ମେଟ୍ରୋ

ଶ୍ମଶାନ କର୍ମଚାରୀଙ୍କୁ ‘କରୋନା ଯୋଦ୍ଧା’ ସମ୍ମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ମୃତକଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟରେ ନିୟୋଜିତ ଥିବା ୨୦ଜଣ ଶ୍ମଶାନ କର୍ମଚାରୀଙ୍କୁ ବୁଧବାର ଜୟ ଓଡ଼ିଶା ପକ୍ଷରୁ ‘କରୋନା ଯୋଦ୍ଧା’ ଭାବେ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଏମାନେ ୬ମାସ ଧରି କରୋନା ସଂକ୍ରମିତ ମୃତକଙ୍କ...

ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ରାୟଗଡା...

ଅନିୟମିତ ବର୍ଷା: ବିପଦରେ ଚାଷ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଜଙ୍ଗଲ ନଷ୍ଟ ଓ ଗ୍ରୀନ୍‌ ହାଉସ ଗ୍ୟାସ ବୃଦ୍ଧି ଯୋଗୁ ଜଳବାୟୁରେ ବ୍ୟାପକ ଅସନ୍ତୁଳନ ଦେଖାଦେଲାଣି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ...

ରାଜ୍ୟରେ ୩,୧୩୬ ଏମ୍‌ଏସ୍‌ଏମ୍‌ଇ ବନ୍ଦ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌-୧୯ ବ୍ୟବସାୟିକ ବାଣିଜ୍ୟକୁ ବିଶେଷଭାବେ ପ୍ରଭାବିତ କରିଛି। ଏହି ମହାମାରୀ ଯୋଗୁ ଷ୍ଟାର୍ଟଅପ୍‌ଗୁଡ଼ିକ ସର୍ବାଧିକ କ୍ଷତି ସହିଛନ୍ତି। ଦୀର୍ଘ ୬ମାସ ଧରି ବ୍ୟବସାୟ ବନ୍ଦ ଯୋଗୁ ବହୁ ଷ୍ଟାର୍ଟଅପ୍‌ ଏବେ ବନ୍ଦ ହେବା ପରିସ୍ଥିତିକୁ ଚାଲି ଆସିଛନ୍ତି। ଟିଆଇଇ ଦିଲ୍ଲୀ-ଏନ୍‌ସିଆର୍‌...

ରାଜ୍ୟରେ ଆରୋଗ୍ୟ ହେଲେ ଆଉ ୨୭୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ନୂଆପଡାରୁ ୧୮୯, କଟକରୁ ୧୮୩, ବରଗଡରୁ ୧୪୮, କେନ୍ଦ୍ରାପଡାରୁ ୧୩୬, ଅନୁଗୋଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪,...

ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଫୋରେନ୍‌ସିକ ଲାବ୍‌କୁ ଗଲା ସିସିଟିଭି ହାର୍ଡ ଡିକ୍ସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜଭବନ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାକୁ ଆଜିକୁ ୮ ଦିନ ବିତିଲାଣି। ଏଯାବତ୍‌ ନିଖୋଜ ସୀମାଞ୍ଚଳ ପରିଡ଼ାଙ୍କ ବିଷୟରେ ପୋଲିସ କିଛିବି ସୂଚନା ଦେଉ ନାହିଁ। ସୀମାଞ୍ଚଳଙ୍କ ପରିବାର ଲୋକେ ଏନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ...

ଯାତ୍ରୀବାହୀ ବସ୍‌ ଉପରେ ଲାଗିଲା ୫ ଲକ୍ଷ ୬୬ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର,୧୪।୧୦: ଭୁବନେଶ୍ୱର,୧୪।୧୦: କୋରାପୁଟରୁ ଭୁବନେଶ୍ୱରକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉପରେ ଏକ ମୋଟା ଆକାରର ଜରିମାନା ଲଗାଇଛନ୍ତି ଆର୍‌ଟିଓ ଭୁବନେଶ୍ୱର-୨। ଓଡି୧୦ ଏଫ୦୪୦୯ ନମ୍ବର ଥିବା ଏହି ବସ୍‌ଟି ୨୦୧୯ ମେ’ରୁ ଏଯାଏ ମୋଟର ଭାଇକେଲ୍‌ ଟ୍ୟାକ୍ସ ଦେଇ...

୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ଆଜି ରାଜ୍ୟରେ ପୁଣି ୨୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ସ୍ତ୍ରୀଙ୍କୁ ଟ୍ରଲିରେ ନେବା ପ୍ରସଙ୍ଗ: ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ପୁରୀ ଜିଲା ସତ୍ୟବାଦୀ ବ୍ଲକର କବୀର ଭୋଇ ସ୍ତ୍ରୀଙ୍କୁ ପୁରୀରୁ କଟକ ବଡ଼ ମେଡିକାଲ ପର୍ଯ୍ୟନ୍ତ ନିଜେ ଟ୍ରଲିରେ ବୋହିନେବା ଘଟଣା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅପାରଗତାକୁ ପଦାରେ ପକାଇଛି। ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ଏହା ଏକ ନମୁନା ମାତ୍ର...

ଖସୁଛି ସଂକ୍ରମଣ ସଂଖ୍ୟା, ଚିନ୍ତା ବଢ଼ାଉଛି ମୃତ୍ୟୁ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୧୦ଦିନ ହେବ ଦୈନିକ ସଂକ୍ରମଣ କ୍ରମାଗତ ଭାବେ ଖସିବାରେ ଲାଗିଛି। ଏହି ୧୦ଦିନରେ ପଜିଟିଭ୍‌ ହାର ୮.୫୩%ରୁ ୬.୩୨%କୁ ଖସି ଆସିଛି। ସେହିପରି ଦୈନିକ ସଂକ୍ରମଣ କ୍ଷେତ୍ରରେ ସଂଖ୍ୟା ୪,୧୪୧ରୁ...

ଡିଲ୍‌ ବେଳେ ଶିକାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,(ବ୍ୟୁରୋ)/ସୋନପୁର, (ନି.ପ୍ର.)୧୪ା୧୦:ରାଜ୍ୟରେ ବନ୍ୟପ୍ରାଣୀ ଶିକାର ବିରୋଧରେ କଠୋର ଆଇନ ବ୍ୟବସ୍ଥା ରହିଛି। ହେଲେ କଡ଼ା ଆଇନ ଓ କଟକଣା ସତ୍ତ୍ୱେ ବନ ବିଭାଗ ବନ୍ୟପ୍ରାଣୀ ଶିକାରକୁ ରୋକିପାରୁ ନାହିଁ। ବିଶେଷକରି ଅନ୍ତର୍ଜାତୀୟ ବଜାରରେ ବାଘଛାଲର ବିଶେଷ ଚାହିଦା ରହିଥିବାରୁ ବାଘଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri