ଆନ୍ଧ୍ର ପଥର ଖଣି ଦୁର୍ଘଟଣା: ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୮: ଆନ୍ଧ୍ର ପ୍ରଦେଶର ବପଟ୍ଲା ଜିଲା ଅନ୍ତର୍ଗତ ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗଞ୍ଜାମ ଜିଲାର ଦଣ୍ଡ ବଡ଼ତ୍ୟା, ବନମାଳ…
ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣରେ ରେଳ କର୍ମଚାରୀଙ୍କ ମୃତ୍ୟୁ, ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୮: ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣରେ ରବିବାର ରେଳ କର୍ମଚାରୀ ଜଟୁଆ ଓରାମଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିବା ସହ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ…
କେନ୍ଦୁଝରରେ ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ, ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୩ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି ଏହା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ଷ୍ଟେପ୍ ଆଗକୁ ବଢ଼ିଛି, କମ୍ପାନୀ ଟଙ୍କା…
OTET ପ୍ରଶ୍ନପତ୍ର ଲିକ୍ ମାମଲା: ବୋର୍ଡ ଉପସଭାପତି ଗିରଫ
ଭୁବନେଶ୍ୱର,୩।୮: OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। କାଲି ଅଫିସ୍କୁ ଡାକି ନିହାରଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଥିଲା। ଉପସଭାପତି ନିହାରଙ୍କ ଲାପଟପ୍କୁ OTET ପ୍ରଶ୍ନପତ୍ର ଆସିଲା କିପରି ତାହାକୁ ନେଇ ଖୋଳତାଡ…
ପ୍ଲାଷ୍ଟିକ୍ ବୋତଲରେ ପେଟ୍ରୋଲ, ଡିଜେଲ ବିକିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର,୩।୮(ସୁନିତ୍ ମିଶ୍ର): ପ୍ଲାଷ୍ଟିକ୍ ବୋତଲ ତଥା ନିଷିଦ୍ଧ କଣ୍ଟେନରରେ ପେଟ୍ରୋଲିୟମ ସାମଗ୍ରୀ ବିକ୍ରି, ଯୋଗାଣ, ସଂରକ୍ଷଣ ଓ ପରିବହନକୁ ରାଜ୍ୟ ସରକାର ନିଷିଦ୍ଧ କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ସଚିବ ସଞ୍ଜୟ କୁମାର ସିଂହ ରାଜ୍ୟର ସବୁ ଜିଲାପାଳଙ୍କୁ…
ଆଜିଠୁ ୭ ଯାଏ ବର୍ଷା ସହ ବଜ୍ରପାତ ଆଶଙ୍କା, ଏସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର,୨ା୮(ଅନୁରାଧା ମହାରଣା) – ରାଜ୍ୟରେ ବର୍ଷା ଧୀରେ ଧୀରେ କମିଥିବାବେଳେ ଏବେ ଅଧିକାଂଶ ଜିଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରବିବାର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାତ୍ର ୭ ତାରିଖ…
ବଡ଼ ବୟାନ ଦେଲେ ବଳଙ୍ଗା ପୀଡ଼ିତାଙ୍କ ବାପା, ସରକାରଙ୍କୁ ନେଇ କହିଦେଲେ…
ଭୁବନେଶ୍ୱର,୨।୮: ଦିଲ୍ଲୀ AIIMSରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ଯୋଜନା କରୁଥିବା ବେଳେ ପୀଡ଼ିତାଙ୍କ ବାପା ବଡ଼ ବୟାନ ଦେଇଛନ୍ତି। ସରକାର…
ବଳଙ୍ଗା ପୀଡିତାଙ୍କ ମୃତ୍ୟୁ: କଂଗ୍ରେସର କଡ଼ା ଚେତାବନୀ, ଓଡ଼ିଶାରେ ହେବ ସବୁଠୁ ବଡ଼ ଆନ୍ଦୋଳନ
ଭୁବନେଶ୍ୱର,୨।୮: ଦୀର୍ଘଦିନର ମୃତ୍ୟୁ ସହ ସଂଘର୍ଷ ପରେ ଆଖି ବୁଜିଛନ୍ତି ବଳଙ୍ଗା ପୀଡିତା। ପୀଡିତାଙ୍କ ମୃତ୍ୟୁ ଘଟଣାରେ ବର୍ତ୍ତମାନ ରାଜନୀତି ଉଷ୍ମ ହେବାରେ ଲାଗିଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଥିବାବେଳେ ବଳଙ୍ଗା ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସର ବିଫଳତାକୁ…
ଓଡ଼ିଶା ପୋଲିସ କଲା ବଡ଼ ଘୋଷଣା, ବଳଙ୍ଗା ପୀଡିତା ଦେହରେ…
ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ…
ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!
ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ…
ପରପାରିରେ ସିଦ୍ଧାନ୍ତ ମହାପାତ୍ରଙ୍କ ମା’: ଦୁଃଖରେ ଭାଙ୍ଗିପଡ଼ିଲେ…
ଭୁବନେଶ୍ୱର,୮।୨: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି ।…
ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆଉଥିଲା ଗଞ୍ଜେଇ, ପରେ…
ଭୁବନେଶ୍ୱର,୨।୮: ଭୁବନେଶ୍ବର ବିମାନ ବନ୍ଦରରୁ ଶନିବାର ୮ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆସୁଥିବା ବେଳେ DRI ଧରିଥିବା ସୂଚନା ମିଳିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ ବୋଲି କୁହାଯାଉଛି।…
Archives


