ମେଟ୍ରୋ

ପିପିଲି ଉପନିର୍ବାଚନ ପୂର୍ବରୁ ହିଂସା

ପୁରୀ,୧୧।୪: ପୁରି ଜିଲା ଡେଲାଙ୍ଗ ଜେନାପୁର ପଞ୍ଚାୟତ ଅଞ୍ଚଳରେ ରବିବାର ପିପିଲି ଉପନିର୍ବାଚନ ହିଂସା ଦେଖା ଦେଇଛି। କିଛି ବିଜେଡି କର୍ମୀ ଗୋଡ଼ାଇ ଗୋଡାଇ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ…

ଏପ୍ରିଲ ୩୦ ପରେ ହେବ ନବମ ଶ୍ରେଣୀ ପରୀକ୍ଷା!

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହୋଇପଡ଼ିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ନବମ ଓ ଏକାଦଶ ଶ୍ରେଣୀ ପିଲାମାନଙ୍କୁ ସ୍କୁଲ ଯିବାକୁ ବାରଣ କରିଥିଲେ। ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ସେମାନଙ୍କୁ…

ପିପିଲି ଉପନିର୍ବାଚନ: ଆସନ୍ତାକାଲି ରୁଦ୍ରଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ଆସନ୍ତାକାଲି ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲି…

ହାଇଦରଙ୍କ ମିଳୁନି ପତ୍ତା: ଧରିବା ପାଇଁ ଡିଜିପିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଏସ୍‌ସିବିରୁ ଚିକିତ୍ସାଧୀନ ଅବସ୍ଥାରେ ଗ୍ୟାଙ୍ଗଷ୍ଟର ହାଇଦର ଶନିବାର ସନ୍ଧ୍ୟାରେ ଚମ୍ପଟ୍‌ ମାରିଥିଲେ। ଏଯାବତ୍‌ ତାଙ୍କ ପତ୍ତା ମିଳୁନି। ତାଙ୍କୁ ଖୋଜିବା ପାଇଁ ଏକାଧିକ ସ୍ପେଶାଲ ସ୍ବାଡ୍‌ ଗଠନ କରାଯାଇ ସର୍ଚ୍ଚ ଅପରେଶନ ଚାଲିଛି। ଏ ନେଇ ରବିବାର ଡିଜିପିଙ୍କ ଭୁବନେଶ୍ୱର…

ଝାରପଡ଼ା ଜେଲରେ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଝାରପଡ଼ା ଜେଲରେ କଏଦୀଙ୍କୁ ଦିଆଯାଉଛି ଅକଥନୀୟ ନିର୍ଯାତନା। ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଓ୍ବାର୍ଡରମାନେ ସଂଘବଦ୍ଧ ଭାବେ ମାଡ଼ ମାରୁଛନ୍ତି। ଏନେଇ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀ ରାକେଶ ବେହେରା ଛାତ୍ରନେତା ମହେଶ ପ୍ରସାଦଙ୍କ ଜରିଆରେ ହାଇକୋର୍ଟ ମୁଖ୍ୟ…

ସଖୀ ନାଚର କାହାଣୀ କହିବ ‘ନାଚବାଲି’

ଭୁବନେଶ୍ୱର, ୧୧।୪ (ବ୍ୟୁରୋ): ନବେ ଦଶକରେ ସଖୀ ନାଚ ବେଶ୍‌ ଲୋକପ୍ରିୟତା ଅର୍ଜନ କରିଥିଲା। ବିଶେଷକରି ଗାଁ ଗହଳିର ବିଭିନ୍ନ ଉତ୍ସବରେ ସଖୀ ନାଚକୁ ପ୍ରାଧାନ୍ୟ ମିଳୁଥିଲା। ପୁଅମାନେ ଝିଅ ବେଶ ହୋଇ ଗାଁ ଗାଁ ବୁଲି ଏହି ନାଚ ପରିବେଷଣ…

ଅମାନିଆଙ୍କୁ ଧରିବ ସିସି କ୍ୟାମେରା

ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍‌ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍‌ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ ମାସ୍କ…

ଇଡ୍‌କୋ ଅପାରଗତା ଶିଳ୍ପାୟନରେ ବାଧକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନକୁ ଆଗକୁ ନେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ଜମି ଅଧିଗ୍ରହଣ ଏ ଦିଗରେ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ଜମି ଅଧିଗ୍ରହଣ ସମସ୍ୟା ଦୂର କରିବାକୁ ସରକାର ଲ୍ୟାଣ୍ଡ ବ୍ୟାଙ୍କ ଗଠନ ଲାଗି ନିଷ୍ପତ୍ତି ନେଇଛନ୍ତି।…

ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ…

୧୫ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।…

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୭୧ ଜଣ ଲୋକାଲ କେସ୍‌ ଥିବା…

ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?