ମେଟ୍ରୋ

ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।…

ଆଜି କରୋନାରେ ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସୋମବାର କରୋନାରେ ରାଜ୍ୟରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ନୂଆପଡ଼ା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୨୮ରେ ପହଞ୍ଚିଛି।…

ଆଜି ରାଜ୍ୟରୁ ୧୭୪୧ ପଜିଟିଭ୍‌ ଚିହ୍ନଟ, ପୁଣି ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୧୭୪୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୧,୩୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ହାତ ଗଢା ମାଟି ପାତ୍ରରେ ଜାପାନୀ ଛିଟା

ଭୁବନେଶ୍ୱର, ୧୧।୪ (ବ୍ୟୁରୋ)ରାକୁ ଚା’ ପାତ୍ରକୁ ଜଣେ ସୁପ୍ରସିଦ୍ଧ ଜାପାନୀ କଳାକାର ‘ତନକା ଚୋଜିରୋ’ ଷୋଡଶ ଶତାବ୍ଦୀରେ ଆରମ୍ଭ କରିଥିଲେ। ଚୋଜିରୋ ସେ ସମୟର ରାଜା ଶୋଗୁନ୍‌ ତୋୟୋତୋମୀ ହିଦେୟୋଶିଂକର ରାଜପ୍ରସାଦ ଛାତ ପାଇଁ ଏକ ସ୍ବତନ୍ତ୍ର ଖପର ପ୍ରସ୍ତୁତ କରିଥିଲେ।…

ଚୁଡ଼ି ପାଇଁ ରୋଗୀଙ୍କୁ ଫେରାଇ ଦେଲେ ଡାକ୍ତର

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରମୁଖ କ୍ୟାପିଟାଲ ହସ୍ପିଟାଲରେ ରୋଗୀ ସେବାରେ ଚରମ ଅବହେଳା ଦେଖିବାକୁ ମିଳିଛି। ଚୁଡି ପିନ୍ଧିଥିବାରୁ ରୋଗୀଙ୍କ ଭଙ୍ଗା ହାତକୁ ପ୍ଲାଷ୍ଟର ନ କରି ଡାକ୍ତର ଫେରାଇ ଦେଇଥିବା ଭଳି ସଙ୍ଗିନ ଅଭିଯୋଗ ହୋଇଛି। ହସ୍ପିଟାଲରେ ଚୁଡି ଭାଙ୍ଗିବାକୁ…

ରିଲିଜ୍‌ ହୋଇ ପାରୁନି ନୂଆ ସିନେମା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ସଙ୍କଟ ଭିତରେ କଲବଲ ହେଉଛି ଓଡ଼ିଆ ଚଳଚ୍ଚିତ୍ର ଜଗତ। ଗତବର୍ଷଠାରୁ ମାସ ମାସ ଧରି ଲକ୍‌ଡାଉନ୍‌ ଓ ଶଟ୍‌ ଡାଉନ୍‌ ଯୋଗୁ ଚଳଚ୍ଚିତ୍ର କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଥିଲା। ଫିଲ୍ମ ହଲ୍‌ ଓ ଶୁଟିଂ ବନ୍ଦ ହୋଇଯିବାରୁ…

ଆହାର କେନ୍ଦ୍ର ତଦାରଖ ଲାଗି କୋଟିଏ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଥିବା ୧୬୬ ଆହାର କେନ୍ଦ୍ର ପରିଚାଳନାରେ ୧୫୭ ମିଶନ ଶକ୍ତି ଗୋଷ୍ଠୀର ୨ ହଜାରରୁ ଅଧିକ ସଦସ୍ୟା ନିୟୋଜିତ ହୋଇଛନ୍ତି। ୨୦୨୦ ନଭେମ୍ବରରୁ ଏହି ମହିଳମାନେ ସଫଳତାର ସହ ଆହାର କେନ୍ଦ୍ର ପରିଚାଳନା କରୁଛନ୍ତି। ସରକାର…

୪୦ ବର୍ଷ ହେଲା ପଶ୍ଚିମବଙ୍ଗର ଗୌରବ ନଷ୍ଟ ହେଉଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଗତ ୪୦ ବର୍ଷ ଧରି ପଶ୍ଚିମବଙ୍ଗର ଗୌରବ ନଷ୍ଟ ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରବିବାର କୋଲକାତାଠାରେ ବିଶିଷ୍ଟ ଉଦ୍ୟୋଗୀଙ୍କ ସହ ରାଜ୍ୟର ଶିଳ୍ପାୟନର ବିକାଶ ଏବଂ ଆର୍ଥତ୍କ ବୃଦ୍ଧି ପ୍ରସଙ୍ଗରେ…

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ମଧ୍ୟାହ୍ନ ୧୨ଟା ୩୦ରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ରହିବେ। ଏଥିରେ…

ପାଣି ଦର ୧୦% ମହଙ୍ଗା

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ପାଣି ବ୍ୟବହାରକାରୀଙ୍କୁ ଚଳିତ ମାସଠାରୁ ଅଧିକ ଟିକସ ଦେବାକୁ ପଡ଼ିବ। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୧୦% ଜଳକର ବୃଦ୍ଧି କରିଛନ୍ତି। ଓଡ଼ିଶା ଜଳସେଚନ(ସଂଶୋଧନ) ରୁଲ୍‌ସ-୨୦୧୬ ଅନୁସାରେ ଜଳକର, ଜଳ ଉଠାଣ ଓ ବ୍ୟବହାର ନିମନ୍ତେ…

ଟିକା ନାହିଁ: ୯୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗୋଟିଏ ପଟେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଅନ୍ୟପଟେ ସରକାରଙ୍କୁ ଟିକା ଚିନ୍ତା ଘାରିଛି। ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣ ଘୋର ବାଧାପ୍ରାପ୍ତ ହୋଇଛି। ଦୈନିକ ୨ଲକ୍ଷ ଟିକାକରଣ ପାଇଁ…

ରମାଦେବୀ ଛାତ୍ରୀ ଝରାଫୁଲ ହତ୍ୟା ମାମଲା: ପୋଲିସ ହାତରେ ରାକେଶର ସାଙ୍ଗ

ଯାଜପୁର/ଭୁବନେଶ୍ୱର,୧୧।୪: ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଯାଜପୁର ପୋଲିସ ପ୍ରାୟ ୩ ମାସ ପରେ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଧୀନ ସୁନ୍ଦରପଦାର ଅମରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?