ମେଟ୍ରୋ

ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୩୦,୪୩୭ଖଣ୍ଡ ଭୋଟ ପାଇଥିବାବେଳେ କଂଗ୍ରେସର ପ୍ରଦୀପ କୁମାର ସାହୁ ୨୧,୩୧୩ ଖଣ୍ଡ ଭୋଟ...

ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍‌ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ ପଛରେ ପକାଇ ବିଜେଡି ଆଗରେ ରହିଛି। ଟ୍ରେଣ୍ଡରୁ ଯାହା ଜଣାପଡୁଛି, ୫ମ...

ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଭାଜପା ପ୍ରାର୍ଥୀଙ୍କଠାରୁ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ଜ୍ୟୋତିନ୍ଦ୍ରନାଥ ମିତ୍ର ୩୦,୯୭୧ ଖଣ୍ଡ...

କାକଟପୁରରେ ବିଜେଡି ଆଗୁଆ

କାକଟପୁର, ୨୩।୫(ଡି.ଏନ୍‌.ଏ.)-ଜଗତସିଂପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାକଟପୁର ବିଧାନସଭାରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ୯୦୫୫ ଭୋଟ ପାଇ ଆଗୁଆ ଅଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣ ଦାସ ୪୯୬୮ ଏବଂ ଭାଜପା...

ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ ବିଧାନସଭା ଏବଂ ଲୋକ ସଭାରେ ବିଜେଡି ବିରୋଧୀ ଭାଜପା ଏବଂ କଂଗ୍ରେସଠାରୁ ଢେର୍‌...

ଓଡ଼ିଶା ବିଧାନସଭା ଟ୍ରେଣ୍ଡ୍‌: ବିଜେଡି ୭୫, ଭାଜପା ୨୩, କଂଗ୍ରେସ ୯ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ୧୪୬ଟି ବିଧାନସଭା ଆସନ ମଧ୍ୟରୁ ୧୦୮ଟି ଫଳାଫଳ ସାମ୍ନାକୁ ଆସୁଛି। ଏହି ସବୁ ଆସନରେ ଏବେବି ଗଣତି ଚାଲିଥିବା ବେଳେ ୭୫ଟି ଆସନରେ ବିଜେଡି ଆଗରେ ରହିଥିବାବେଳେ ଭାଜପା ୨୩ଟି, କଂଗ୍ରେସ ୯ଟି ଏବଂ...

ପୁରୀ ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପିନାକୀ ମିଶ୍ର ୨୩୮୯ ଭାଜପାର ସମ୍ବିତ ପାତ୍ର ୧୯୯୫, କଂଗ୍ରେସର...

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ପ୍ରଶାନ୍ତ ୨୬୫୨,ଭାଜପାର ପୃଥ୍ବୀରାଜ ହରିଚନ୍ଦନ ୨୨୫୩,...

ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ...

ପୁରୀ ଭୋଟ ଗଣତିରେ ବିଳମ୍ବ

ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ...

୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ ଆଗୁଆ ରହିଥିବା ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜ୍ୟୋତିରିନ୍ଦ୍ର ନାଥ...

ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି. ଗୁରୁକୁଳର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି ଗୁରୁକୁଳର ଓଡ଼ିଆ ମାଧ୍ୟମ ଛାତ୍ରୀଛାତ୍ର ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ଏହି ଧାରା ବିଗତ ୯ବର୍ଷ ଧରି ଅପ୍ରତିହତ ରହିଛି। ସ୍କୁଲର ଏହି ସଫଳତାରେ ଖୁସି ପ୍ରକାଶ କରି ଏହାର...

ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି ଭୋଟର ନେଇସାରିଛନ୍ତି। ତେଣୁ କେଉଁ ହେଭିୱେଟ୍‌ ସଫଳ ହେଉଛନ୍ତି, କିଏ ପଛରେ...

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ର କିଡ୍‌ସ ସୁପର ମଡେଲ ଖୋଜା ଅଭିଯାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓ୍ବିମେନ୍ସ ଡେ’ ସେଲିବ୍ରେଶନ ପରେ କୁନି କୁନି ପିଲାଙ୍କ ପାଇଁ ଏକ ନୂଆ କ୍ୟାମ୍ପେନ୍‌ ଆରମ୍ଭ କରିଛି ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌। ପିଲାଙ୍କ ଲାଗି ଉଦ୍ଦିଷ୍ଟ ପୋଷାକ ବ୍ରାଣ୍ଡ୍‌ର ପ୍ରମୋଟ କରିବା ସହ ସୁପର ମଡେଲ ହେବା...

‘ଗେଲ୍‌ ଉତ୍କର୍ଷ’କୁ ଶତପ୍ରତିଶତ ସଫଳତା : ଜେଇଇ ମେନ୍‌ରେ ସଫଳ ହେଲେ ସମସ୍ତ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଗେଲ୍‌ ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ଏହାର ଫ୍ଲାଗ୍‌ସିପ୍‌ କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସିବିଲିଟି(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାନପୁର ସେଣ୍ଟରଠାରେ ଜେଇଇ ମେନ୍‌ ୨୦୧୯ ପରୀକ୍ଷା ପାଇଁ କୋଚିଂ ନେଉଥିବା ସମସ୍ତ ଛାତ୍ରୀଛାତ୍ର ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଆର୍ଥିକ ସ୍ତରରେ...

ଅଙ୍ଗାରରେ ଚିତ୍ର ଆଙ୍କୁଥିବା ଚିତ୍ରଶିଳ୍ପୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ପ୍ରକୃତିର ବାସ୍ତବତାକୁ କାନ୍‌ଭାସରେ ରୂପ ଦେଇ ମନର ଭାବାବେଗ ଓ ସୃଜନଶୀଳତାକୁ ଜୀବନ୍ତ ପ୍ରତିଛବିର ରୂପ ଦେଇଥାଆନ୍ତି ଯୁବ ଚିତ୍ରଶିଳ୍ପୀ ଶୁଭମୟ ବିଶ୍ୱାଳ। କେତେବେଳେ ରଙ୍ଗ ସହିତ କାନ୍‌ଭାସ ତ ପୁଣି କେତେବେଳେ କାନ୍‌ଭାସ ସହିତ ଅଙ୍ଗାରରେ...

ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୩।୫(ବ୍ୟୁରୋ)- ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୮ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି ରହିବ। ଆସନ୍ତା...

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ...