ଓଜେଇଇ ପାଇଁ ଏସ୍ଓପି ଜାରି
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ୩ଟି ସିଫ୍ଟରେ ହେବ। ତେବେ କରୋନା ମହାମାରୀ ସମୟରେ ପରୀକ୍ଷାର ସୁପରିଚାଳନା ପାଇଁ...
ଲକ୍ଷଣହୀନ, ଗର୍ଭବତୀ, ଶିଶୁଙ୍କ ପାଇଁ ବାରଣ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ହୋମ୍ ଆଇସୋଲେଶନରେ ରହୁଥିବା କରୋନା ଆକ୍ରାନ୍ତ କିପରି ଫାଭିପିରାଭିର ଔଷଧ ଖାଇବେ, ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ଏସ୍ସିବିର ମେଡିସିନ ବିଭାଗ ମୁଖ୍ୟ ଡା....
୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି,...
ଋଣ ଶୁଝିବାକୁ ବ୍ୟାଙ୍କ ଲୁଟ୍
ଭୁବନେଶ୍ୱର,୬।୧୦ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ନନ୍ଦନବିହାର ଓ ବରିମୁଣ୍ଡା ବ୍ୟାଙ୍କ୍ ଲୁଟ୍ ଘଟଣା ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ଏହି ଦୁଇ ଘଟଣାରେ ଜଣେ ହିଁ ସମ୍ପୃକ୍ତ ଥିବା ଜଣାପଡିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଟାଙ୍ଗୀବନ୍ତ ଗଁାର...
ଶିବାଶିଷ ରାଉତ ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ ୨୦୨୦ର ଫଳାଫଳ ସୋମବାର ଆଇଆଇଟି-ଦିଲ୍ଲୀ ପକ୍ଷରୁ ଘୋଷଣା କରାଯାଇଛି। ସାରା ଦେଶରେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବାବେଳେ ୪୩,୨୦୪ଜଣ ପାସ୍ କରିଛନ୍ତି। କମନ୍ ର଼୍ୟାଙ୍କ୍ ଲିଷ୍ଟ (ସିଆର୍ଏଲ୍)ରେ ଚିରାଗ ଫାଲୋର...
ଏମ୍ଏସ୍ପି ଚାଷୀଙ୍କ ଆଇନଗତ ଅଧିକାର: ନରସିଂହ
ଭୁବନେଶ୍ୱର,୬।୧୦(ବ୍ୟୁରୋ): କୃଷି ଆଇନକୁ ନେଇ ଭାଜପା ଓ ବିଜେଡିକୁ ସମାନଭାବେ ସମାଲୋଚନା କରିଛି କଂଗ୍ରେସ। ବିଧାନସଭାରେ କୃଷି ଆଇନକୁ ଦୃଢ଼ ବିରୋଧ କରି ଭାଜପା ଉପରେ ବର୍ଷିଛନ୍ତି କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର। କୃଷି ଓ କୃଷକଙ୍କ ସମସ୍ୟା...
ଖଣି ଦୁର୍ନୀତି: ଘେରିଲେ ବିରୋଧୀ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗକୁ ନେଇ ବିରୋଧୀ ପୁଣି ସରକାରଙ୍କୁ ଘେରିଛନ୍ତି। ଖଣି ମାଫିଆ ଓ ଅଫିସର ଲକ୍ଷେ କୋଟି ଟଙ୍କା ଲୁଟି ନେଇଛନ୍ତି। ସରକାର ଜାଣିଶୁଣି କୋଟି କୋଟି ଟଙ୍କା ରାଜସ୍ବ ହରାଇଛନ୍ତି। କରୋନା ମହାମାରୀ ବେଳେ ରାଜ୍ୟର...
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୯୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡାରୁ ୨୦୯, ଅନୁଗୋଳରୁ ୧୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି...
ଘରେ ଥିବା କୋଭିଡ-୧୯ ରୋଗୀଙ୍କୁ ଏହି ମେଡିସିନ ଖାଇବାକୁ ପରାମର୍ଶ
ଭୁବନେଶ୍ୱର,୫ା୧୦(ବ୍ୟୁରୋ)-ରାଜ୍ୟରେ କୋଭିଡ-୧୯ ମହାମାରୀ ସଂକ୍ରାମକ ରୂପ ଧାରଣ କରିଛି। ୮୦ ପ୍ରତିଶତ ଆଂଶିକ ଲକ୍ଷଣ ଥିବା କୋଭିଡ ସଂକ୍ରମିତଙ୍କୁ ନିଜ ଘରେ ସଙ୍ଗରୋଧରେ ରହିବାକୁ ପସନ୍ଦ କରୁଛନ୍ତି। ଏପରି ସ୍ଥଳେ ସେହି ରୋଗୀମାନଙ୍କୁ ରୋଗ ପ୍ରତିରୋଧ ପାଇଁ ଫାବିପିରାଭିର ଟାବଲେଟ...
ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୨୭
ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗ: ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ନାଁରେ ଏତଲା
ପୁରୀ ଅଫିସ,୫ା୧୦: ସ୍ବର୍ଗଦ୍ୱାରରେ ରବିବାର ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଏଥିରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ବିଧାୟକ ଉମାକାନ୍ତ ସାମନ୍ତରାୟ ଯୋଗଦେଇ କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଘଂନ କରିଛନ୍ତି ବୋଲି...
ଆଜି ରାଜ୍ୟରୁ ପୁଣି ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪ରେ ପହଞ୍ଚିଲା
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୨୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀ ଏବଂ...
Archives


