କେନ୍ଦୁପତ୍ର ବୋନସ ଘୋଷଣାକୁ ଲଲିପପ୍ କହିଲା ଭାଜପା
ଭୁବନେଶ୍ୱର,୧୩ା୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଶ୍ରମିକଙ୍କୁ ରାଜ୍ୟ ସରକାର ଏକ ‘ଲଲିପପ୍’ ଧରାଇ ଦେଇଥିବା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଅଭିଯୋଗ କରିଛନ୍ତି। ସରକାରଙ୍କ ବୋନସ ଘୋଷଣାକୁ ନେଇ ପ୍ରଦୀପ କହିଛନ୍ତି, କେନ୍ଦୁପତ୍ର ତୋଳାଳି, ଗଛ କଟାଳି, ବନ୍ଧେଇ ଶ୍ରମିକ, ସିଜିନାଲ କର୍ମଚାରୀଙ୍କ…
ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାଗା ମିଶନ ଓ ପାଇପ୍ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର ମିଳିଛି। ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡ଼ିିଶା ସ୍ଥାନ ପାଇଛି। ଏଥିଲାଗି ଭିଡିଓ କନ୍ଫରେନ୍ସ ମାଧ୍ୟମରେ କେନ୍ଦ୍ର…
ବିଶ୍ୱସ୍ତରୀୟ ହେବ: ଚନ୍ଦ୍ରଭାଗା, ତଳସାରୀ ବେଳାଭୂମି
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବେଳାଭୂମି ଯୋଜନା ପ୍ରସ୍ତୁତ କରିଛନ୍ତି। ପୁରୀ କୋଣାର୍କ ମେରାଇନ ଡ୍ରାଇଭ୍ ଚନ୍ଦ୍ରଭାଗା ଓ ବାଲେଶ୍ୱରର ତଳସାରୀ- ଉଦୟପୁର…
ମାଟ୍ରିକ୍ ପରୀକ୍ଷା ଫି’ ଛାଡ୍
ଭୁବନେଶ୍ବର,୧୨।୧: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ…
ବିବାହ ଉତ୍ସବରେ ପ୍ରସେଶନକୁ ମିଳିଲା ଅନୁମତି, ସର୍ତ୍ତ ଲାଗୁ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବିବାହ ଉତ୍ସବ ପାଇଁ ବରଯାତ୍ରୀଙ୍କ ପ୍ରସେଶନ ନିମନ୍ତେ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଏଣିକି ବର ଯିବାବେଳେ ବାଜା-ବାଣ ଓ ରୋଷଣୀ କରି ବରଯାତ୍ରୀମାନେ ଯାଇପାରିବେ। ତେବେ ଏହି ଲୋକଙ୍କ ସଂଖ୍ୟା ସର୍ବାଧିକ ୨୦୦…
ଖୁସି ଖବର: ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା। ସ୍ପାଇସ ଜେଟ ବିମାନ ଯୋଗେ ମଙ୍ଗଳବାର ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ କରୋନା ଟିକା ଆସି ପହଞ୍ଚିଛି । ପୁନେସ୍ଥିତ ସେରମ ଇନଷ୍ଟିଚ୍ୟୁଟ୍ କୋଭିସିଲ୍ଡ ଟିକା ଭୁବନେଶ୍ବରରେ ପହଞ୍ଚିଛି । କଡା ସୁରକ୍ଷା…
ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…
ଆଜି ଓଡ଼ିଶାରେ ପହଞ୍ଚିବ କରୋନା ଟିକା
ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନାକୁ ମାତ ଦେବାକୁ ଆସୁଥିବା ଟିକା କୋଭିଶିଲ୍ଡର ବିତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଅନୁମତି ମିଳିବା ପରେ ମଙ୍ଗଳବାର ଏହା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ପହଞ୍ଚିବ। ପୁଣେରୁ ଭୁବନେଶ୍ୱରକୁ ସ୍ବତନ୍ତ୍ର ସ୍ପାଇସ ଜେଟ୍ ବିମାନରେ ଏହି…
କାର୍ଯ୍ୟରେ ଯୋଗଦେଲେ ଅସିତ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଏବଂ ପଶ୍ଚିମ ଓଡିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି। ସେ ରାଜୀବ ଭବନଠାରେ ଡବ୍ଲ୍ୟୁଓଡିସି କାର୍ଯ୍ୟର ସମୀକ୍ଷା କରି କହିଛନ୍ତି,…
ଖୋଲିଲା ଉଚ୍ଚ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାର ଖୋଲିଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷବର୍ଷ ପାଠପଢ଼ା ହେବ। ପ୍ରଥମ ପର୍ଯ୍ୟାୟରେ ୟୁଜି ଓ ପିଜି ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ହେବ। ଦୀର୍ଘ ୯ମାସ ପରେ…
ଟିକା ସମ୍ପୂର୍ଣ୍ଣ ନିରାପଦ, ଫଳପ୍ରଦ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଆସନ୍ତା ୧୬ ତାରିଖରୁ କରୋନା ଟିକାକରଣ ଆରମ୍ଭ ହେବ। ଏଥିପାଇଁ ରାଜ୍ୟରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପ୍ରଥମେ କେବଳ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯିବ। ମାତ୍ର ସେମାନଙ୍କ ପରିବାରକୁ…
କେନ୍ଦୁପତ୍ର ତୋଳାଳି, କର୍ମଚାରୀଙ୍କୁ ୬୦ କୋଟିର ବୋନସ
ଭୁବନେଶ୍ୱର,୧୨।୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ସେଥିରୁ କେବଳ ବୋନସ ପରିମାଣ ହେଉଛି ୫୯.୭୮ କୋଟି ଟଙ୍କା। ଏଥିସହିତ କେନ୍ଦୁପତ୍ର କର୍ମଚାରୀଙ୍କ…
Archives


