ଭୁବନେଶ୍ୱରରୁ ଆଜି ପୁଣି ୧୧ ପଜିିଟିଭ୍ ଚିହ୍ନଟ: ୧୯ ସୁସ୍ଥ
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଆଜି ରାଜ୍ୟରୁ ୧୮୩ ପଜିଟିଭ୍ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୪।୧(ବ୍ୟୁରୋ) : ସୋମବାର ରାଜ୍ୟରେ ୧୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୬ ଜଣ…
ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
କଟକ ଅଫିସ୍,୪।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଏସ୍.ମୁରଲୀଧର ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୧୦ଟାରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜଷ୍ଟିସ୍ ମୁରଲୀଧର ହେଲେ ଓଡ଼ିଶା ହାଇକୋର୍ଟର ୩୨ତମ…
ଆଉ ୩ଦିନ ଘନ କୁହୁଡ଼ି: ସତର୍କ ରହିବାକୁ ଏସ୍ଆର୍ସି ନିର୍ଦ୍ଦେଶ
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ଆଉ ୩ଦିନ ଘନକୁହୁଡ଼ି ରହିବ। କୁହୁଡ଼ିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ଏସ୍ଆର୍ସି ସମସ୍ତ ଜିଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥଗୁଡ଼ିକରେ ଗାଡ଼ି ଚଳାଚଳ ଉପରେ ନିୟନ୍ତ୍ରଣ ରଖିବାକୁ…
ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି
ଭୁବନେଶ୍ୱର,୪।୧(ବ୍ୟୁରୋ): ସୋମବାର ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍ ମୁରଲୀଧର। ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇବେ। ନବ ନିଯୁକ୍ତ…
ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ ଲିଙ୍ଗରାଜ ମନ୍ଦିର, କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର, ସମ୍ବଲପୁରର ଅଧିଷ୍ଠାତ୍ରୀ…
ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ
ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ ମାନିଲେ ମଣିଷ ଆସିବ କହି କୋଳେଇ ନେଉଛି ବାଘ ମା’। ବାଘର ସବୁଜ ଘର…
୧୧ରୁ ଖୋଲିବ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର,୩।୧(ବ୍ୟୁରୋ) : ଚଳିତମାସ ୧୧ ତାରିଖରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତା ୧୧ରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଲୟ ଖୋଲିବା ସହ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ପାଠପଢ଼ା ଚାଲିବ। ମାର୍ଚ୍ଚ ୩୧…
ଆଜି ୨୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୩ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୩ା୧(ବ୍ୟୁରୋ): ରବିବାର ରାଜ୍ୟରେ ୧୯୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୩୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୯ଜଣ ଚିହ୍ନଟ ହୋଇଥିବା…
୧୨ରୁ ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁ ସ୍ପାଇସ୍ ଜେଟ୍ ଉଡ଼ାଣ
ଭୁବନେଶ୍ୱର/ଲଖନପୁର,୩ା୧(ବ୍ୟୁରୋ/ଡି.ଏନ.ଏ.): ଜାନୁୟାରୀ ୧୨ ତାରିଖରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ସ୍ପାଇସ୍ ଜେଟ୍ ଉଡ଼ାଣ ଆରମ୍ଭ କରିବ। ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ଟୁଇଟର ହ୍ୟାଣ୍ଡଲରେ ଏହି ସୂଚନା ଦିଆଯାଇଛି। ଏହା ପଶ୍ଚିମ ଓଡ଼ିଶାର…
ଅପରାଜିତା ଶ୍ରେଷ୍ଠ ସାଂସଦ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀଙ୍କୁ ୨୦୨୦ ବର୍ଷ ପାଇଁ ଦେଶରେ ଶ୍ରେଷ୍ଠ ସାଂସଦ(ବେଷ୍ଟ ପାର୍ଲାମେଣ୍ଟାରିଆନ) ମାନ୍ୟତା ମିଳିଛି। ଏସିଆ ପୋଷ୍ଟ ଓ ଫେମେ ଇଣ୍ଡିଆ ପକ୍ଷରୁ ଏମପିମାନଙ୍କର ସଂସଦରେ ଉପସ୍ଥାନ, ବିତର୍କରେ ଭାଗ ନେବା କାର୍ଯ୍ୟଶୈଳୀ, ଲୋକପ୍ରିୟତା ଆଦିକୁ ନେଇ…
ଦଶମ ବୋର୍ଡ: ପ୍ରତି ବିଷୟରେ ୮୦ ମାର୍କର ହେବ ପରୀକ୍ଷା
ଭୁବନେଶ୍ୱର,୩।୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଗତ ବର୍ଷ ମାର୍ଚ୍ଚରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଏବେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ରାଜ୍ୟ ସରକାର ସ୍କୁଲଗୁଡ଼ିକୁ ଖୋଲିବାକୁ ନିଷ୍ପତ୍ତି ନେବା ସହ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା କରିଛନ୍ତି। ଏହି…
Archives


