ଆଇଏଫ୍ଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ଆଇଏଫ୍ଏସ୍ ସ୍ତରରେ ଅଦଳ ବଦଳ ହୋଇଛି। ଏ ନେଇ ସୋମବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ସିଇଓ ସୁଶାନ୍ତ ନନ୍ଦଙ୍କୁ ପରିବେଶ ବିଭାଗର ନିର୍ଦ୍ଦେଶକ…
ଓଡ଼ିଶାରେ ୭୬୦ କଲରାପତରିଆ ବାଘ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ) ପକ୍ଷରୁ ପ୍ରକାଶିତ ‘ଷ୍ଟାଟସ୍ ଅଫ୍ ଲିଓପାର୍ଡସ୍ ଇନ୍ ଇଣ୍ଡିଆ ୨୦୧୮’ ରିପୋର୍ଟରୁ…
ବିଜେଡି ରାଜ୍ୟ ପରିଷଦ ବୈଠକ: ଦୁର୍ନୀତି ବିକାଶର ବଡ଼ ଶତ୍ରୁ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଦୁର୍ନୀତି ବିକାଶର ବଡ଼ ଶତ୍ରୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ବିରୋଧରେ ସବୁବେଳେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏବେ ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରପଞ୍ଚଙ୍କଠାରୁ ଆରମ୍ଭକରି ବ୍ଲକ ଚେୟାରମ୍ୟାନ, ଜିଲା…
ଜାନୁୟାରୀ ୬ରୁ ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା: ମାର୍ଗଦର୍ଶିକା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଯୁକ୍ତ୩ ପ୍ରଥମ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଜାନୁୟାରୀ ୬ରୁ ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିବା ସହ ମାର୍ଗଦର୍ଶିକା ଜାରି କରିଛି। ଉକ୍ତ…
ଶୀତରେ ଥରୁଛି ଓଡ଼ିଶା
ଭୁବନେଶ୍ୱର,୨୨। ୧୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଶୀତ ଆରମ୍ଭ ହୋଇଛି। ସାରା ଓଡିଶା ଶୀତରେ ଥରୁଛି। ପାରଦ ୫ରୁ ୭ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ବଣ ପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ଭୟଙ୍କର ହୋଇଛି। ଦେହ ହାତ…
ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା
ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରିଛି। ପ୍ରଥମ ୩ଦିନ କେବଳ ସେବାୟତ ପରିବାରର ସଦସ୍ୟ ମହାପ୍ରଭୁଙ୍କ ଦର୍ଶନ…
୧୦୦ ଟଙ୍କାରେ ଆଣ୍ଟିଜେନ୍ ଟେଷ୍ଟ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ରାଜ୍ୟର ଘରୋଇ ଲ୍ୟାବ୍ରେ କରୋନା ଚିହ୍ନଟ ପାଇଁ କରାଯାଉଥିବା ରାପିଡ୍ ଆଣ୍ଟିଜେନ୍ ଟେଷ୍ଟର ମୂଲ୍ୟ ୧୦୦ କରିଛନ୍ତି ରାଜ୍ୟ ସରକାର। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଘରୋଇ ଲାବୋରୋଟୋରିଗୁଡ଼ିକ…
ଭୁବନେଶ୍ୱରରୁ ଆଜି ପୁଣି ୪୪ ପଜିିଟିଭ୍ ଚିହ୍ନଟ: ୩୬ ସୁସ୍ଥ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍ ୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ପର୍ଯ୍ୟଟନସ୍ଥଳୀର ପୂର୍ବସ୍ଥିତି ଫେରୁଛିି
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଧୀରେ ଧୀରେ ସ୍ଥିତି ସ୍ବାଭାବିକ ହେଉଥିବା ବେଳେ ଦୀର୍ଘ ୮ମାସରୁ ଊର୍ଦ୍ଧ୍ୱ ସମୟ ଧରି ଲକ୍ଡାଉନ୍ ଓ ଶଟ୍ଡାଉନ୍ କଟକଣାରେ ରହିଥିବା ଲୋକେ ଏବେ ଶୀତର ମଜା ନେବାକୁ ବାହାରକୁ ବାହାରୁଛନ୍ତି। ଶୀତୁଆ…
ଆକାଶଙ୍କ ଜେରାରୁ ଦୃଢ଼ ପ୍ରମାଣ ମିଳିଲା
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ବହୁକୋଟି ଠକେଇ ଓ ଟ୍ରାଭେଲ ଏଜେନ୍ସି ସ୍କାଏ କିଙ୍ଗ୍କୁ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ସମ୍ପୃକ୍ତ ଆକାଶ ପାଠକଙ୍କ ୪ ଦିନିଆ ରିମାଣ୍ଡ ରବିବାର ଶେଷ ହୋଇଛି। କମିଶନରେଟ ପୋଲିସର…
ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୦୮ ଜଣ ଚିହ୍ନଟ…
ଭିତିରି ବୁଝାମଣାର ଅନ୍ତ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହେବାର ବର୍ଷେ ୭ ମାସ ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡିର ବରିଷ୍ଠ ନେତାମାନେ କେନ୍ଦ୍ରର ମୋଦି ସରକାର ବିରୋଧରେ ମୁହଁ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିବା ସୂଚନା ମିଳୁଛି।…
Archives


