ମେଟ୍ରୋ

ନୂଆ ଷ୍ଟ୍ରେନ୍‌ର ଗତି ପ୍ରଖର, ପଡିଛି ଭାଳେଣି

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ବହୁଶୀଘ୍ର ଚାରିଆଡକୁ ବ୍ୟାପିଯାଇଛି। ଦୈନିକ ପଜିଟିଭ୍‌ ସଂଖ୍ୟା ୫ଶହ ପାଖାପାଖି ପହଞ୍ଚତ୍ଥିବାବେଳେ ନୂଆ ଷ୍ଟ୍ରେନ୍‌କୁ ନେଇ ଭାଳେଣି ପଡିଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବର୍ତ୍ତମାନ ଯେଉଁ ଷ୍ଟ୍ରେନ୍‌ ଆସିଛି,…

ପିଆଇଏଲ୍‌ ପୂର୍ବରୁ ପ୍ରତିପକ୍ଷଙ୍କୁ ସମୟ ଦିଅ

ଭୁବନେଶ୍ୱର, ୪।୪(ବ୍ୟୁରୋ): ଦିନକୁ ଦିନ ଉଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା(ପିଆଇଏଲ୍‌)ର ସଂଖ୍ୟା ବଢ଼ିବାରେ ଲାଗିଛି। ବିଶେଷକରି ଅନେକ କ୍ଷେତ୍ରରେ ଆବେଦନକାରୀମାନେ କୌଣସି କର୍ତ୍ତୃପକ୍ଷଙ୍କ ନିକଟରେ ଦରଖାସ୍ତ କରିବା ପରେ ପ୍ରତିପକ୍ଷ ଏହାର କାର୍ଯ୍ୟକାରିତା ନେଇ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ହାଇକୋର୍ଟରେ…

ଦୁଇଦିନ ୧୪ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ି, କେନ୍ଦୁଝରଗଡ଼, ବୌଦ୍ଧରେ ମଧ୍ୟ ବର୍ଷା ହୋଇଛି। ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ, ନୟାଗଡ଼,…

ଆଜି ରାଜଧାନୀରୁ ୭୧ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୩।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୨ ଜଣ…

ଜୟନାରାୟଣ, ବିଷ୍ଣୁ, ମୋହନ ସସ୍‌ପେଣ୍ଡ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭାଜପାର ୩ ବିଧାୟକ ସସ୍‌ପେଣ୍ଡ। ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣାରେ କାର୍ଯ୍ୟାନୁଷ୍ଠାନସ୍ବରୂପ ବିଧାୟକ ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କୁ…

ଏହିସବୁ ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ଆଶଙ୍କା

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ହେବା ନେଇ ଶନିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସନ୍ଧ୍ୟା ୬ରୁ କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଜିଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି।…

ବିଧାନସଭାରେ ପାରିତ ହେଲା ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ବିଧାନସଭାରେ ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌ ପାରିତ ହୋଇଛି। ବିରୋଧୀଙ୍କ ହୋହଲ୍ଲା ଭିତରେ ବିଲ୍‌ ପାରିତ ହୋଇଥିବା ଜଣାପଡ଼ିଛି। ପୂର୍ବରୁ ଲୋକାୟୁକ୍ତରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ସହ ସମଗ୍ର ଦେଶରେ ନିଯୁକ୍ତି ବ୍ୟବସ୍ଥା ଥିଲା। ଏଣିକି…

ବିଧାନସଭା ଇତିହାସରେ ପ୍ରଥମ: ବାଚସ୍ପତିଙ୍କୁ ଚପଲ ଫିଙ୍ଗିଲେ ବିରୋଧୀ

ଭୁବନେଶ୍ୱର,୩।୪(ବ୍ୟୁରୋ): ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଛନ୍ତି ବିରୋଧୀ ଦଳର ବିଧାୟକ। ଶନିବାର ଏଭଳି ଏକ ଅଭାବନୀୟ ଦୃଶ୍ୟ ବିଧାନସଭାରେ ଦେଖିବାକୁ ମିଳିଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବା ଏବଂ ବିରୋଧୀ ଦଳ ନେତାଙ୍କୁ କହିବାକୁ…

ରାତି ୧୦ରୁ ସକାଳ ୫ ଯାଏ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…

୩୩୦୮.୬୯ କୋଟି କୋଭିଡ୍‌ ଋଣ ମଞ୍ଜୁର

ଭୁବନେଶ୍ୱର,୩।୪(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ (ଏମ୍‌ଏସ୍‌ଏମ୍‌ଇ) ଉଦ୍ୟୋଗକୁ ଚଳଚଞ୍ଚଳ କରିବାକୁ ନିଆଯାଇଥିବା ପଦକ୍ଷେପ ସ୍ବରୂପ ଋଣ ପ୍ରଦାନରେ ଉଲ୍ଲେଖନୀୟ ସଫଳତା ମିଳିଛି। କୋଭିଡ୍‌-୧୯ ଭଳି ପ୍ରତିକୂଳ ସମୟରେ ବ୍ୟାଙ୍କଗୁଡ଼ିକର ସହଯୋଗ…

ବାଘଛାଲ ସହ ୨ ବେପାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଅବାଧରେ ଚାଲିଛି। ଯେତେ ବାଘଛାଲ ଜବତ ହେଉଛି, ସେତେ ମିଳୁଛି। ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ ବାଘଛାଲ ଜବତ କରିଥିବାବେଳେ ଶୁକ୍ରବାର ଆଉ ଚୋରା ଚାଲାଣ ର଼୍ୟାକେଟକୁ ଠାବ କରିଛି।…

ଏଣିକି ବିବାହରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୬ ତାରିଖରୁ ବିବାହ ଉତ୍ସବରେ ୧୦୦ଜଣ ଲୋକ ଯୋଗଦେବେ। ସେହିପରି ଶୁଦ୍ଧି କାର୍ଯ୍ୟ ଲାଗି ୫୦ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?