ମେଟ୍ରୋ

୧୭ରୁ ଥଣ୍ଡା ବଢ଼ିବ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଥଣ୍ଡାର ପ୍ରକୋପ ସାମାନ୍ୟ କମ୍‌ ରହିଛି। କିନ୍ତୁ ସକାଳୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ରାଜ୍ୟର ଅଧିକାଂଶ ଅଞ୍ଚଳ। ପ୍ରାୟ ୮ଟା ପର୍ଯ୍ୟନ୍ତ କୁହୁଡ଼ି ରହୁଥିବାରୁ ରାସ୍ତାଘାଟରେ ଯାତାୟାତରେ ଅସୁବିଧା ହେଉଛି। ରବିବାର କେନ୍ଦ୍ରାପଡ଼ା,…

‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ଆଉ ୪ ବେଳାଭୂମି

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ସାମିଲ ହେବାକୁ ଯାଉଛି ଓଡ଼ିଶାର ଆଉ ୪ ବେଳାଭୂମି। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ବେଳାଭୂମି ପର୍ଯ୍ୟଟନର ଗୁରୁତ୍ୱ ବୃଦ୍ଧି କରିବାକୁ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେଇଛନ୍ତି। ପୁରୀର ୨ ଓ ଗଞ୍ଜାମର ୨ ବେଳାଭୂମିକୁ ‘ବ୍ଲୁ…

କଳରବ ଶୁଭୁଛି, କୋଳାହଳ ନାହିଁ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ):ପର୍ଯ୍ୟଟନ ଋତୁ ଆରମ୍ଭ ହେବାମାତ୍ରେ ବିହଙ୍ଗ ଭୂସ୍ବର୍ଗ ମଙ୍ଗଳାଯୋଡ଼ିକୁ ଅତିଥି ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଉଥିଲା। ପକ୍ଷୀଙ୍କ କଳରବରେ ପୂରା ଅଞ୍ଚଳ ଫାଟି ପଡୁଥିବାବେଳେ ପର୍ଯ୍ୟଟକଙ୍କ କୋଳାହଳ ଭିତରେ ମଙ୍ଗଳାଯୋଡ଼ି ସତେ ଯେମିତି ବେଶ୍‌ ଚଳଚଞ୍ଚଳ ହୋଇଉଠୁଥିଲା। ଶୀତ ଆରମ୍ଭରୁ…

ଡିଏମ୍‌ଏଫ୍‌ ପାଣ୍ଠି ଖର୍ଚ୍ଚରେ ଓଡ଼ିଶା ପଛରେ

ଖଣି ଖନନ ଜନିତ ପ୍ରଦୂଷଣରେ ପେଷି ହୋଇଯାଉଛନ୍ତି ସ୍ଥାନୀୟ ବାସିନ୍ଦା। ଧ୍ୱଂସପାଉଛି ସେଠାକାର ଜୈବ ବିବିଧତା। ଏହାର ସଂରକ୍ଷଣ ସାଙ୍ଗକୁ ଖଣିଜ ଅଞ୍ଚଳର ଲୋକଙ୍କ ଜୀବନମାନରେ ଉନ୍ନତି ଲାଗି ଗଠିତ ହୋଇଛି ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠି। କେବଳ ସେତିକି…

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୧୩।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପୁଣି ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରୁ ସର୍ବାଧିକ; ଆଖି ବୁଜିଲେ ୫

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୬୫ ଲୋକାଲ କେସ୍‌…

ସ୍ଥାୟୀ ନିଯୁକ୍ତି ଦାବିରେ ଏଏନ୍‌ଏମ୍‌ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):  ସ୍ଥାୟୀ ନିଯୁକ୍ତି ଦାବିରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଗତ ୨୮ ତାରିଖରୁ ଏଏନ୍‌ଏମ୍‌ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ସେମାନେ କହିଛନ୍ତି। କରୋନା ମହାମାରୀ ସମୟରେ ସରକାରଙ୍କ…

ଚାଲିଥିଲା ମଉଜ, ୪ ବାର୍‌ ସିଲ୍‌

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ରାଜଧାନୀର ବାର୍‌ରେ ମଦ ସହ ମଉଜ ଚାଲିଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ ନାଚଗୀତଠାରୁ ଆରମ୍ଭ କରି ଚିତ୍ତବିନୋଦନ ପାଇଁ ସବୁକିଛି ମିଳୁଛି। କରୋନା କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଏ ସମ୍ପର୍କରେ ଅଭିଯୋଗ ଆସିବା ପରେ କମିଶନରେଟ ପୋଲିସ ପକ୍ଷରୁ…

ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):  ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍‌ଫଣ୍ଡ, ଜମି ଭଳି ଅନେକ ଦୁର୍ନୀତିରେ ବିଜେଡି ନେତାମାନଙ୍କର ସମ୍ପୃକ୍ତି ରହିଛି। ସେହିପରି ପରୀ ହତ୍ୟାକାଣ୍ଡରେ…

‘ମିଛ କହୁଛନ୍ତି ଭାଜପା ନେତ୍ରୀ’

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଦୁଇ ଦୁଇଟି ଉପନିର୍ବାଚନରେ ହାରିଥିବା ଭାଜପା କର୍ମକର୍ତ୍ତାଙ୍କ ମନୋବଳ ବଢ଼ାଇବାକୁ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ଭାଜପା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଲୋକଙ୍କୁ ମିଛ କହୁଛନ୍ତି। ଏଭଳି ପ୍ରବଞ୍ଚନା ଓଡ଼ିଶାବାସୀଙ୍କ ନିକଟରେ କାମ ଦେବ ନାହିଁ ବୋଲି ବିଜେଡି ରାଷ୍ଟ୍ରୀୟ…

୨୩ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ, ୧୨।୧୨: କରୋନା ଯୋଗୁ ପ୍ରାୟ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଏବେ ଖୋଲିବାକୁ ଯାଉଛି। ଏନେଇ ଶନିବାର ମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଛତିଶା ନିଯୋଗ…

୩୫୦ରୁ କମ୍‌ କରୋନା ପଜିଟିଭ ଚିହ୍ନଟ; ୧୮ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri