OCS ମେନ୍ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍
ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ...
ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍
ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍। ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ ପରେ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ କରି ନ ଥିଲେ। ମାତ୍ର ଦୀର୍ଘମିଆଦୀ...
ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ ଯାତ୍ରୀଙ୍କ ହଙ୍ଗାମା
ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଯାତ୍ରୀମାନେ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରିନାହାନ୍ତି। ୨୫ରୁ ଅଧିକ ଯାତ୍ରୀ ଭୁବନେଶ୍ୱର ବିମାନବନ୍ଦରର...
Video: ଭୁବନେଶ୍ୱରରେ ବ୍ୟବସାୟୀଙ୍କ ଘରେ ପଶି ସୁନା ଅଳଙ୍କାର, ନଗଦ ଟଙ୍କା ଲୁଟ୍; ସାମ୍ନାକୁ ଆସିଲା CCTV ଫୁଟେଜ୍
ଭୁବନେଶ୍ୱର,୨୭ା୪: କିଛି ଦିନର ନୀରବତା ପରେ ରାଜଧାନୀ ଭୁବନେଶ୍ୱରରେ ପୁନର୍ବାର ଏକ ବଡ଼ ଧରଣର ଲୁଟ୍ ଘଟଣା ଘଟିଛି। ଲୁଟେରାମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି ସୁନା ଅଳଙ୍କାର ଏବଂ ନଗଦ ଟଙ୍କା ଲୁଟି ନେଇଛନ୍ତି। ଲୁଟେରାମାନଙ୍କ କାର୍ଯ୍ୟକଳାପ ସିସିଟିଭିରେ...
କଲବଲ କରିବ ଖରାଗୁଳୁଗୁଳି, କାଳବୈଶାଖୀ: ମେ’ ୧ ପର୍ଯ୍ୟନ୍ତ ଏସବୁ ଜିଲାରେ
ଭୁବନେଶ୍ୱର,୨୭ା୪(ଅନୁରାଧା ମହାରଣା): ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ କାଳାବୈଶାଖୀ ଭୟ ମଧ୍ୟ ରହିଛି। ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଆଦି ଜିଲାରେ...
ପହଲଗାମ ଆକ୍ରମଣକୁ ନେଇ ଏମିତି କ’ଣ କହିଲେ ସୁଲତା: ପୁରା ଯୋଗ୍ୟତା ନେଇ ପଛରେ ପଡ଼ିଗଲେ ଜୟନାରାୟଣ
ଭୁବନେଶ୍ୱର,୨୬।୪: ସାଂସଦ ସୁଲତା ଦେଓଙ୍କ ମନ୍ତବ୍ୟକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିନ୍ଦା କରିଛନ୍ତି। ଅମଣିଷ ଭାବେ ଏଭଳି କଥା ସବୁ କହିବା ଅତ୍ୟନ୍ତ ନିନ୍ଦନୀୟ। ଏଭଳି କଦର୍ଯ୍ୟ କଥା କହୁଥିବା ଲୋକଙ୍କୁ ସବୁଦିନ ପ୍ରତ୍ୟାଖ୍ୟାନ କରାଯିବା ଦରକାର।ବରିଷ୍ଠ ନେତା...
କେନ୍ଦ୍ରୀୟ ଡେପୁଟେଶନରେ ଯିବେ ୨ ବରିଷ୍ଠ IPS ଅଫିସର; ମିଳିଲା ନୂଆ ନିଯୁକ୍ତି
ଭୁବନେଶ୍ୱର,୨୬।୪: କେନ୍ଦ୍ରକୁ ଡେପୁଟେଶନରେ ଯିବେ ଆଉ ୨ ବରିଷ୍ଠ ଆଇପିଏସ୍ ଅଫିସର। ବିଏସ୍ଏଫ୍ ଆଇଜି ଭାବେ ଆଇପିଏସ୍ ରବିକାନ୍ତ ଡେପୁଟେଶନରେ ଯିବେ। ସେହିଭଳି ଆଇପିଏସ୍ ଅଫିସର ମିତ୍ରଭାନୁ ମହାପାତ୍ର ୫ ବର୍ଷ ଲାଗି ବିଏସ୍ଏଫ୍ ଡିଆଇଜି ଭାବେ ନିଯୁକ୍ତ ହେବେ।...
ଗରିବଙ୍କ E-KYC ଭୁଲ୍ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ। ଯଦି ଭୁଲରେ...
ଆସନ୍ତା ୧ରୁ ଜୁନ୍ ଯାଏ ଚାଲିବ ରବି ଋତୁ ଧାନକିଣା
ଭୁବନେଶ୍ୱର, ୨୬ା୪(ସୁନିତ୍ ମିଶ୍ର):ଗତ ଖରିଫ୍ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍ ଧାନ ସଂଗ୍ରହ କରାଯାଇଛି। ଏଥିନିମନ୍ତେ ଚାଷୀଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ବାବଦକୁ ୧୬ ହଜାର...
ଓଡ଼ିଶା ଭାରତର ଇସ୍ପାତ ରାଜଧାନୀ
ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଫିକି ସହଯୋଗରେ ମୁମ୍ବାଇର ବମ୍ବେ ପ୍ରଦର୍ଶନୀ କେନ୍ଦ୍ରଠାରେ ଶୁକ୍ରବାର ‘ଇଣ୍ଡିଆ ଷ୍ଟିଲ-୨୦୨୫’ ରାଉଣ୍ଡ୍ ଟେବୁଲ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ସମୃଦ୍ଧ...
‘ଘଟଣାର ଜଡ଼ରେ ପହଞ୍ଚିବା ସାମ୍ବାଦିକଙ୍କ ଦାୟିତ୍ୱ’
ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା):ସାମ୍ବାଦିକତା ହେଉଛି ସର୍ବପୁରାତନ ଜୀବିକା। କାହିଁ କେଉଁ କାଳରୁ ମଣିଷ ହୁଅନ୍ତୁ ବା ପ୍ରାଣୀ ଜୀବନ ଜୀବିକା ନିର୍ବାହ ପାଇଁ ଖାଦ୍ୟ ସମ୍ପର୍କରେ ସାଥୀଙ୍କୁ ସୂଚନା ଦେଇଥା’ନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସମାଜକୁ ଠିକ୍ ସୂଚନା ପହଞ୍ଚାଇବାର ଦାୟିତ୍ୱ ଗଣମାଧ୍ୟମ...
ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ୨୦୦୮ରୁ ରହିଆସୁଥିବା କମିଶନରେଟ୍ ପୋଲିସର ସୂଚନା
ଭୁବନେଶ୍ୱର,୨୬ା୪: ରାଜଧାନୀ ଭୁବନେଶ୍ୱରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ସୂଚନା ମିଳିଛି। ଦୀର୍ଘମିଆଦୀ ଭିଜାରେ ୨୦୦୮ରୁ ସେ ଭୁବନେଶ୍ବରରେ ରହିଆସୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ କରାଯାଇଛି। ୨୦୨୪ରେ ମହିଳାଙ୍କ ଭିଜା ଅବଧି ଶେଷ ହୋଇଯାଇଥିଲେ...
Archives


