ମେଟ୍ରୋ

୭ ଜିଲାରେ ଘନକୁହୁଡ଼ି: ୧୫ ଡିଗ୍ରୀ ତଳେ ୧୪ ସହର

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରାଜ୍ୟରେ ସାମାନ୍ୟ ଶୀତ ବଢିଛି। ୧୪ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ସେଲସିୟସ ଥିବା ବେଳେ ଝାରସୁଗୁଡା ୭.୬,…

ତଥ୍ୟ ଦେଉନାହାନ୍ତି କେନ୍ଦ୍ରୀୟ ସଂସ୍ଥା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ମହାନଦୀ ଜଳ ବିବାଦ ମାମଲା ଘୁଞ୍ଚି ଘୁଞ୍ଚି ଯାଉଛି। କେନ୍ଦ୍ରୀୟ ସଂସ୍ଥା ଉଭୟ ଓଡ଼ିଶା କିମ୍ବା ଛତିଶଗଡ଼କୁ ତଥ୍ୟ ଦେଉନାହାନ୍ତି। ମିଳିଥିବା ସୂଚନା ଅନୁଯାୟୀ ଏହି ବିବାଦକୁ ନେଇ କେନ୍ଦ୍ରୀୟ ସଂସ୍ଥା ଅକ୍ଷମତା ପ୍ରକାଶ କରୁଛନ୍ତି। ମହାନଦୀ ବିବାଦର ସମାଧାନ…

ପ୍ରଥମ ଦିନରେ ୭୯ ପ୍ରତିଶତ ନେଲେ ଟିକା

ଭୁବନେଶ୍ୱର,୧୬।୧: ରାଜ୍ୟରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଯାଇଛି। ୧୬୧ଟି ଟିକାଦାନ କେନ୍ଦ୍ରରେ ପ୍ରଥମ ପର୍ଯ୍ୟାୟରେ ୧୬୩୩୦ ଜଣ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ଟିକା ଦେବାର ଲକ୍ଷ୍ୟ ରଖାଯାଇଥିବା ବେଳେ ୧୨୯୪୧ଜଣ ଅର୍ଥାତ ୭୯ ପ୍ରତିଶତ ଟିକା ନେଇଛନ୍ତି। ପୂର୍ବାହ୍ନ…

ଆଜି ରାଜଧାନୀରେ ଏକ ଅଙ୍କକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ…

‘ୟଙ୍ଗ୍‌ ଜିନିୟସ୍‌’ରେ ନଜରକୁ ଆସିବେ ମେଘାଲି

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଗୁଗଲ୍‌ ଗର୍ଲ ଅଫ୍‌ ଇଣ୍ଡିଆ’ ଭାବେ ପରିଚିତ ଭୁବନେଶ୍ୱରର ମେଘାଲି ମାଳବିକା ଓଡ଼ିଶା ପାଇଁ ପୁଣି ଏକ ଗୌରବ ଆଣିଛନ୍ତି। ଦେଶର ବିସ୍ମୟକର ପ୍ରତିଭାଙ୍କୁ ଗୋଟିଏ ପ୍ଲାଟ୍‌ଫର୍ମକୁ ଆଣୁଥିବା ‘ୟଙ୍ଗ୍‌ ଜିନିୟସ୍‌’ କାର୍ଯ୍ୟକ୍ରମରେ ସ୍ଥାନ ପାଇବାକୁ ଯାଉଛନ୍ତି ମେଘାଲି।…

ଅଭିନେତ୍ରୀ ଶୁଭ୍ରା କୁଣ୍ଡୁ ଗିରଫ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଛି। ତାଙ୍କ ନାମରେ ୧୭ ହଜାର ୫୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଥିବାବେଳେ ଶନିବାର…

ଝାରପଡ଼ା ଜେଲରେ କଏଦୀ ମୃତ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶନିବାର ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ନୟାଗଡ଼ ଜିଲାର ରବି ଦୁଲ୍ଲା। ରବି ୨୦୦୮ ମସିହାରୁ ଗିରଫ ହୋଇ ଝାରପଡ଼ା ଜେଲରେ ରହିଥିଲା। ନୟାଗଡ଼ ଥାନା ପୋଡି ଘଟଣାର ସେ…

ରାଜ୍ୟରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଶନିବାରବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ…

ଟିକା ନେଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧(ବ୍ୟୁରୋ) : ଆଜି ପ୍ରଥମ ଟିକା ନେଇଥିବା ସଫେଇ କର୍ମଚାରୀ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ସେମାନଙ୍କ ସହ କଥା ହେବା ସହ ଶୁଭେଚ୍ଛା ଜଣାଇଛନ୍ତି। ଟିକା ନେଇଥିବାରୁ ତାଙ୍କୁ ଉତ୍ସାହିତ କରିଥିଲେ ଏବଂ ଟିକାକରଣ…

ବିପଜ୍ଜନକ ହେଉଛି ଇ-ବର୍ଜ୍ୟବସ୍ତୁ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଇ(ଇଲେକ୍ଟ୍ରୋନିକ)-ବର୍ଜ୍ୟବସ୍ତୁ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଦିନକୁ ଦିନ ଇଲେକ୍ଟ୍ରୋନିକ ସାମଗ୍ରୀର ବହୁଳ ବ୍ୟବହାର ହେଉଥିବାରୁ ଏହାର ବର୍ଜ୍ୟବସ୍ତୁ ବଢ଼ିବାରେ ଲାଗିଛି। ତେବେ ଏହି ବର୍ଜ୍ୟବସ୍ତୁ ସଂଗ୍ରହ ଓ ପୁନଃ ପ୍ରକ୍ରିୟାକରଣ ହେଉ ନ ଥିବାରୁ ଦିନକୁ ଦିନ ଇ-ବର୍ଜ୍ୟବସ୍ତୁର ବୋଝ…

ଦିଲ୍ଲୀ ଗଲେ ୫୦୦ ଚାଷୀ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ନୂତକ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦିଲ୍ଲୀରେ ଚାଷୀ ଆନ୍ଦୋଳନ ଚାଲିଛି। ଏହାକୁ ସମର୍ଥନ ଜଣାଇ ଶୁକ୍ରବାର ଓଡ଼ିଶାରୁ ପାଖାପାଖି ୫୦୦ ଚାଷୀ ବସ୍‌ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ଚାଲିଥିବା…

ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍‌ଏ) ପକ୍ଷରୁ ଆୟୋଜିତ ୱେବିନାରରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ‘ଇସ୍ପାତ ନିର୍ମାଣ ଏବଂ ଭିତ୍ତିଭୂମି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri