ମେଟ୍ରୋ

ସତ୍ୟନଗର ଶ୍ମଶାନ ବିଦ୍ୟୁତ୍‌ ଚୁଲା ଅଚଳ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସତ୍ୟନଗର ଶ୍ମଶାନର ବିଦ୍ୟୁତ ଚୁଲା ମଙ୍ଗଳବାରଠାରୁ ଅଚଳ ହୋଇପଡିଛି। ଫଳରେ ଶୀଘ୍ର ଓ ସ୍ବଳ୍ପ ମୂଲ୍ୟରେ ମୃତଦେହ ପୋଡିବା ବ୍ୟବସ୍ଥାରେ ବ୍ୟାଘାତ ସୃଷ୍ଟି ହୋଇଛି। ୩ଦିନ ହେବ କୋଲକାତା ମିସ୍ତ୍ରିଙ୍କୁ ଅପେକ୍ଷା କରି ବସିଛି ବିଏମ୍‌ସି ବିଦ୍ୟୁତ୍‌ ବିଭାଗ। ଏହି…

୧୦ ଦିନ ଲାଗି ୨୫ ଲକ୍ଷ ଟିକା ପଠାଅ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସ୍ବଳ୍ପ ପରିମାଣ ଏବଂ ଅନିୟମିତ ଟିକା ଯୋଗାଣ ଯୋଗୁ ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ପ୍ରଭାବିତ ହେଉଛି। ସମସ୍ୟାର ତ୍ୱରିତ ସମାଧାନ ପାଇଁ ୧୦ଦିନ ଲାଗି ପ୍ରାୟ ୨୫ ଲକ୍ଷ କୋଭାଶିଲ୍ଡ ଡୋଜ୍‌ ଜରୁରିକାଳୀନ ଭିତ୍ତିରେ ଯୋଗାଇଦେବାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ…

କୋଭିଡ୍‌ ଦାୟିତ୍ୱରେ ୨୧ ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଓଡ଼ିଶା ସରକାର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଜିଲାସ୍ତରରେ କୋଭିଡ୍‌ ପରିଚାଳନା ଦାୟିତ୍ୱ ଗୁରୁବାର ପ୍ରଦାନ କରିଛନ୍ତି। ୨୧ ଜଣ ଆଇଏଏସ୍‌ ଅଫିସର କୋଭିଡ୍‌ ପର୍ଯ୍ୟବେକ୍ଷକ ଭାବେ ଜିଲାସ୍ତରରେ କାମ କରିବେ। ଉକ୍ତ ଅଧିକାରୀମାନଙ୍କ ଭିତରୁ ଭୁବନେଶ୍ୱର…

ତେଲଙ୍ଗାନାରେ ଲୁଚିଥିଲା ଗ୍ୟାଙ୍ଗଷ୍ଟର ହାଇଦର

କଟକ,୧୫।୪: କଟକ ବଡ଼ ମେଡିକାଲ(ଏସ୍‌ସିବି)ରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ୫ ଦିନ ପରେ କମିଶନରେଟ ପୋଲିସ ଧରିବାରେ ସଫଳ ହୋଇଛି। ତେଲଙ୍ଗାନାର ସଙ୍ଗାରେଡି ଜିଲାରୁ ହାଇଦରଙ୍କୁ ପୋଲିସ ଗିରଫ କରିଛି। କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତେଲେଙ୍ଗାନା ପୋଲିସ ସହାୟତାରେ…

କାଳବୈଶାଖୀ ଭୟ: ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଏହି…

ଅନ୍ୟ ରାଜ୍ୟକୁ ବସ୍‌ ସେବା ବନ୍ଦ: ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟବ୍ୟାପୀ ନାଇଟକର୍ଫ୍ୟୁ ଜାରି କରିଛନ୍ତି। ପଶ୍ଚିମଓଡ଼ିଶାର ୧୦ଟି ଜିଲାରେ ନାଇଟକର୍ଫ୍ୟୁ ସମେତ ସାପ୍ତାହାନ୍ତ ସଟ୍‌ଡାଉନ ଏବଂ ଅନ୍ୟ ୨୦ଟି…

ସାରା ରାଜ୍ୟରେ ନାଇଟ୍‌ କର୍ଫ୍ୟୁ, ୧୦ ଜିଲାରେ ସପ୍ତାହାନ୍ତ ସଟ୍‌ଡାଉନ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ସାରା ରାଜ୍ୟର ସହରାଞ୍ଚଳରେ ଶନିବାରଠାରୁ ନାଇଟ୍‌…

ରାଜଧାନୀରେ କରୋନା ସଂକ୍ରମଣ ଉପରମୁହାଁ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଗ୍ରାଫ୍‌ ଦିନକୁ ଦିନ ବଢି ଚାଳିଛି। ଭୁବନେଶ୍ୱରରୁ ଗୋଟିଏ ଦିନରେ ୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୦୯ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୭୦ ସଂକ୍ରମିତ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

କରୋନା ମୁକାବିଲା: ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ଜିଲା…

ଦଶମ, +୨ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ-୧୯ ପରିସ୍ଥିତି ନିୟନ୍ତ୍ରଣକୁ…

ଆଜି ମାଟ୍ରିକ ପରୀକ୍ଷା ନେଇ ମୁଖ୍ୟମନ୍ତ୍ରୀ କରିବେ ଗୁରୁତ୍ୱପୂର୍ଣ୍ଣ ଘୋଷଣା, କରୋନାକୁ ନେଇ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସିବିଆଇ ଦଶମ ପରୀକ୍ଷା ବାତିଲ ହେବା ପରେ ଏବେ ମାଟ୍ରିକ ଉପରେ ନଜର ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ୁଥିବାରୁ ଏନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ଏହି ପରିପ୍ରେକ୍ଷୀରେ ଗୁରୁବାର ଅପରାହ୍ନରେ ମାଟ୍ରିକ ପରୀକ୍ଷା ନେଇ…

ଜୁନ୍‌ ୧୭ରୁ ଓଜେଇଇ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଚଳିତ ବର୍ଷ ଜୁନ ୧୭ରୁ ୨୪ ମଧ୍ୟରେ ଓଜେଇଇ ଅନୁଷ୍ଠିତ ହେବ। ତେବେ କମ୍ପ୍ୟୁଟର ବେସ୍ଡ ପରୀକ୍ଷା ନେଇ ଓଜେଇଇ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏଥିନିମନ୍ତେ ଆଗ୍ରହୀ ପରୀକ୍ଷାର୍ଥୀ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। www.ojee.nic.inରେ ଆବେଦନ କରିହେବ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?