୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ...
ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ
ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍ ବାଳକ ବିଦ୍ୟାଳୟ ଏବଂ ପରେ ସମ୍ମାନଜନକ ଦି ଡୁନ ସ୍କୁଲରେ ଶିକ୍ଷା ଲାଭ କରିଥିଲେ। ପରେ...
୧୧ ନିୟୁତ ବେଆଇନ ଶରଣାର୍ଥୀଙ୍କୁ ନାଗରିକତ୍ୱ ମିଳିବ
ଓ୍ବାଶିଂଟନ, ୧୫ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ୍ ଜନମତକୁ ପ୍ରଭାବିତ କରିବା ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ନଭେମ୍ବର ୩ ନିର୍ବାଚନରେ ବିଜୟୀ ହେଲେ ବାହାରୁ ଆସି ବେଆଇନ ଭାବେ ଆମେରିକାରେ...
୧୯ରେ ପୁଣି ଲଘୁଚାପ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆସନ୍ତା ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ,...
ପାର୍ବଣ ଋତୁରେ ସତର୍କ ରହିବାକୁ ଆହ୍ବାନ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍ ପରିଚାଳନାରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି। ଅଧିକାଂଶ ଜିଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା, ପୁରୀ ଭଳି ଅଧିକ ସଂକ୍ରମଣ ଥିବା ଜିଲାଗୁଡ଼ିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି। ଆଗକୁ ପାର୍ବଣ ଏବଂ...
ଛୋଟ ପିଲା ଭଳି ମନ୍ତବ୍ୟ ଦେଉଛନ୍ତି ପିସିସି ସଭାପତି: ପ୍ରତାପ ଜେନା
ଭୁବନେଶ୍ୱର, ୧୫।୧୦: ଓଡ଼ିଶାର ପୂର୍ବତନ ବାଚସ୍ପତି ଶରତ କରଙ୍କ ଅକ୍ଟୋବର ୧୨ରେ କରୋନାରେ ପରଲୋକ ଘଟିଥିଲା। ତାଙ୍କୁ ଗାର୍ଡ ଅଫ୍ ଅନର୍ ଦିଆ ନ ଯିବା ନେଇ ପଶ୍ନ ଉଠାଇଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଗୁରୁବାର ଏହାର ଜବାବ...
ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ଚିର ଋଣୀ। ଗତ...
ବୃତ୍ତି ଚିହ୍ନେନା ଝିଅପୁଅ ଫରକ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ହାତରେ ଅଛି ତାଙ୍କର ନିଖୁଣ କାରିଗରିର ଯାଦୁ। ମୂର୍ତ୍ତିକୁ ଜୀବନ୍ତ ରୂପ ଦେବାର କଳା ତାଙ୍କୁ ବେଶ୍ ଭଲଭାବେ ଜଣା। ଝିଅ ହୋଇ ବି କିଛି ଅସାଧାରଣ କରିବାର ଜିଜ୍ଞାସା ଆଜି ତାଙ୍କୁ ଏକ ଭିନ୍ନ ପରିଚୟ ଦେଇଛି। କଟକ...
କରୋନାରେ ୧୭ ଜୀବନ ଗଲା
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
ଆଜି ରାଜ୍ୟରେ ପୁଣି ୨୪୭୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୬୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୦୦୮ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
୫ ଆର୍ପିଏଫ୍ ଅଧିକାରୀଙ୍କୁ ପ୍ରଶଂସା
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍-୧୯ ଲକଡାଉନ୍ ବେଳେ ଉତ୍କର୍ଷ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥର ୫ ଆରପିଏଫ୍ ଅଧିକାରୀ ରେଳବାଇ ସୁରକ୍ଷାବଳ ମହାନିର୍ଦ୍ଦେଶକଙ୍କଠାରୁ ପ୍ରଶଂସା ପତ୍ର ଗ୍ରହଣ କରିଛନ୍ତି। ସେମାନେ ହେଲେ ପୁରୀ ଆରପିଏଫ୍ ପୋଷ୍ଟ ଇନ୍ସିପେକ୍ଟର ଅନୀଲ କୁମାର ସିଂ, କଟକ ଆରପିଏଫ୍...
ପୂଜା ପାଇଁ ଚାନ୍ଦା ବନ୍ଦ, ବଣ୍ଟାଯିବ ମାସ୍କ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜଧାନୀର ବିଭିନ୍ନ ପୂଜାମଣ୍ଡପଗୁଡ଼ିକରେ ଭକ୍ତଶୂନ୍ୟ ନିରାଡ଼ମ୍ବର ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ଏପରିସ୍ଥିତିରେ ଚଳିତବର୍ଷ ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ କୋଭିଡ୍ କଟକଣା ଭିତରେ ନିଆରା ଢଙ୍ଗରେ ପୂଜା ସମ୍ପନ୍ନ କରିବାକୁ...
Archives


