ମେଟ୍ରୋ

ବର୍ଷକରେ ୨୫ କୋଟିର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୧।୧(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ)କୁ ୨୦୨୦ରେ ଅନେକ ସଫଳତା ମିଳିଛି। ବାଘଛାଲଠାରୁ ଆରମ୍ଭ କରି ବଜ୍ରକାପ୍ତା ଚାଲାଣ ଓ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି ଏସ୍‌ଟିଏଫ୍‌। ରାଜଧାନୀରୁ କୋରାପୁଟ ପର୍ଯ୍ୟନ୍ତ ସାରା ରାଜ୍ୟରେ ଚଢାଉ କରି ବ୍ରାଉନସୁଗାର ଓ ଗଞ୍ଜେଇ…

କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ

ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍‌ମିକ୍‌ ଲାଇଟ୍‌ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍‌। କଟକ ଓ ଭୁବନେଶ୍ୱରରେ ୭ ଘଣ୍ଟିଆ କର୍ଫୁ ସତେ ଯେମିତି ସତର୍କ କରାଉଥିଲା। ନିର୍ଜନତା ଭିତରେ…

ଜଷ୍ଟିସ୍‌ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ/ କଟକ ଅଫିସ୍‌: ୧।୧:ଜଷ୍ଟିସ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍‌ ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବା ଲାଗି…

ଆଜିଠାରୁ ଡବଲ ହେଲ୍‌ମେଟ ଚେକିଂ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍‌ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍‌ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ…

ସ୍ନେହାଙ୍ଗୀନି ଛୁରିଆ ବିଜେଡି ମହିଳା ସଭାନେତ୍ରୀ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)- ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ଭାବେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନି ଛୁରିଆଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଥିବା ଗୁରୁବାର ବିଜେଡି ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା…

ଜାନୁୟାରୀ ପହିଲାରୁ ଡବଲ ହେଲ୍‌ମେଟ ଚେକିଂ କଡ଼ାକଡ଼ି

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍‌ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍‌ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ ଓ…

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ କଲେଜ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ୩୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ ପରିଣତ କରାଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି…

ଭୁବନେଶ୍ୱରରୁ ୨୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଟୁଇନ୍‌ ସିଟିରେ ୧୪୪ ଧାରା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍‌ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍‌ ସିଟି ଅର୍ଥାତ୍‌ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଜିରୋ ନାଇଟ୍‌ ଭିଡ଼ ଏଡ଼ାଇବାକୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୁରୁବାର…

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୧ଜଣ ଚିହ୍ନଟ ହୋଇଥିବା…

ଜାରି ହେଲା ନୂଆବର୍ଷ କଟକଣା: ରାତି ୧୦ରୁ ସକାଳ ୫ ପର୍ଯ୍ୟନ୍ତ ଘରୁ ବାହାରିପାରିବେ ନାହିଁ ଲୋକେ

ଭୁବନେଶ୍ୱର,୩୧।୧୨: ଆଜି ୨୦୨୦ ବର୍ଷର ଶେଷ ଦିନ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଏବଂ ଉଦ୍ଦୀପନା ଦେଖାଦେଇଛି। ତେବେ ଏହା ଭିତରେ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଗୁରୁବାର ରାତି ଅର୍ଥାତ୍‌…

ଖାଦ୍ୟ ନାଁରେ ବିଷ ବେପାର

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଖାଦ୍ୟ ନାଁରେ ବିଷ ବେପାର ଚାଲିଛି। ଅଧିକ ମୁନାଫା କମାଇବା ଆଶାରେ ଅସାଧୁ ବ୍ୟବସାୟୀମାନେ ଜନସ୍ବାସ୍ଥ୍ୟ ସହ ଭୟଙ୍କର ଖେଳ ଖେଳୁଛନ୍ତି। ଖାଦ୍ୟସାମଗ୍ରୀ ଅପମିଶ୍ରଣ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ବିପଦ ଭାବେ ଦେଖାଦେଇଛି। ତେଲ, ଘିଅ, ସସ୍‌ ଓ ବିଭିନ୍ନ ପ୍ରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri