କାଲି ବନ୍ଦ ରହିବ ମୋ ବସ୍ ସେବା, ହେଲେ…
ଭୁବନେଶ୍ୱର,୨୮।୩(ବ୍ୟୁରୋ): ସୋମବାର ରଙ୍ଗର ପର୍ବ ହୋଲି। ଏଥିନିମନ୍ତେ ପ୍ରଥମାର୍ଦ୍ଧରେ ମୋ ବସ ସେବା ବନ୍ଦ ରହିବ । ହେଲେ ଅପରାହ୍ନ ୩ଟାରୁ ପୁଣି ଏହି ସେବା ଆରମ୍ଭ ହେବ। ମାଷ୍ଟର କ୍ୟାଣ୍ଟିନରେ ଥିବା ପାସ କାଉଣ୍ଟର ମଧ୍ୟ ସୋମବାର ବନ୍ଦ ରହିବ।…
ଆଲେନ୍ ଇନ୍ଷ୍ଟିଚ୍ୟୁଟରେ ୨୦ରୁ ଊର୍ଦ୍ଧ୍ୱ ଛାତ୍ର କରୋନା ପଜିଟିଭ୍: ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୨୮।୩(ବ୍ୟୁରୋ): ଭୁବନେଶ୍ୱର ମୈତ୍ରୀବିହାରସ୍ଥିତ ଆଲେନ ଇନ୍ଷ୍ଟିଚ୍ୟୁଟକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି ) ପକ୍ଷରୁ ସିଲ୍ କରାଯାଇଛି। ସେଠାରେ ୨୦ରୁ ଅଧିକ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମ୍ସି ଏଭଳି ନିଷ୍ପତ୍ତି ନେଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଇନ୍ଷ୍ଟିଚ୍ୟୁଟକୁ…
ରାଜଧାନୀରେ ୨ ଛୁଆଙ୍କୁ ହତ୍ୟା ପରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର,୨୮।୩: ଚନ୍ଦକା ଥାନା ଅଧୀନ ମେଣ୍ଢାଶାଳ ବିଞ୍ଝଗିରିରେ ରବିବାର ଏକ ଅଭାବନୀୟ ଘଟଣା ଘଟିିଛି। ୩ ଛୁଆଙ୍କୁ ବିଷ ପିଆଇ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ ରାଜଧାନୀବାସୀଙ୍କୁ ସ୍ତବ୍ଧ କରିଦେଇଛି। ବିଷ କ୍ରିୟାରେ ୨ କୁନି ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା’-ଝିଅ…
ଅଜିତ ଦାସଙ୍କୁ ‘ଜୀବନବ୍ୟାପୀ ସାଧନା’ ପୁରସ୍କାର
ଭୁବନେଶ୍ୱର, ୨୮।୩ (ବ୍ୟୁରୋ): ଓଡ଼ିଶାର ଅଗ୍ରଣୀ ମ୍ୟାନେଜମେଣ୍ଟ ପ୍ରତିଷ୍ଠାନ ହ୍ବାଇଟ୍ କାନ୍ଭାସ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ୧୦ମ ରୁଚି ଓଫା ଆଓ୍ବାଡର୍ସ ଉତ୍ସବ ଆୟୋଜିତ ହୋଇଯାଇଛି। ଏହାକୁ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ତଥା ଓଡ଼ିିଶା ମୋ ପରିବାରର…
୨ରେ ଆସିବେ ଉପରାଷ୍ଟ୍ରପତି
ଭୁବନେଶ୍ୱର, ୨୮ା୩(ବ୍ୟୁରୋ):ଆସନ୍ତା ଏପ୍ରିଲ ୨ତାରିଖରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓଡ଼ିଶା ଆସୁଛନ୍ତି। ୨ତାରିଖ ପୂର୍ବାହ୍ନ ୧୧ଟା ୧୫ ମିନିଟ୍ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ସେହିଦିନ ସନ୍ଧ୍ୟାରେ କଟକ ସାରଳା ଭବନରେ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜୟନ୍ତୀ…
୧୦ କୋଟିର ସାପବିଷ ଜବତ
ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜଧାନୀରେ ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶାଦ୍ରବ୍ୟ କାରବାର ପରେ ପ୍ରଥମ ଥର ସାପବିଷ ବେପାର ସାମ୍ନାକୁ ଆସିଛି। ଶନିବାର ଭୁବନେଶ୍ୱରର ଦୁଇଟି ସ୍ଥାନରେ ସାପବିଷ ବିକ୍ରି ପାଇଁ ଡିଲ୍ ବେଳେ ବନ ବିଭାଗ ପକ୍ଷରୁ ଏକସଙ୍ଗେ ଚଢ଼ାଉ କରାଯାଇ…
ଆଜି ରାଜଧାନୀରୁ ୫୦ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୧୦
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍…
ରାଜଧାନୀରେ ଧୂଳି ଝଡ଼ ସାଙ୍ଗକୁ ବର୍ଷା
ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶନିବାର ଅପରାହ୍ନରେ ହଠାତ୍ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ମଧ୍ୟାହ୍ନରେ ପ୍ରବଳ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡ଼ତୋଫାନ ସାଙ୍ଗକୁ ବର୍ଷା ହୋଇଛି। ଏହି ଝଡ଼ତୋଫାନ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ଅନେକ…
ବଢ଼ିଲା ବିଦ୍ୟୁତ ଦର: ଏଣିକି ୟୁନିଟ୍ ପିଛା ଦେବେ…
ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇଛି ବିଦ୍ୟୁତ ଦର। ୨୦୨୧-୨୨ ପାଇଁ ଓଇଆର୍ସିଙ୍କ ପକ୍ଷରୁ ଦରଧାର୍ଯ୍ୟ କରାଯାଇଛି। ନୂଆଦର ଅନୁଯାୟୀ କିଲୋଓ୍ବାଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ଓଇଆର୍ସି ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେହିଭଳି ପ୍ରଥମ ୫୦ ୟୁନିଟ୍ ପାଇଁ…
ରାଜ୍ୟରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ନାଟକ ପାଇଁ ଶୁଭଦିନ ଆସୁଛି
ଭୁବନେଶ୍ୱର, ୨୭।୩ (ବ୍ୟୁରୋ): ଦିନ ଥିଲା ମନୋରଞ୍ଜନର ଏକମାତ୍ର ମାଧ୍ୟମ ଥିଲା ନାଟକ। ବ୍ୟସ୍ତବହୁଳ କର୍ମମୟ ଜୀବନରେ କ୍ଲାନ୍ତ ହୋଇପଡିଥିବା ମଣିଷଟିଏ ନାଟକ ଦେଖି ମନକୁ ହାଲ୍କା କରୁଥିଲା। କେବଳ ସେତିକି ନୁହେଁ, ସମାଜରେ ବହୁ ବୈପ୍ଲବିକ ପରିବର୍ତ୍ତନ ଆଣିବାରେ ଏହି…
କ୍ରୁଟ୍ ଶ୍ରେଷ୍ଠ ଏସ୍ପିଭି
ଭୁବନେଶ୍ୱର,୨୭।୩ (ବ୍ୟୁରୋ): ସିଟି ବସ୍ ସେବା ଯୋଗାଉଥିବା ‘ମୋ ବସ୍’କୁ ପୁଣିଥରେ ଶୀର୍ଷ ପୁରସ୍କାର ମିଳିଛି। ଏହାର ପରିଚାଳନା କରୁଥିବା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦେଶରେ ଶ୍ରେଷ୍ଠ ସ୍ମାର୍ଟ ବିଶେଷ ପ୍ରୟୋଜନ ମାଧ୍ୟମ ସଂସ୍ଥା (ଏସ୍ପିଭି) ଭାବେ ପୁରସ୍କୃତ…

