ମେଟ୍ରୋ

‘ରାଞ୍ଚତ୍କୁ ନ ଯାଉ ରାଉରକେଲା ଏନ୍‌ଆଇଏମ୍‌ଆର୍‌’

ଭୁବନେଶ୍ୱର, ୧।୪(ବ୍ୟୁରୋ):ରାଉରକେଲାରେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଲେରିଆ ରିସର୍ଚ୍ଚ (ଏନ୍‌ଆଇଏମ୍‌ଆର୍‌)କୁ ରାଞ୍ଚତ୍କୁ ସ୍ଥାନାନ୍ତର ନ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ। ସେ ଲେଖିଛନ୍ତି ଯେ,…

ରେଡ୍‌ ମଡ୍‌ର ସଦୁପଯୋଗ ଲାଗି ଆସିବ ଟେକ୍ନୋଲୋଜି

ଭୁବନେଶ୍ୱର,୧।୪: ବକ୍ସାଇଟରୁ ଆଲୁମିନିୟମ ବାହାର କରିବା ସମୟରେ ନିର୍ଗତ ହେଉଥିବା ବକ୍ସାଇଟ ରେସିଡ୍ୟୁ (ରେଡ୍‌ ମଡ୍‌)କୁ ସୁଦୁପଯୋଗ କରାଯିବ। ଏଥିଲାଗି ଟେକ୍ନୋଲୋଜି ବିକଶିତ କରିବାକୁ ପଦକ୍ଷେପ ନିଆଯାଇଛି। ବୁଧବାର ସ୍ଥାନୀୟ ସିଏସ୍‌ଆଇଆର୍‌ ଆଇଏମ୍‌ଏମ୍‌ଟି ଅଡିଟୋରିୟମ ପରିସରରେ ଇଣ୍ଡଷ୍ଟ୍ରି ଓ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ…

ଅସ୍ପଷ୍ଟ ହେଉଛି ଓଡ଼ିଶା ଭୂଖଣ୍ଡ ସ୍ଥିତି

୧୯୩୬ ଏପ୍ରିଲ ୧ରେ ଭାଷା ଭିତ୍ତିରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲା। ଠିକ୍‌ ଆଜିକୁ ୮୫ବର୍ଷ ବିତିଯାଇଥିଲେ ସୁଦ୍ଧା ଓଡ଼ିଶାର ସୀମା ସ୍ପଷ୍ଟ ହୋଇପାରୁନି। ପଡୋଶୀ ରାଜ୍ୟଗୁଡ଼ିକ ବାରମ୍ବାର ଓଡ଼ିଶା ଭିତରକୁ ପଶି ଆସି ଗାଁ ଦଖଲ କରୁଛନ୍ତି। ରାସ୍ତାଘାଟ…

ମେଡିକାଲ, ଇଞ୍ଜିନିୟରିଂରେ ସରକାରୀ ସ୍କୁଲ ପିଲାଙ୍କ ନାମଲେଖା ପ୍ରସଙ୍ଗ: ୧୫% ସଂରକ୍ଷଣ ନେଇ ବିଜ୍ଞପ୍ତି

ଭୁବନେଶ୍ୱର, ୧।୩ (ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ସରକାର ୧୫% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି। ଏନେଇ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସରକାରୀ…

ପିଏମ୍‌ଏଓ୍ବାଇ-ବିପିଜିଓ୍ବାଇ ଲୋଗୋ କଳି

ଭୁବନେଶ୍ୱର,୧ା୪(ବ୍ୟୁରୋ):ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ(ପିଏମ୍‌ଏୱାଇ-ଜି)ରେ ବିଜୁ ପକ୍କାଘର ଯୋଜନା (ବିପିଜିୱାଇ) ଲୋଗୋ ଲଗାଯାଉଛି। ଏହା କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା। ଏଥିରେ ବିପିଜିଓ୍ବାଇ ଲୋଗୋ ନ ଲଗାଇବାକୁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ଏନେଇ ମାର୍ଚ୍ଚ ୧୨ରେ ଗ୍ରାମ୍ୟ ଉନ୍ନୟନ…

ବନ୍ଦ ହେଲା ଟିଟିପିଏସ୍‌: ପୂର୍ବାହ୍ନ ୮ଟା ୪୩ରେ ଲିଭିଲା ଲାଇଟ୍‌

ତାଳଚେର,୧ା୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରଠାରେ ଥିବା ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌) ପୂର୍ବ ଘୋଷଣା ଅନୁଯାୟୀ ବୁଧବାରଠାରୁ ବିଧିବଦ୍ଧ ଭାବେ ବନ୍ଦ ହୋଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶ କାର୍ଯ୍ୟକାରୀ କରି ନ ଥିବାରୁ ୫୪…

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି: ଗୃହ ହୁଲସ୍ଥୂଲ

ଭୁବନେଶ୍ୱର,୧ା୪(ବ୍ୟୁରୋ):କରୋନା ମହାମାରୀରେ ଲୋକମାନେ ଜୀବନଜୀବିକା ହରାଇ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଏପରିସ୍ଥଳେ ବିଦ୍ୟୁତ୍‌ ଶୁଳ୍କ ବଢ଼ାଇ ସରକାର ବୋଝ ଉପରେ ନଳିତାବିଡ଼ା ଲଦିଛନ୍ତି। ଗତ ୭ ମାସରେ ଦୁଇ ଥର ବିଦ୍ୟୁତ୍‌ ଶୁଳ୍କ ବଢ଼ାଯାଇଛି। ସରକାର ତୁରନ୍ତ ବିଦ୍ୟୁତ୍‌…

ପୁଣି ହେବ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୧।୪(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଏପ୍ରିଲ୍‌ ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡଲାଇନ୍‌ ଏପ୍ରିଲ୍‌ ୧ରୁ ୩୦ତାରିଖ ପର୍ଯ୍ୟନ୍ତ ଲାଗୁ ହେବ। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଏହି…

ପିପିଲି ପାଇଁ ଏପ୍ରିଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍‌ଆର୍‌ସି। – ଇଣ୍ଡୋରରେ ସର୍ବାଧିକ ୨୦୦ ଲୋକଙ୍କୁ ନେଇ ସଭା କରାଯିବା ପାଇଁ ନିର୍ଦ୍ଦେଶ। – ଇଣ୍ଡୋର…

ଏପ୍ରିଲ ପାଇଁ ଗାଇଡ୍‌ଲାଇନ୍‌ ଜାରି, ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ବୁଧବାର ଏପ୍ରିଲ ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ଏହି ଗାଇଡ୍‌ଲାଇନ୍‌ ଏପ୍ରିଲ ୧ରୁ ୩୦ ତାରିଖ ଯାଏ ଲାଗୁ ହେବ। କ’ଣ ରହିଛି ଗାଇଡ୍‌ଲାଇନ୍‌ରେ ଜାଣନ୍ତୁ: – ସତର୍କତାର ସହ ମାଇକ୍ରୋ…

ଆଜି ରାଜଧାନୀରୁ ୨୯ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୫ ଜଣ…

ଜଳୁଛି ଓଡ଼ିଶା, ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ଓଡ଼ିଶା। ବୁଧବାର ରାଜ୍ୟରେ ଗରମ ପବନ ବହିବା ସାଙ୍ଗକୁ ୨୪ ଘଣ୍ଟାରେ ତାପମାତ୍ରା ୪ ଡିଗ୍ରୀ ବୃଦ୍ଧି ଆଶଙ୍କା କରାଯାଉଛି। ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମପ୍ରବାହ ନେଇ ୨୧ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?