ମେଟ୍ରୋ

ସିଏଜି ରିପୋର୍ଟ ନେଇ ସରକାରଙ୍କ ଉପରେ ବର୍ଷିଲା ଭାଜପା

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ବିଭାଗ ଅର୍ଥ ହେରଫେର କରିଛନ୍ତି ବୋଲି ସିଏଜି ରିପୋର୍ଟରେ ଦର୍ଶାଇଛନ୍ତି ା ବିନିଯୋଗ ପ୍ରମାଣପତ୍ର (ୟୁସି) ଦାଖଲ କରିବାରେ ବିଳମ୍ବ ହୋଇଥିବାରୁ ୨୦୧୬-୧୭ ଏବଂ ୨୦୧୮-୧୯ରେ ୪୫,୩୪୦ କୋଟି ଏବଂ ୨୯,୧୩୮ କୋଟି...

ଓଜେଇଇ ଆରମ୍ଭ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହୋଇଛି। କରୋନା ପାଇଁ ଏଥର ଓଜେଇଇ ଅହେତୁକ ବିଳମ୍ବରେ ହୋଇଛି। ତେବେ ପ୍ରଥମ ଦିନରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଛି। ଓଡ଼ିଶାର ୨୧ ସହରର...

୨୨ରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ସୋମବାର ଆଉଏକ ତାଲିକା ପ୍ରକାଶ ପାଇଛି। ଯୁକ୍ତ୩ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ପର୍ଯ୍ୟନ୍ତ ନାମ ଲେଖାଇପାରିବେ। ଦ୍ୱିତୀୟ...

ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଜନ୍ମଦିନ ପାଳନ ବେଳେ ଜନଗହଳି କରି ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ତାଙ୍କ କାର୍ଯ୍ୟାଳୟକୁ ସିଲ୍‌ କରିଛି। ଏହି ଘଟଣାକୁ ନେଇ ଅପରାଜିତା ବିଜେଡି ନେତାଙ୍କ...

ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର,୧୩।୧୦ (ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍‌ ଅଏଲ୍‌ ପେଟ୍ରୋଲ ପମ୍ପ ବିସ୍ଫୋରଣକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)। ଇତିମଧ୍ୟରେ ୬ଦିନ ବିତିଯାଇଥିବାବେଳେ ଏହି ଘଟଣାରେ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ରାଜ୍ୟ ମୁଖ୍ୟ...

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି। ୬ କିମି ବେଗରେ ଗତି କରୁଥିବାବେଳେ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ...

କଟକ ସହରରୁ ୭୪ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୨।୧୦: କଟକ ସହରରୁ ସୋମବାର ୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୯ ଲୋକାଲ ଏବଂ ୧୯ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏ ନେଇ...

ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ସ୍ମରଣୀୟ ହୋଇ ରହିବ ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି...

ନାମାଙ୍କନପତ୍ର ଦାଖଲକଲେ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ରାଜକିଶୋର ବେହେରା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେ ଅତିରିକ୍ତ ଜିଲାପାଳଙ୍କୁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଜିଲା ଭାଜପା ସଭାପତି ସତବ୍ରତ ମହାପାତ୍ର ଉପସ୍ଥିତ...

ପରପାରିରେ ପୂର୍ବତନ ବାଚସ୍ପତି ଶରତ କର

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟରେ ପୀଡ଼ିତ କର ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ  ମୃତ୍ୟୁ ବରଣ କରିଛନ୍ତି। ଏ ନେଇ ତାଙ୍କ ପୁଅ ସୁମନ...

ଭୁବନେଶ୍ୱରୁ ଆଜି ପୁଣି ୨୭୧ ପଜିିଟିଭ୍‌ ଚିହ୍ନଟ: ଲୋକାଲ କେସ୍‌ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୦୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ମୁଁ ରେସ୍‌ରେ ନ ଥିଲି, ଖାଇ ବସିଥିଲି ଫୋନ୍‌ ଆସିଲା: ସ୍ବରୂପ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ):ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲ ପାଇଁ ଦଳ ଦିବଂଗତ ବିଧାୟକ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରିଥିବାବେଳେ ବାଲେଶ୍ବର ସଦର ପାଇଁ ସ୍ବରୂପ ଦାସଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri