ରାଜଧାନୀରେ ବିଗୁଡ଼ୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୧୯୧ ଆକ୍ରାନ୍ତ; ଖଣ୍ଡଗିରି-ପଟିଆରୁ ସର୍ବାଧିକ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଫ୍ୟା ୩୩୮୯୩କୁ ବୃଦ୍ଧିପାଇଛି। ସେଥିରୁ ୩୨୩୮୬ ସୁସ୍ଥ ହୋଇଥିବା…
ବାଲେଶ୍ୱର ସହର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟିର ପ୍ୟାକେଜ୍ ଘୋଷଣା
ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍ଷ୍ଟାଣ୍ଡର ବିକାଶ କରାଯିବ। ଏଥିପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ତୁମୁଳିଆ ଗେଟ୍ ଫ୍ଲାଇଓଭରରୁ…
ଭୁବନେଶ୍ୱରକୁ ଜୀବନ୍ତ ସହର ଭାବେ ବିକଶିତ କରିବାକୁ ଚାଲିଛି ପ୍ରୟାସ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ୭୩ ବର୍ଷରେ ପାଦ ଦେଇଛି। ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ମନ୍ଦିରମାଳିନୀ ସହରରୁ, ଭୁବନେଶ୍ୱର ଏକ ବିଶ୍ୱସ୍ତରୀୟ ସହର, ସ୍ମାର୍ଟସିଟି ଏବଂ ସ୍ପୋର୍ଟସ କ୍ୟାପିଟାଲ ଅଫ ଇଣ୍ଡିଆରେ…
ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୭ ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଖିବୁଜିଲେ ୨
ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୪୯ ଜଣ ଲୋକାଲ କେସ୍ ଥିବା…
ବିନା ଅନୁମତିରେ ସଦର ମହକୁମା ଛାଡ଼ିପାରିବେନି ଅଧିକାରୀ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ସମସ୍ୟା ଥିବା ଅଞ୍ଚଳଗୁଡ଼ିକରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ପାନୀୟଜଳ ପାଇଁ ଲୋକମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେନେଇ ବିଭାଗ ସଜାଗ…
କେନ୍ଦ୍ରୀୟ ଡେପୁଟେଶନରେ ଗଲେ ସନ୍ତୋଷ ଷଡ଼ଙ୍ଗୀ
ଭୁବନେଶ୍ୱର, ୧୩।୪(ବ୍ୟୁରୋ): ୧୯୯୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ସଚିବ ସନ୍ତୋଷ କୁମାର ଷଡ଼ଙ୍ଗୀ ବର୍ଷେ ନ ପୂରୁଣୁ ପୁଣିଥରେ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି। ସୋମବାର ରାଜ୍ୟ ସରକାର…
ଟ୍ରେନ୍ ଯାତ୍ରୀଙ୍କ ପ୍ରବେଶ, ପ୍ରସ୍ଥାନରେ କଟକଣା
ଭୁବନେଶ୍ୱର,୧୩।୪ (ବ୍ୟୁରୋ) :ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯାତ୍ରୀ ଭିଡର ପ୍ରଭାବଶାଳୀ ପରିଚାଳନା ଓ ସାମାଜିକ ଦୂରତାକୁ ସୁନିଶ୍ଚିତ କରିବା ପାଇଁ କେବଳ ୧ନମ୍ବର ପ୍ଲାଟ୍ଫର୍ମ ମାଧ୍ୟମରେ ଷ୍ଟେଶନକୁ ପ୍ରବେଶ…
ହାଇଦର ଫେରାର ପାଇଁ ପୋଲିସ ଦାୟୀ : ଜେଲ ଡିଆଇଜି
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ସେଖ୍ ହାଇଦର ଫେରାର ହେବା ଘଟଣାକୁ ଦୁଇଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ତାଙ୍କ ସମ୍ପର୍କରେ କିଛି ବି ସୁରାକ ପାଇପାରୁନାହିଁ। ଏପରିସ୍ଥଳେ ଏହି ଘଟଣା ପାଇଁ ପୋଲିସକୁ ଦୋଷ ଦେଇଛନ୍ତି ଜେଲ ବିଭାଗ ଡିଆଇଜି ଶୁଭକାନ୍ତ ମିଶ୍ର।…
ଆଜି ଜନ୍ମଦିନ ପାଳୁଛି ରାଜଧାନୀ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ୩ ହଜାର ବର୍ଷର ପୁରୁଣା ସହର ଭୁବନେଶ୍ୱର ରାଜଧାନୀ ମାନ୍ୟତା ପାଇବାର ୭୩ବର୍ଷ ବିତିଛି। ୧୯୪୬ରେ ଜମାର୍ନୀର ସ୍ଥପତି ଅଟୋ କଏନ୍ସବର୍ଗର ଏଥିପାଇଁ ନକ୍ସା ପ୍ରସ୍ତୁତ କରିଥିଲେ। ୧୯୪୮ ଏପ୍ରିଲ ୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁ ନୂଆ ରାଜଧାନୀ…
ସବୁ କୋଭିଡ୍ ଚିକିତ୍ସା କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୩।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଏହାର ସଫଳ ମୁକାବିଲା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ପ୍ରଥମେ କୋଭିଡ୍ କଟକଣାକୁ କଡ଼ାକଡ଼ି କରିବା ପରେ ଏବେ କରୋନା ରୋଗୀଙ୍କ ପାଇଁ…
ବାଗ୍ଚୀ ଦମ୍ପତିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଭୁବନେଶ୍ୱରରେ କ୍ୟାନ୍ସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସୁବ୍ରତୋ ବାଗ୍ଚୀ ଓ ସୁସ୍ମିତା ବାଗ୍ଚୀ ୩୪୦ କୋଟି ଟଙ୍କା ନିଜସ୍ବ ପାଣ୍ଠିରୁ ଦାନ କରିଛନ୍ତି। ଏଥିପାଇଁ ସୁବ୍ରତୋ ଓ ସୁସ୍ମିତାଙ୍କ ସହ କଥା ହୋଇ…
ମାସ୍କ ପିନ୍ଧିବା ଲାଗି ରାଜ୍ୟବାସୀଙ୍କୁ ପରାମର୍ଶ ଦେଲେ ନବୀନ, ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୩।୪(ବ୍ୟୁରୋ): ସାରା ଦେଶରେ ପୁଣି ଥରେ କରୋନା ମହାମାରୀ ବ୍ୟାପୁଥିବା ବେଳେ ମାସ୍କ ବ୍ୟବହାରକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋମବାର ଟୁଇଟ୍ କରି କହିଛନ୍ତି, ସେ ସବୁବେଳେ ମାସ୍କ ବ୍ୟବହାର କରୁଛନ୍ତି। ଅନ୍ୟମାନେ…

