ମେଟ୍ରୋ

ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ: ୨୨ ପର୍ଯ୍ୟନ୍ତ ୧୫ମିନିଟ୍‌ ଲାଇନ ବନ୍ଦ ରଖିବାକୁ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ବିଦ୍ୟୁତ୍‌ ନିୟାମକ ଆୟୋଗ ହଠାତ୍‌ ୨୦ ପଇସା ବିଦ୍ୟୁତ୍‌ ଦର ବୃଦ୍ଧି କରିଛନ୍ତି। ଏହାକୁ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌ଏଲ୍‌), ସମାଜବାଦୀ ପାର୍ଟି ତୀବ୍ର ବିରୋଧ କରିବା ସହ ଅନିଭବ ଆନ୍ଦୋଳନ କରିବ। ଦରବୃଦ୍ଧି...

ଚିତ୍ର ଏକ, ଲକ୍ଷ୍ୟ ଅନେକ

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ଓ ବନ୍ୟଜନ୍ତୁଙ୍କୁ ଜାତୀୟସ୍ତରରେ ପହଞ୍ଚାଇବାକୁ ଅଣ୍ଟା ଭିଡ଼ିଛନ୍ତି ଆଉଜଣେ ଓଡ଼ିଆ। ନିଜ ଦକ୍ଷତା ଓ ଅଭିନବ ଚିନ୍ତାଧାରା ମାଧ୍ୟମରେ ଓଡ଼ିଶାକୁ ଜାତୀୟ ମାନଚିତ୍ରରେ ଏକ ନୂଆ ପରିଚୟ ଦେଇଛନ୍ତି ଯୁବ ଭିଜୁଆଲ୍‌...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଶୁକ୍ରବାର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଅନେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛୀ ଜଣାଇଛନ୍ତି। ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟରରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କ...

୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ...

ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ

ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍‌ ବାଳକ ବିଦ୍ୟାଳୟ ଏବଂ ପରେ ସମ୍ମାନଜନକ ଦି ଡୁନ ସ୍କୁଲରେ ଶିକ୍ଷା ଲାଭ କରିଥିଲେ। ପରେ...

୧୧ ନିୟୁତ ବେଆଇନ ଶରଣାର୍ଥୀଙ୍କୁ ନାଗରିକତ୍ୱ ମିଳିବ

ଓ୍ବାଶିଂଟନ, ୧୫ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍‌ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ୍‌ ଜନମତକୁ ପ୍ରଭାବିତ କରିବା ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ନଭେମ୍ବର ୩ ନିର୍ବାଚନରେ ବିଜୟୀ ହେଲେ ବାହାରୁ ଆସି ବେଆଇନ ଭାବେ ଆମେରିକାରେ...

୧୯ରେ ପୁଣି ଲଘୁଚାପ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆସନ୍ତା ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ,...

ପାର୍ବଣ ଋତୁରେ ସତର୍କ ରହିବାକୁ ଆହ୍ବାନ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌ ପରିଚାଳନାରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି। ଅଧିକାଂଶ ଜିଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା, ପୁରୀ ଭଳି ଅଧିକ ସଂକ୍ରମଣ ଥିବା ଜିଲାଗୁଡ଼ିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି। ଆଗକୁ ପାର୍ବଣ ଏବଂ...

ଛୋଟ ପିଲା ଭଳି ମନ୍ତବ୍ୟ ଦେଉଛନ୍ତି ପିସିସି ସଭାପତି: ପ୍ରତାପ ଜେନା

ଭୁବନେଶ୍ୱର, ୧୫।୧୦: ଓଡ଼ିଶାର ପୂର୍ବତନ ବାଚସ୍ପତି ଶରତ କରଙ୍କ ଅକ୍ଟୋବର ୧୨ରେ କରୋନାରେ ପରଲୋକ ଘଟିଥିଲା। ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆ ନ ଯିବା ନେଇ ପଶ୍ନ ଉଠାଇଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଗୁରୁବାର ଏହାର ଜବାବ...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ଚିର ଋଣୀ। ଗତ...

ବୃତ୍ତି ଚିହ୍ନେନା ଝିଅପୁଅ ଫରକ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ହାତରେ ଅଛି ତାଙ୍କର ନିଖୁଣ କାରିଗରିର ଯାଦୁ। ମୂର୍ତ୍ତିକୁ ଜୀବନ୍ତ ରୂପ ଦେବାର କଳା ତାଙ୍କୁ ବେଶ୍‌ ଭଲଭାବେ ଜଣା। ଝିଅ ହୋଇ ବି କିଛି ଅସାଧାରଣ କରିବାର ଜିଜ୍ଞାସା ଆଜି ତାଙ୍କୁ ଏକ ଭିନ୍ନ ପରିଚୟ ଦେଇଛି। କଟକ...

କରୋନାରେ ୧୭ ଜୀବନ ଗଲା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri