ପାଠପଢ଼ା ବନ୍ଦ ହେବ ବୋଲି କହିଥିଲେ। ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ଓ…

ରାଜ୍ୟରେ ୯,୦୦୮ କୋଭିଡ୍‌ ବେଡ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହୁହୁ ବଢ଼ୁଛି। ଅନୁରୂପ ଭାବେ କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ ବେଡ୍‌ ଅଭାବ ହେଲାଣି ବୋଲି ଖବର ଆସୁଛି। ବେଡ୍‌ ନ ପାଇଁ ମୃତ୍ୟୁ ହେଉଥିବା ମଧ୍ୟ ଖବର…

ଆଜି ବିନା ଭକ୍ତରେ ଗଡ଼ିବ ରୁକୁଣା ରଥ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଏବର୍ଷ ଅଶୋକାଷ୍ଟମୀରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମାଉସୀ ମା’ ଘରକୁ ଗଡ଼ିବ। କୋଭିଡ୍‌ କଟକଣା ମଧ୍ୟରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ବିନା ଭକ୍ତରେ ମଙ୍ଗଳବାର ଅପରାହ୍ନ ସାଢ଼େ ୩ଟାରେ ରଥ ଟଣା ହେବ। ଏଥିପାଇଁ…

କଳାବଜାର ବିରୋଧରେ ୨୨ ସ୍କ୍ବାଡ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସାରା ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଭୟଙ୍କର ରୂପ ନେଇଛି। ଏପରି ଘଡିସନ୍ଧି ମୁହୂର୍ତ୍ତରେ କୋଭିଡ୍‌ ଔଷଧ ଓ ଚିକିତ୍ସା ଉପକରଣର ବେଆଇନ୍‌ ଗଚ୍ଛିତ ସହ କଳାବଜାର ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ରାଜ୍ୟ ପୋଲିସ।…

ବାହାଘର ୨୪ ଘଣ୍ଟା ପୂର୍ବରୁ ଦେବାକୁ ପଡିବ ଅତିଥିଙ୍କ ତାଲିକା

ଭୁବନେଶ୍ୱର,୧୯।୪: କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଆସନ୍ତା ୨୪ ତାରିଖରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଆସନ୍ତା ୨୧ ତାରିଖରୁ ବାହାଘର ଓ ଶୁଦ୍ଧିକ୍ରିୟା ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ ଗାଇଡ୍‌ଲାଇନ…

ପିପିଲିରେ ବିଜେଡି କରିବନି ନିର୍ବାଚନ ଶୋଭାଯାତ୍ରା

ଭୁବନେଶ୍ୱର,୧୯।୪: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ବିଜେଡି ଆଉ ପିପିଲିରେ ନିର୍ବାଚନ ସଭା କିମ୍ବା ଶୋଭାଯାତ୍ରା କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି…

କାହାକୁ ମିଳିବ ଶଟ୍‌ଡାଉନରେ ଅନୁମତି

ଭୁବନେଶ୍ୱର,୧୯।୪: ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷିତ ସପ୍ତାହନ୍ତା ଶଟ୍‌ଡାଉନରେ ଅତ୍ୟାବଶ୍ୟକ ସେବାକୁ କଟକଣା ମୁକ୍ତ କରାଯାଇଛି। ସ୍ବାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀ ଶଟ୍‌ଡାଉନ ସମୟରେ ଯିବା ଆସିବା କରିପାରିବେ। ସେହିପରି ପୋଲିସ ଅଗ୍ନିଶମ କର୍ମଚାରୀ, ଗଣମାଧ୍ୟମ କର୍ମଚାରୀ, ପୌର କର୍ମଚାରୀ, ଟେଲିକମ, ପେଟ୍ରୋଲ…

ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ ଶନିବାର…

ରାଜଧାନୀରୁ ୪୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ୍‌ ବଢ଼ାଉଛି ଚିନ୍ତା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ଚିନ୍ତା ବଢ଼ାଉଥିବା ବେଳେ ଭୁବନେଶ୍ୱରରେ ଏହା ବେକାବୁ ହେବାରେ ଲାଗିଲାଣି। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୪୬୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୮୬ ଲୋକାଲ କେସ ରହିଛନ୍ତି। ସହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?