ଆଜି ରାଜ୍ୟରୁ ୧୩୪ ପଜିଟିଭ୍ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ ଚିହ୍ନଟ…
ଆଜିଠୁ ପୁଣି ଟିକାକରଣ: କେନ୍ଦ୍ର ସଂଖ୍ୟା ବଢ଼ିଲା
ଭୁବନେଶ୍ୱର,୧୮।୧(ବ୍ୟୁରୋ): କରୋନା ମହାମାରୀକୁ ହରାଇବା ପାଇଁ ଓଡ଼ିଶାରେ ଶନିବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ରବିବାର ଟିକା ପ୍ରଦାନ ବନ୍ଦ ଥିବାବେଳେ ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ତେବେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଛି। ଏଣିକି ସମସ୍ତ…
ଜଙ୍ଗଲ ପରିଚାଳନାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଜଙ୍ଗଲ ପରିଚାଳନାରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟର ମାନ୍ୟତା ମିଳିଛି। ଆଇଏସ୍ଏଫ୍ଆର୍ ରିପୋର୍ଟ-୨୦୧୯ ଅନୁସାରେ ଟେକ୍ନୋଲୋଜି ପ୍ରୟୋଗ ମାଧ୍ୟମରେ ଜଙ୍ଗଲ ଓ ଜଙ୍ଗଲ ପରିଚାଳନାର ବିଭିନ୍ନ ପାରାମିଟରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ଭାବରେ ଆକଳନ କରାଯାଇଛି। ଏ ନେଇ…
ଏନ୍ଆଇପିଏମ୍ ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ରାଧାଶ୍ୟାମ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଧାଶ୍ୟାମ ମହାପାତ୍ର ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ପର୍ସୋନେଲ ମ୍ୟାନେଜମେଣ୍ଟ (ଏନ୍ଆଇପିଏମ୍) ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଭୁବନେଶ୍ୱରଠାରେ ଏନ୍ଆଇପିଏମ୍ ଉତ୍କଳ ଚାପ୍ଚରର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ମହାପାତ୍ର ସର୍ବସମ୍ମତିକ୍ରମେ ଚାପ୍ଚରର ଅଧ୍ୟକ୍ଷ ମନୋନୀତ…
କୋଇଲା ଡିପୋରେ ଏସ୍ଟିଏଫ୍ ଚଢ଼ାଉ: ୧୩ ଲକ୍ଷର ଲାମକୋକ୍ ସହ ୯ ଟ୍ରକ ଜବତ, ୧୧ ଗିରଫ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଚୌଦ୍ୱାର ଥାନା ଅଞ୍ଚଳରେ ଥିବା ବାବା ଧବଳେଶ୍ୱର କୋଇଲା ଡିପୋରେ ରବିବାର ଏସଟିଏଫ ଚଢ଼ାଉ କରି ଲାମକୋକ୍ ଚୋରା ଚାଲାଣରେ ସମ୍ପୃକ୍ତ ମାଷ୍ଟରମାଇଣ୍ଡ ଓ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଡିପୋରେ ଲୋଡିଂ କରୁଥିବା ଜେସିବି ସହ…
ଇଣ୍ଟେରିୟର ହୋମ୍ରେ ଲାଗିଛି ୫୦ ଲକ୍ଷ ଠକେଇ ଟଙ୍କା
ଭୁବନେଶ୍ୱର,୧୮।୧(ବ୍ୟୁରେ): କିଡ୍ନୀ ଦେବାକୁ କହି ଲୋକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ର଼୍ୟାକେଟ୍ର ମାଷ୍ଟରମାଇଣ୍ଡ୍ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦ ରିମାଣ୍ଡର ଦ୍ୱିତୀୟ ଦିନରେ ପୋଲିସକୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ହିମାଂଶୁ ଠକେଇ କରିଥିବା ଟଙ୍କାର ବଡ଼ଭାଗ ବିଭିନ୍ନ ବ୍ୟବସାୟରେ…
ଘନକୁହୁଡ଼ି: ଆଜି ୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ କିଛିଦିନ ଧରି ଉଭାନ ହୋଇଥିବା ଶୀତ ଲେଉଟିବା ପରେ ଥଣ୍ଡା ଅନୁଭୂତ ହେଉଛି। ଏଥିସହ ଭୋର୍ ସମୟରୁ ଘନକୁହୁଡ଼ି ମାଡ଼ି ଆସିବା ସହ ବହୁ ସମୟ ପର୍ଯ୍ୟନ୍ତ ଆଚ୍ଛାଦିତ ହୋଇରହୁଛି। ଏବେ ରାଜ୍ୟର ଅଧିକାଂଶ ଜିଲାରେ ଘନକୁହୁଡ଼ି ଦେଖିବାକୁ…
ଆଜି ରାଜଧାନୀରେ ୧୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୮
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରବିବାର ରାଜଧାନୀରେ ୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ…
ଆଜି ବି ରାଜ୍ୟରେ ୨୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଜଣଙ୍କର ଜୀବନ ଗଲା
ଭୁବନେଶ୍ୱର,୧୭।୧(ବ୍ୟୁରୋ): ରବିବାର ରାଜ୍ୟରେ ୧୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୩୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୬ ଜଣ ଚିହ୍ନଟ…
ରାଜଧାନୀର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କଲେ ୫-ଟି ସଚିବ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ରବିବାର ସକାଳୁ ରାଜଧାନୀର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ସେ ୟୁନିଟ୍ ୧, ୟୁନିଟ୍ ୬, କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍ ୯ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଆଇଆରସି ଭିଲେଜ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି।…
ହିମାଂଶୁଙ୍କ କିଡ୍ନୀ ଠକେଇ ର଼୍ୟାକେଟ: ସହଯୋଗ କରୁଥିଲେ ଦୁଇ ବନ୍ଧୁ, ବାଜ୍ୟାପ୍ତ ହେବ ସମ୍ପତ୍ତି
ଭୁବନେଶ୍ୱର,୧୭ା୧(ବ୍ୟୁରୋ): କିଡ୍ନୀ ନାଁରେ ବହୁ କୋଟି ଠକେଇ ର଼୍ୟାକେଟର ମାଷ୍ଟରମାଇଣ୍ଡ୍ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଶନିବାର ପ୍ରଥମ ଦିନରେ ନୟାପଲ୍ଲୀ ପୋଲିସ ତାଙ୍କୁ ଘଣ୍ଟା ଘଣ୍ଟା ଧରି ମାରାଥନ ଜେରା କରିଥିଲା।…
ଏପ୍ରିଲ ୧ ପର୍ଯ୍ୟନ୍ତ ଚାଲିବ ପାର୍ବଣ ଟ୍ରେନ
ଭୁବନେଶ୍ୱର, ୧୭ା୧(ବ୍ୟୁରୋ): ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ସେବା ଯୋଗାଉଥିବା ୨୧ ଯୋଡ଼ା ପାର୍ବଣ ସ୍ପେଶାଲ ଟ୍ରେନଗୁଡ଼ିକର ଚଳାଚଳ ଅବଧି ଏପ୍ରିଲ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭୁବନେଶ୍ୱରରୁ ପ୍ରତି ବୁଧବାର ଓ ରବିବାର ଏବଂ ଆନନ୍ଦ ବିହାରରୁ ପ୍ରତି ମଙ୍ଗଳବାର…
Archives


