ଘୁଞ୍ଚିବନି ମାଟ୍ରିକ୍, ଯୁକ୍ତ ୨ ପରୀକ୍ଷା: କରାଯିବ ଅଧିକ ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର, ୯।୪(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ ଦାଶ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ…
କ୍ୟାପିଟାଲ ହସ୍ପିଟାଲରେ ୨ ଡାକ୍ତର କରୋନା ପଜିଟିଭ
ଭୁବନେଶ୍ୱର, ୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାକୁ ଲାଗିଛି। ରାଜଧାନୀ ଭୁବନେଶ୍ୱରର ସ୍ଥିତି ମଧ୍ୟ ସଙ୍ଗିନ ହେବାରେ ଲାଗିଛ। ଏହି କ୍ରମରେ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲର ୨ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ…
ଏଥର ବିନାଭକ୍ତରେ ରୁକୁଣା ରଥଯାତ୍ରା
ଭୁବନେଶ୍ୱର,୯।୪(ବ୍ୟୁରୋ): ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଚଳିତବର୍ଷ ବିନା ଭକ୍ତରେ ଗଡ଼ିବ। ଏଶାସ ନେଇ ବିଏମ୍ସି ପକ୍ଷରୁ ଅନୁମତି ମିଳିଛି। କୋଭିଡ୍ ଗାଇଡ୍ଲାଇନ ଅନୁସାରେ ୧୦୦ ସେବାୟତଙ୍କୁ ନେଇ ରଥଟଣା ହେବ। ବିଧି, ପରମ୍ପରା ରକ୍ଷା କରିବାକୁ ଯାଇ ରଥଯାତ୍ରା କରାଯିବ। ରଥଯାତ୍ରାରେ…
କଅଁଳ କାନ୍ଧରେ ପରିବାର ବୋଝ: ସହାୟତାର ହାତ ବଢାଇଲେ ଅଭିନେତ୍ରୀ ବର୍ଷା
ଭୁବନେଶ୍ୱର, ୯।୪(ବ୍ୟୁରୋ): ନାଁ ଅମିତ ପୃଷ୍ଟି। ବୟସ ମାତ୍ର ୧୪। ଘର ନୟାଗଡ଼ରେ। ପାଠ ପଢା, ଖେଳକୁଦ ବୟସରେ ଏବେ କାନ୍ଧେଇଛନ୍ତି ପରିବାରର ବୋଝ। ୩ବର୍ଷ ପୂର୍ବେ ପିତାଙ୍କ ଅକାଳ ମୃତ୍ୟୁ ପରେ ମା’ ଓ ବଡ ଭଉଣୀଙ୍କ ସହ ଅମିତ…
ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କରୋନା ସମ୍ପର୍କରେ କିଛି ପରାମର୍ଶ ଦେଇପାରନ୍ତି ବୋଲି କୁହାଯାଉଛି।…
୧୫ରୁ ମାପ ଓଜନ ବିଭାଗର ସ୍ବତନ୍ତ୍ର ଚଢ଼ାଉ
ଭୁବନେଶ୍ୱର,୯।୪(ବ୍ୟୁରୋ): ବିଧାନସଭା ଅଧିବେଶନରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କେତେକ ସୁନା ଦୋକାନରେ ମାପ ଓଜନରେ ଠକେଇ ହେଉଥିବା ସୂଚନା ଦେଇଥିଲେ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଛନକା ପଶିଥିବାବେଳେ ବିଭାଗ…
ପଜିଟିଭ୍ କଏଦୀଙ୍କୁ ଜେଲ ମନା
ଭୁବନେଶ୍ୱର,୯।୪(ବ୍ୟୁରୋ): ଏଣିକି ପଜିଟିଭ୍ କଏଦୀଙ୍କୁ ଜେଲ୍ ମନା। ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଏଦୀଙ୍କୁ ସଂକ୍ରମଣରୁ ରକ୍ଷା କରିବା ପାଇଁ ଜେଲ୍ ବିଭାଗ ପକ୍ଷରୁ ଗୁରୁବାର ଏନେଇ ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରାଯାଇଛି। ଜେଲ୍ରେ କୋଭିଡ୍…
ଆଜି ରାଜ୍ୟରେ ୧୨୮୨ ପଜିଟିଭ୍ ଚିହ୍ନଟ, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୧୨୮୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬,୮୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
‘ଧରିତ୍ରୀ’ର ପୂର୍ବତନ କର୍ମଚାରୀଙ୍କ ଅକାଳ ବିୟୋଗ
ଭୁବନେଶ୍ୱର,୯।୪(ବ୍ୟୁରୋ): ଦୈନିକ ‘ଧରିତ୍ରୀ’ର ପୂର୍ବତନ କର୍ମଚାରୀ ଜଗତସିଂହପୁର ଜିଲା ବାଲିକୁଦା ଥାନା ଅଳାବର ପଞ୍ଚାୟତ କଣିହାଁ ଗ୍ରାମର ପ୍ରଶାନ୍ତ ରାଉତଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୪୫ ବର୍ଷ ହୋଇଥିଲା। ଗତ ନଭେମ୍ବରରୁ ସେ ଲିଭର କ୍ୟାନସରରେ ପୀଡ଼ିତ ଥିଲେ। ବାହାରଣାସ୍ଥିତ…
ଗ୍ରାମୀଣ ଅର୍ଥନୈତିକ କରିଡର ବିକାଶ ହେବ
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ୧୪୭ ବିଧାନସଭା ଆସନ ଅଞ୍ଚଳରେ ଗ୍ରାମୀଣ ଅର୍ଥନୈତିକ କରିଡର ବିକାଶ କରାଯିବ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମିଳିଥିବା…
୩୦୦ କୋଟି ଟଙ୍କା, ୧୦ ଦିନ ପାଇଁ ଟିକା
ଭୁବନେଶ୍ୱର/ନୂଆଦିଲ୍ଲୀ, ୯।୪(ବୁରୋ):ବିଭିନ୍ନ ରାଜ୍ୟରେ କୋଭିଡ୍-୧୯ର ପୁନଃ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ସୀମାନ୍ତବର୍ତ୍ତୀ ଜିଲାଗୁଡ଼ିକରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଓଡ଼ିଶା ପାଇଁ କରୋନା ସଂକ୍ରମଣ ପୁଣି ଚ୍ୟାଲେଞ୍ଜ ସୃଷ୍ଟି କରିଛି। ମହାମାରୀ ମୁକାବିଲା ଲାଗି ରାଜ୍ୟ ସରକାର କୋଭିଡ୍ ପରିଚାଳନା ବ୍ୟବସ୍ଥାକୁ…
ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି
ଭୁବନେଶ୍ୱର,୯ା୪(ବ୍ୟୁରୋ):ରାଜ୍ୟରେ ମିଶନ ଶକ୍ତିକୁ ଅଧିକ ସଶକ୍ତ କରିବାକୁ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି। ରାଜ୍ୟର ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଲକ ଓ ପଞ୍ଚାୟତସ୍ତରରେ ଥିବା ମିଶନ ଶକ୍ତି ମହାସଂଘକୁ ପ୍ରଦାନ କରାଯିବ। ଜମି ହସ୍ତାନ୍ତର କାର୍ଯ୍ୟ…

