ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଉପରେ ପାରଦ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ହଠାତ ଶୀତ ଗାଏବ ହୋଇଯାଇଛି। ଆଉ ଶୀତ ବସ୍ତ୍ରର ଆବଶ୍ୟକତା ପଡୁନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରୁ ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀକୁ ଛୁଇଁଲାଣି। ପାରଦ ସ୍ବାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ…
ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ସମ୍ଭାଳିଲେ ଓଡ଼ିଆ ପୁଅ
ଭୁବନେଶ୍ୱର୍,୧୧।୧(ବ୍ୟୁରୋ): ୧୯୯୨ ବ୍ୟାଚର ଆଇଏଏସ୍ ଅଧିକାରୀ ସୁବ୍ରତ ସାହୁ ଅତିରିକ୍ତ ଭାବେ ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଅଛନ୍ତି। ତେଣୁ ତାଙ୍କ ସ୍ଥାନରେ ସୁବ୍ରତଙ୍କୁ ନିଯୁକ୍ତି ନେଇ…
ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍ ୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକାକରଣ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ଟିକାକରଣର ପ୍ରଥମ ପର୍ଯ୍ୟାୟରେ କେବଳ ସ୍ବ୍ୟାସ୍ଥ୍ୟ କର୍ମୀଙ୍କୁ ଟିକା ପ୍ରଦାନ କରାଯିବ ବୋଲି ଏସ୍ସିବି ମେଡିସିନ ବିଭାଗ ମୁଖ୍ୟ ଡାକ୍ତର ଜୟନ୍ତ ପଣ୍ଡା ପ୍ରକାଶ କରିଛନ୍ତି। କରୋନା…
ପୁରୀ ହାଜତ ମୃତ୍ୟୁ ମାମଲା: ସତ୍ୟ ପାଠ ଦାଖଲ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୁରୀ ହାଜତ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଛନ୍ତି। ସରକାର ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ଅସ୍ବୀକାର କରିଛନ୍ତି। ଏହା ସହ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମଧ୍ୟ କୋର୍ଟରେ ଦାଖଲ କରାଯାଇଛି। ତେବେ ଏହି ମାମଲାର ଷ୍ଟାଟସ୍…
ଆଜି ରାଜ୍ୟରୁ ୨୪୪ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୪୨ ଜଣ ଚିହ୍ନଟ…
ସ୍କୁଲ ପଡ଼ିଆରେ ବିଡିଏର ନିର୍ମାଣକୁ ବିରୋଧ
ଭୁବନେଶ୍ୱର, ୧୧।୧(ବ୍ୟୁରୋ): ୟୁନିଟ୍-୬ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିଜ କବ୍ଜାରେ ରଖି ବେଆଇନ ନିର୍ମାଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ପୁରାତନ ଛାତ୍ର ସଂଘ। ଯଦି ବିଡିଏ କର୍ତ୍ତୃପକ୍ଷ ଏଥିରୁ…
ବିଏମ୍ସିକୁ ଓଡିଏଫ୍ ପ୍ଲସ୍ପ୍ଲସ୍ ମାନ୍ୟତା
ଭୁବନେଶ୍ୱର,୧୧।୧(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)କୁ ଓଡିଏଫ୍ ପ୍ଲସ୍ପ୍ଲସ୍ ମାନ୍ୟତା ମିଳିଛି। ସ୍ବଚ୍ଛ ଭାରତ ମିଶନର ଏକ ପ୍ରମୁଖ ସୂଚକାଙ୍କ ହେଉଛି ଓଡିଏଫ୍ପ୍ଲସ୍ ପ୍ଲସ୍ ମାନ୍ୟତା। ୨୦୨୦ ଡିସେମ୍ବର ୧୦ ଓ ୧୧ ତାରିଖରେ କ୍ୟୁସିଆଇ ସଂସ୍ଥା ଦ୍ୱାରା ଭୁବନେଶ୍ୱରର ସ୍ଥିତିକୁ…
ସର୍ବସାଧାରଣରେ ଧୂମପାନ ନିଷେଧ ଦିଶାହୀନ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ତମାଖୁ ସେବନ କ୍ୟାନ୍ସରର କାରଣ। ସିଗାରେଟ ଓ ଅନ୍ୟ ତମାଖୁ ବ୍ୟବହାରକାରୀଙ୍କ ପାଇଁ ଏପରି ସତର୍କତା ସତ୍ତ୍ୱେ ଲୋକେ ଏହାଠାରୁ ଦୂରେଇ ଯାଇପାରୁନାହାନ୍ତି। ନିଜେ ବିପଦକୁ ଆମନ୍ତ୍ରଣ କରିବା ସହ ସର୍ବସାଧାରଣ ସ୍ଥାନରେ ଧୂମପାନ କରି ସିଗାରେଟ ଆଣ୍ଡ୍ ଅଦର…
୧୬୦ ସ୍ଥାନରେ ହେବ କୋଭିଡ୍ ଟିକାକରଣ
ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍ ଟିକାକରଣ ହେବ। ଏଥିପାଇଁ ସେସନ୍ ସାଇଟ୍ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ଏ…
ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଏହି ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ୟୁଜି…
ଆଜି ରାଜ୍ୟରୁ ୨୬୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୦।୧(ବ୍ୟୁରୋ): ରବିବାର ରାଜ୍ୟରେ ୨୬୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୮୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୫୧ ଜଣ ଚିହ୍ନଟ…
Archives


