ମେଟ୍ରୋ

ଆଜି ରାଜଧାନୀରୁ ୪୫୧ ପଜିଟିଭ୍‌ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୧୭ ଜଣ…

ଖୋଲା ବଜାରରେ କରୋନା ଟିକା ମିଳୁ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଖୋଲା ବଜାରରେ କରୋନା ଟିକା ମିଳୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋଲା ବଜାରରେ ଟିକା ମିଳିଲେ ସାଧାରଣ ବର୍ଗର ଲୋକେ ଏହାକୁ କିଣିବା ପାଇଁ ସମର୍ଥ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…

ଚେତାଇଲେ ପୋଲିସ କମିଶନର: କାମ ନ ଥାଇ କର୍ଫ୍ୟୁ ବେଳେ ଘରୁ ବାହାରିଲେ…

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପଶ୍ଚିମ ଓଡ଼ିଶାର ୧୦ ଜିଲା ସମେତ ଅନ୍ୟ ୨୦ ଜିଲାର ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଜାରି କରିଛନ୍ତି। ଶନିବାର ରାତି ୯ଟାରୁ…

ଅମାନିଆଙ୍କ ଠାରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ତଥାପି ମାନୁ ନାହାନ୍ତି

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପେଶାଲ ଡ୍ରାଇଭ କରିବା ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲା। ଯାହାକୁ କଡ଼ାକଡ଼ି…

ହାଇଦରଙ୍କୁ କରୋନା: ସୁସ୍ଥ ହେଲେ ପୁଣି ଯିବେ ରିମାଣ୍ଡରେ !

ଭୁବନେଶ୍ୱର, ୧୭।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦର ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ସୁସ୍ଥ ହେବା ପରେ ତାଙ୍କୁ ରିମାଣ୍ଡରେ ନେବା ପାଇଁ ଆବେଦନ କରାଯିବ ବୋଲି କଟକ ଡିସିପି କହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ହାଇଦର ଚୌଦ୍ୱାର ଜେଲ ଆଇସୋଲେଶନ…

କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଆରମ୍ଭ ହୋଇଛି। ତେବେ ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ରାତି ୯ରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି କରାଯାଇଛି।…

ସ୍ତ୍ରୀଙ୍କୁ ନେବାକୁ ଆସି ମାଡ଼ ଖାଇଲେ ସ୍ବାମୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସ୍ତ୍ରୀଙ୍କୁ ନେବାକୁ ଆସି ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ସ୍ବାମୀ। ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ତ୍ରୀ ମାଡ଼ ମାରି ଲହୁଲୁହାଣ କରିବା ପରେ ଶୁକ୍ରବାର ସ୍ବାମୀ ମଞ୍ଚେଶ୍ୱର ଥାନାର ଦ୍ୱାରସ୍ଥ ହୋଇଥିଲେ। ହେଲେ ପୋଲିସ ସହଯୋଗ ନ ମିଳିବାରୁ…

ପୋଲିସ ଛାଇରେ, ଆନ୍ଦୋଳନକାରୀ ଖରାରେ

ଭୁବନେଶ୍ୱର, ୧୭।୪ (ବ୍ୟୁରୋ): ବିଭିନ୍ନ ଦାବିନେଇ ଓଡିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଇଡ୍‌କୋ ଟାଓ୍ବାରସ୍ଥିତ ଟିପିସିଓଡିଏଲ୍‌ ଅଫିସ୍‌ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ଶୁକ୍ରବାର ସକାଳ ପ୍ରାୟ ସାଢ଼େ ୧୦ଟାରେ ସେମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ…

ପୁଣି ଗଡ଼ିବ ପିଙ୍କ୍‌ ଅଟୋ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜଧାନୀରେ ଲୁଟେରାଙ୍କ ଆତଙ୍କ ବଢ଼ିଯାଇଥିବାବେଳେ ମହିଳାଙ୍କ ସୁରକ୍ଷା ପାଇଁ ବନ୍ଦ ହୋଇଯାଇଥିବା ପିଙ୍କ୍‌ ଅଟୋ ସେବା ପୁଣି ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ଏବଂ କଟକରେ ଆରମ୍ଭ ହୋଇଥିବା ଏହି ସେବା ପୁନଃ କାର୍ଯ୍ୟକାରୀ କରିବାକୁ ଯୋଜନା କରାଯାଉଛି। ଏଥିପାଇଁ…

୨ କୋଟିର ଫେରୋକ୍ରୋମ ଜବତ, ୬ ଗିରଫ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଓଡ଼ିଶାରୁ କୋଟି କୋଟି ଟଙ୍କାର ଫେରୋକ୍ରୋମ ଚୋରି କରାଯାଇ ବାହାର ରାଜ୍ୟକୁ ଚାଲାଣ ହେଉଛି। ଏଥିରେ ସମ୍ପୃକ୍ତ ଏକ ଆନ୍ତଃରାଜ୍ୟ ର଼୍ୟାକେଟକୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଧରିଛି। କଟକର ଟାଙ୍ଗୀ, ମଙ୍ଗୁଳି ସମେତ ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣର…

୧୦ ଲକ୍ଷ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗତ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ…

ରାଜସ୍ବ ଆଦାୟ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ରାଜ୍ୟରେ ରାଜସ୍ବ ସଂଗ୍ରହରେ ବୃଦ୍ଧି ଘଟିଛି। ୨୦୨୦-୨୧ ଆର୍ଥିକ ବର୍ଷରେ ୨୦୧୯-୨୦ ତୁଳନାରେ ୨୦ ପ୍ରତିଶତ ରାଜସ୍ବ ବୃଦ୍ଧି ପାଇଛି। ୨୦୨୦-୨୧ରେ ରାଜସ୍ବ ଆଦାୟ ୫୬,୩୬୩ କୋଟି ଟଙ୍କା ହୋଇଛି। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?