ମେଟ୍ରୋ

୧୬ ଜିଲାରୁ ୧୩ ହଜାର ଶିଶୁ ଶ୍ରମିକ ଚିହ୍ନଟ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟର ୧୬ ଜିଲାରୁ ୧୩,୬୨୦ ଜଣ ଶିଶୁ ଶ୍ରମିକ ଚିହ୍ନଟ ହୋଇଛନ୍ତି। ୨୦୧୬ରୁ ୧୦୧୮ ମଧ୍ୟରେ ଜାତୀୟ ଶିଶୁ ଶ୍ରମିକ ପ୍ରକଳ୍ପ ଜରିଆରେ କରାଯାଇଥିବା ସର୍ଭେରୁ ଏହି ତଥ୍ୟ ମିଳିଛି। ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶୁଶାନ୍ତ…

ଜଙ୍ଗଲ ଓ ପରିବେଶ ବିଭାଗ ଖର୍ଚ୍ଚଦାବି ଗୃହୀତ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ୨୦୨୧-୨୨ ଆର୍ଥିକବର୍ଷ ପାଇଁ ଜଙ୍ଗଲ ଓ ପରିବେଶ ବିଭାଗର ୧୮୯୧ କୋଟି ୬୦ ଲକ୍ଷ ୪୭ ହଜାର ଟଙ୍କାର ଖର୍ଚ୍ଚଦାବି ମଙ୍ଗଳବାର ବିଧାନସଭାରେ ଗୃହୀତ ହେଇଛି। ସେଥିରୁ ପ୍ରଶାସନିକ ଖର୍ଚ୍ଚ ବାବଦରେ ୫୦୧ କୋଟି ୭୦ ଲକ୍ଷ ଟଙ୍କା, କାର୍ଯ୍ୟକ୍ରମ…

କେନ୍ଦ୍ର ବଦଳାଇପାରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ପରୀକ୍ଷାକେନ୍ଦ୍ରରେ ପରିବର୍ତ୍ତନ କରିବାକୁ ଅନୁମତି ଦେଇଛନ୍ତି। କେତେଜଣ ପିଲା ସେମାନଙ୍କ ପରିବାର ସହିତ ଅନ୍ୟ ସହର ବା ଦେଶକୁ…

ଗଡ଼ିବ ନୂଆ ମେମୁ ଟ୍ରେନ୍‌

ଭୁବନେଶ୍ୱର,୨୪।୩: ଭୁବନେଶ୍ୱର ଓ କେନ୍ଦୁଝରଗଡ଼ ଏବଂ ପୁରୀ ଓ ଅନୁଗୋଳ ମଧ୍ୟରେ ମେମୁ ଟ୍ରେନ୍‌ ଚଳାଚଳ ନେଇ ନିଷ୍ପତ୍ତି ହୋଇଛି। ସେହିଭଳି ବିଶାଖାପାଟଣା-ଜଗଦଳପୁର ବିଶେଷ ଟ୍ରେନ୍‌ ସେବା କିରାଣ୍ଡୁଲକୁ ସମ୍ପ୍ରସାରିତ କରାଯିବାକୁ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ଚଳିତ ମାସ…

ଗାନ୍ଧୀଙ୍କ ଦର୍ଶନ, ବାର୍ତ୍ତା ବିଶ୍ୱକୁ ଶ୍ରେଷ୍ଠ ଦାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଏବଂ ବାର୍ତ୍ତା ବିଶ୍ୱକୁ ଭାରତର ଶ୍ରେଷ୍ଠ ଦାନ । ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶହେବର୍ଷ ପୂର୍ତ୍ତି ଉପଲକ୍ଷେ ମଙ୍ଗଳବାର ବିଧାନସଭାରେ ଆଗତ ସ୍ବତନ୍ତ୍ର ସଂକଳ୍ପ ଆଲୋଚନାରେ ଭାଗ ନେଇ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ…

ବସ୍ତି ଲୋକ ପାଇବେ ୩୦ ବର୍ଗମିଟର ଜାଗା

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ବସ୍ତିରେ ରହୁଥିବା ଲୋକମାନଙ୍କୁ ଅତିକମ୍‌ରେ ୩୦ ବର୍ଗମିଟର ଜମି ଉପରେ ଅଧିକାର ପ୍ରଦାନ କରାଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓଡ଼ିଶା ବସ୍ତିବାସିନ୍ଦା ଭୂମି ଅଧିକାର ଅଧିନିୟମ-୨୦୧୭ର ଧାରା(୩), ଉପଧାରା(୨), ବିଭାଗ(କ) ଅନ୍ତର୍ଗତ ପ୍ରୋଭିଜନ ୨ରେ ସଂଶୋଧନ କରିଛନ୍ତି।…

ସରକାରୀ ସ୍କୁଲ ପିଲାଙ୍କୁ ପ୍ରୋତ୍ସାହନ: ଡାକ୍ତରୀ, ଇଞ୍ଜିନିୟରିଂ ପଢ଼ିବାକୁ ମିଳିବ ୧୫% ସଂରକ୍ଷଣ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଡାକ୍ତରୀ, ଇଞ୍ଜିନିୟରିଂ ଓ ବୈଷୟିକ ଶିକ୍ଷାରେ ନାମଲେଖା ପାଇଁ ସରକାରୀ ହାଇସ୍କୁଲ ପିଲାଙ୍କୁ ୧୫% ସ୍ଥାନ ସଂରକ୍ଷଣ ମିଳିବ। ଏ ନେଇ ମଙ୍ଗଳବାର ବିଧାନସଭାରେ ସର୍ବସମ୍ମତିକ୍ରମେ ସଂକଳ୍ପ ପାରିତ ହୋଇଛି। ସୋମବାର ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବ ଅନୁମୋଦନ ହେବା…

ପୁଣି ଲାଗିଲା କଟକଣା: ଏଣିକି ବିବାହରେ ୫୦୦ ନୁହେଁ ୨୦୦; ଶୁଦ୍ଧିକ୍ରିୟାରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ପୂର୍ବରୁ ବିବାହ ଉତ୍ସବରେ ସର୍ବାଧିକ ଲୋକସଂଖ୍ୟା ୫୦୦ ଥିବା ବେଳେ ଏବେ ଏହାକୁ କମାଇ ୨୦୦ କରାଯାଇଛି। ସେହିଭଳି ଦଶାହ ଏବଂ ଶୁଦ୍ଧିକ୍ରିୟାରେ ୫୦୦ ବଦଳରେ ୫୦ଜଣ…

ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସମ୍ଭାବ୍ୟ ସଂକ୍ରମଣ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସଂକ୍ରମଣ। ଏହାର ମୁକାବିଲା ଲାଗି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସତର୍କତାମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଛନ୍ତି। କେତେକ ରାଜ୍ୟରେ ପରିସ୍ଥିତି ଦ୍ରୁତ ଗତିରେ ବିଗିଡିବାରେ…

ରାଜ୍ୟରେ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ଦୁଇ ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଅପେକ୍ଷା ମଙ୍ଗଳବାର ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମ୍‌ ହୋଇଥିଲେ ମଧ୍ୟ ଚିନ୍ତା ଜନକ ପରିସ୍ଥିତି ରହିଛି। ମଙ୍ଗଳବାର ରାଜ୍ୟରେ ୧୧୩ ଜଣ କରୋନା…

ପିପିଲି ବିଧାନସଭା ଉପନିର୍ବାଚନ: ଆଜିଠୁ ପ୍ରାର୍ଥୀମାନେ କରିବେ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମାର୍ଚ୍ଚ ୩୦…

୩ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୩।୩ (ବ୍ୟୁରୋ):୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସୋମବାର ଘୋଷଣା ହୋଇଛି। ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ସବ୍ୟସାଚୀ ମହାପାତ୍ରଙ୍କ ‘ଶଲାବୁଢ଼ାର ବଦ୍‌ଲା’ ଓ ପଦ୍ମଶ୍ରୀ ନୀଳମାଧବ ପଣ୍ଡାଙ୍କ ‘କାଲିର ଅତୀତ’ ମନୋନୀତ ହୋଇଛି। ସେହିପରି କଳା ଓ ସଂସ୍କୃତିକୁ ନେଇ ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?