ମେଟ୍ରୋ

ଚିତ୍ରକଳାରେ ଓଡ଼ିଶାର କଳା, ଭାସ୍କର୍ଯ୍ୟ

ଭୁବନେଶ୍ୱର, ୭।୪ (ବ୍ୟୁରୋ): ମଧ୍ୟପ୍ରଦେଶର ଭୋପାଳରେ ‘ଫାଉଣ୍ଡେଶନ ଅଫ ଆର୍ଟ ଆଣ୍ଡ କଲ୍‌ଚର’ ଦ୍ୱାରା ଓଡ଼ିଶାର ଚିତ୍ର ଓ ଭାସ୍କର୍ଯ୍ୟଶିଳ୍ପୀଙ୍କ କଳାକୃତିକୁ ନେଇ ମଙ୍ଗଳବାର ‘ଅନୱାର୍ଡ଼ ଓଡ଼ିଶା’ ଶୀର୍ଷକ ଅନଲାଇନ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। କ୍ୟୁରେଟର ଅନୁପ କୁମାର ଚାନ୍ଦ…

ଚିହ୍ନଟକାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର,୭।୪(ବ୍ୟୁରୋ): ଯାଁଳା ଫାଣ୍ଡିରେ ଥିବା ଏକ ଗାଡ଼ିରୁ ମହିଳାଙ୍କ ନରକଙ୍କାଳ ଜବତ ଘଟଣାକୁ ଦେଢ଼ ମାସ ବିତିବାକୁ ବସିଥିଲେ ମଧ୍ୟ କମିଶନରେଟ ପୋଲିସ ମୃତାଙ୍କ ପରିଚୟ ପାଇବାରେ ବିଫଳ ହୋଇଛି। ସମସ୍ତ ଦିଗରୁ ବିଫଳ ହେବାପରେ ଏବେ କମିଶନରେଟ ପୋଲିସ ମୃତ…

୪ .୮୦ କୋଟିର ବ୍ୟାଙ୍କ ଋଣ ଠକେଇ: ଟିମ୍ବର ଡିପୋ ପ୍ରୋପ୍ରାଇଟର ଗିରଫ

ଭୁବନେଶ୍ୱର,୭।୪(ବ୍ୟୁରୋ): ଜନପଥସ୍ଥିତ ଆଇଡିବିଆଇ ବ୍ୟାଙ୍କରେ ୬ଟି ପ୍ଲଟ ବନ୍ଧକ ରଖି ୪ କୋଟି ୮୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଆର.କେ. ଟିମ୍ବର କମ୍ପାନୀର ପ୍ରୋପ୍ରାଇଟର ନରେନ୍ଦ୍ର କୁମାର ସାହୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ବ୍ୟାଙ୍କ ଆଞ୍ଚଳିକ ମୁଖ୍ୟଙ୍କ ଅଭିଯୋଗକ୍ରମେ…

୫କୋଟି ବ୍ୟୟରେ ହେବ ବ୍ୟାଖ୍ୟାକରଣ କେନ୍ଦ୍ର

ଭୁବନେଶ୍ୱର,୭।୪(ବ୍ୟୁରୋ): ବିଶ୍ୱର ଏକ ପ୍ରମୁଖ ଐତିହାସିକ ସ୍ଥଳ ଭାବେ ଧଉଳି ଶାନ୍ତି ସ୍ତୁପ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଏହି ଠାରୁ ହିଁ ଶାନ୍ତି, ଅହିଂସା ଓ ସତ୍ୟର ମନ୍ତ୍ର ସମଗ୍ର ବିଶ୍ୱକୁ ଉଦ୍‌ବୁଦ୍ଧ କରିଥିଲା। ଏହି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ…

ଅଧିକ ଟିକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୭।୪(ବ୍ୟୁରୋ): କୋଭିଡ୍‌ ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ଅତି କମ୍‌ରେ ୧୫ରୁ ୨୦ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର…

ଓଇଆର୍‌ସି ଅଫିସ ଘେରିଲା କଂଗ୍ରେସ

ଭୁବନେଶ୍ୱର, ୭ା୪(ବ୍ୟୁରୋ): ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ କଂଗ୍ରେସ କର୍ମୀମାନେ ଓଇଆର୍‌ସି କାର୍ଯ୍ୟାଳୟର ଗେଟ୍‌ ଖୋଲି ଜୋର ଜବରଦସ୍ତ…

ଦାୟିତ୍ୱରୁ ହଟିବେ ପୋଲିସ ଡିଜି

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରୁ ୧୯୮୬ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଅଭୟ ଖୁବ୍‌ଶୀଘ୍ର ହଟିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଆସନ୍ତା ଡିସେମ୍ବରରେ ଅଭୟଙ୍କ ଚାକିରି କାର୍ଯ୍ୟକାଳ ସମାପ୍ତ ହେଉଛି। କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ସେ ଚାକିରିରୁ…

୧୦ଦିନରେ ମିଳିବ ଆବାସିକ, ଆୟ ପ୍ରମାଣପତ୍ର; ୧୫ଦିନ ମଧ୍ୟରେ ଜାତି ପ୍ରମାଣପତ୍ର

ଭୁବନେଶ୍ୱର, ୬।୪(ବ୍ୟୁରୋ)- ଜାତିଗତ, ଆବାସିକ, ଆୟ ଆଦି ବିଭିନ୍ନ ମିସ୍‌ଲାନିୟସ୍‌ ପ୍ରମାଣପତ୍ର ଯେପରି ଲୋକମାନଙ୍କୁ ଶୀଘ୍ର ମିଳିପାରିବ ସେନେଇ ରାଜ୍ୟ ସରକାର ମଙ୍ଗଳବାର ଏକ ପରିବର୍ତ୍ତିତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜନକୈନ୍ଦ୍ରିକ ଏବଂ ପ୍ରଶାସନିକ ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜସ୍ବ…

କଠୋର ହେବ କରୋନା ଗାଇଡ୍‌ଲାଇନ୍‌; ୧୦ ଦିନିଆ ସ୍ବତନ୍ତ୍ର ଡ୍ରାଇଭ୍‌ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ଛତିଶଗଡ ସୀମାକୁ ଲାଗିଥିବା ଜିଲାଗୁଡିକରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବଢିବାରେ ଲାଗିଛି। କୋଭିଡ୍‌ ପଜିଟିଭ୍‌ ମାମଲା ବଢୁଥିବା ପଶ୍ଚିମ ଓଡିଶା ଜିଲାଗୁଡିକୁ ନିୟମିତ ପରିଦର୍ଶନ କରି ତୃଣମୂଳ ସ୍ତରରେ ସ୍ଥିତିକୁ ଦେଖି ଜରୁରୀ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ…

ରାଜଧାନୀରେ ମାଡିଲା କରୋନା: ଆଜି ଚିହ୍ନଟ ହେଲେ ୧୦୧ ଆକ୍ରାନ୍ତ; ଖଣ୍ଡଗିରିରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ବେଳକୁ ବେଳ ଅସମ୍ଭାଳ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବଢ଼ିବାରେ ଲାଗିଛି। ଏହି କ୍ରମରେ ରାଜ୍ୟରେ ମୋଟ ସଂକ୍ରମଣରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ରାଜଧାନୀରୁ ଚିହ୍ନଟ ହୋଇଛନ୍ତି…

ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲଦାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲଦାର ବିଚିତ୍ରାନନ୍ଦ ନାୟକ। ତହସିଲଦାରଙ୍କ ଗାଡ଼ିରୁ ୧ ଲକ୍ଷ ୭ହଜାର ଟଙ୍କା ଜବତ ହୋଇଛି। ଏହାକୁ ନେଇ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବା ସୂଚନା ଦେଇଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତ କେଉଁ…

ରାଜଧାନୀରେ ଏକ ଆପାର୍ଟମେଣ୍ଟକୁ ସିଲ୍‌ କଲା ବିଏମ୍‌ସି, ୧୦ ଦିନ ଯାଏ ପ୍ରବେଶ-ପ୍ରସ୍ଥାନ ମନା

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଭଳି ସ୍ଥିତିରେ ବିଏମ୍‌ସି ପକ୍ଷରୁ ରାଜଧାନୀର ଏକ ଆପାଟମେଣ୍ଟକୁ ସିଲ୍‌ କରିଦିଆଯାଇଛି। ଏକାଧିକ କରୋନା ଆକ୍ରାନ୍ତି ଚିହ୍ନଟ ପରେ ଟଙ୍କପାଣି ରୋଡ୍‌ର ତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?