ଖସୁଛି ସଂକ୍ରମଣ ସଂଖ୍ୟା, ଚିନ୍ତା ବଢ଼ାଉଛି ମୃତ୍ୟୁ
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୧୦ଦିନ ହେବ ଦୈନିକ ସଂକ୍ରମଣ କ୍ରମାଗତ ଭାବେ ଖସିବାରେ ଲାଗିଛି। ଏହି ୧୦ଦିନରେ ପଜିଟିଭ୍ ହାର ୮.୫୩%ରୁ ୬.୩୨%କୁ ଖସି ଆସିଛି। ସେହିପରି ଦୈନିକ ସଂକ୍ରମଣ କ୍ଷେତ୍ରରେ ସଂଖ୍ୟା ୪,୧୪୧ରୁ...
ଡିଲ୍ ବେଳେ ଶିକାରୀଙ୍କୁ ଧରିଲା ଏସ୍ଟିଏଫ୍
ଭୁବନେଶ୍ୱର,(ବ୍ୟୁରୋ)/ସୋନପୁର, (ନି.ପ୍ର.)୧୪ା୧୦:ରାଜ୍ୟରେ ବନ୍ୟପ୍ରାଣୀ ଶିକାର ବିରୋଧରେ କଠୋର ଆଇନ ବ୍ୟବସ୍ଥା ରହିଛି। ହେଲେ କଡ଼ା ଆଇନ ଓ କଟକଣା ସତ୍ତ୍ୱେ ବନ ବିଭାଗ ବନ୍ୟପ୍ରାଣୀ ଶିକାରକୁ ରୋକିପାରୁ ନାହିଁ। ବିଶେଷକରି ଅନ୍ତର୍ଜାତୀୟ ବଜାରରେ ବାଘଛାଲର ବିଶେଷ ଚାହିଦା ରହିଥିବାରୁ ବାଘଙ୍କ...
ଟ୍ୟାପ୍ରୁ ମିଳିବ ଶୁଦ୍ଧ ପାଣି
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ବିକଶିତ ରାଷ୍ଟ୍ରର ଲୋକଙ୍କ ଭଳି ସିଧା...
ଗ୍ରାମାଞ୍ଚଳ ସଡ଼କ ନିର୍ମାଣରେ ଚଞ୍ଚକତା
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ଓ୍ବାଇ) ଅଧୀନ ଗ୍ରାମାଞ୍ଚଳ ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଛି। ନିର୍ଦ୍ଧାରିତ ସମୟରେ କାମ ଶେଷ ନ ହେବା ଏବଂ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ଯୋଗୁ ରାଜକୋଷ ଉପରେ ଆର୍ଥିକ ବୋଝ ପଡୁଛି।...
ଲଗାଣବର୍ଷା: ପାହାଡ଼ ଧସିଲା
ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍.ଏ.)/ପାରଳାଖେମୁଣ୍ଡି,୧୪ା୧୦(ସ୍ବ.ପ୍ର.):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ...
୨୦୨୨ ସୁଦ୍ଧା ସମସ୍ତ ସହରର ସବୁ ଘରକୁ ପାଇପ ପାଣି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକଙ୍କ ଭଳି ସିଧା...
ତୀବ୍ର ଅବପାତ ନେଲା ୨ ଜୀବନ: ୪ ଗୁରୁତର
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ତୀବ୍ର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ମଙ୍ଗଳବାର ସକାଳୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଲାଗି ରହିଛି। ତେବେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଏଭଳି ଅଭାବନୀୟ ଘଟଣା...
ତୀବ୍ର ଅବପାତର ପ୍ରଭାବ: ଦକ୍ଷିଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷୁଛି
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । କୋରାପୁଟ,...
ଟୁଇନ୍ ସିଟିରେ ଲଗାଣ ବର୍ଷା: ଆହୁରି ବର୍ଷିବା ନେଇ ସୂଚନା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): କଟକ ଏବଂ ଭୁବନେଶ୍ୱରରେ ଶନିବାର ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଲାଗି ରହିଛି। ଏହା ମଧ୍ୟାହ୍ନ ୧୨ଟା ୩୦ ଯାଏ ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଲୋକଙ୍କୁ ସତର୍କ ରହିବାକୁ ଆଞ୍ଚଳିକ...
ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...
CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...
ଶିକ୍ଷାନୁଷ୍ଠାନର ୫କି.ମି. ମଧ୍ୟରେ ହେବ ଡିଇଏଲ୍ଇଡି ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ଡିଇଏଲ୍ଇଡି (ଡିପ୍ଲୋମା ଇନ୍ ଏଲିମେଣ୍ଟାରି ଏଜୁକେଶନ) ପରୀକ୍ଷାର୍ଥୀମାନେ ବାସସ୍ଥାନରୁ ଦୂରରେ ରହି ପରୀକ୍ଷା ଦେବାକୁ ଅନିଚ୍ଛା ପ୍ରକାଶ କରିଛନ୍ତି। ସେମାନେ ପାଠ ପଢ଼ୁଥିବା ଡିଆଇଇଟି/ଇଟିଇଆଇ/ଡିଆର୍ସି ଆଦି ଶିକ୍ଷା ପ୍ରତିଷ୍ଠାନ ସେମାନଙ୍କ ଘରଠାରୁ...
Archives


