ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଜଙ୍ଗଲ ସମ୍ପଦ ଛାରଖାର ହୋଇଯାଉଛି । ପ୍ରତିବର୍ଷ ବିଭିନ୍ନ ପ୍ରକଳ୍ପ ପାଇଁ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ଏପରି ଧାରା ବଜାୟ ରହିଲେ ରାଜ୍ୟରେ ଜଙ୍ଗଲ ଲୋପ...
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୪୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩,...
ଭୁବନେଶ୍ୱରରୁ ଆଜି ୩୧୨ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୫୪
ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
ଏଥର ଝଲସିବ କଳାହାଣ୍ଡି: ଭିଡିଓ କନ୍ଫରେନ୍ସିଂ ଜରିଆରେ ୩ ଶକ୍ତି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲା ଜୟପାଟଣା ଅଞ୍ଚଳର ବାନେର୍ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ୍ ସବଷ୍ଟେଶନ ଉଦ୍ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର ଲାଇନ୍ ମଧ୍ୟ...
ନିଖୋଜଙ୍କୁ ଖୋଜିବାରେ ନୈରାଶ୍ୟଜନକ ପ୍ରଦର୍ଶନ
ଭୁବନେଶ୍ୱର,୨।୧୦ (ବ୍ୟୁରୋ): ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ରାଜ୍ୟ ପୋଲିସ ଆରମ୍ଭ କରିଥିଲା ଅପରେଶନ ସ୍ମାଇଲ୍। ଏହାସତ୍ତ୍ୱେ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବାରେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ପୋଲିସର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ସଦ୍ୟ ପ୍ରକାଶିତ ଏନ୍ସିଆର୍ବି ରିପୋର୍ଟ-୨୦୧୯ରୁ ଏହା...
ଆଜି ରାଜ୍ୟରୁ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୭୫ରେ ପହଞ୍ଚିଲା
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ...
CORONAVIRUS UPDATE: ରାଜ୍ୟରେ ଆଜି ୩୬୦୦ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୩୬୦୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୨୧୦୯...
ଅଧ୍ୟାପକ ନିଯୁକ୍ତିରେ ଓଡ଼ିଆ ପିଲାଙ୍କୁ ଅଣଦେଖା
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବଶେନର ଗୁରୁବାର ତୃତୀୟ ଦିବସ ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଭିନ୍ନଭିନ୍ନ ପ୍ରଶ୍ନ ମାଧ୍ୟମରେ ରାଜ୍ୟରେ...
କରୋନା ମୁକାବିଲା: ଗଜପତି ଜିଲାରେ ସର୍ବାଧିକ ୬୪.୬୭% ଆଣ୍ଟିବଡି ସୃଷ୍ଟି
ଭୁବନେଶ୍ୱର,୨।୧୦(ବ୍ୟୁରୋ): ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲା ପରେ ଏବେ ଗଜପତି ଜିଲାରେ ସେରୋ ସର୍ଭେ କାର୍ଯ୍ୟ ଶେଷ ହୋଇଛି। ଏହି ଜିଲାରୁ ରାଜ୍ୟର ସର୍ବାଧିକ ୬୫% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ଟେଷ୍ଟ୍ ସମୟରେ ସର୍ବନିମ୍ନ ୪୪...
କଟକ: ୪୧ କେନ୍ଦ୍ରରେ ହେବ ୟୁପିଏସ୍ସି ପ୍ରିଲିମ୍ନାରି ପରୀକ୍ଷା
କଟକ ଅଫିସ,୨।୧୦: ଆସନ୍ତା ୪ ତାରିଖରେ ଦୁଇଟି ସିଟିଂରେ ଭାରତୀୟ ପ୍ରଶାସନିକ ସେବା ପାଇଁ ୟୁପିଏସ୍ସି ପ୍ରିଲିମ୍ନାରୀ ପରୀକ୍ଷା ହେବ। କଟକର ୪୧ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏହି ସମସ୍ତ କେନ୍ଦ୍ରରେ ସୁଚାରୁ ରୂପେ ପରୀକ୍ଷା ପରିଚାଳନା...
୯ରୁ ୧୮ ଯାଏଁ ଭୁବନେଶ୍ୱରରୁ ବରଗଡ଼ ରୋଡ୍ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବଲାଙ୍ଗୀର ଏବଂ ଲୋଇସିଂହା ଷ୍ଟେଶନ ମଧ୍ୟରେ ରେଳପଥ ଦୋହରୀକରଣ କାର୍ଯ୍ୟକ୍ଷମ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ୨୦୨୦ ଅକ୍ଟୋବର ୯ରୁ ୧୮ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଟ୍ରେନ୍କୁ ଆଂଶିକ ବାତିଲ କରିବାକୁ ନିଷ୍ପତ୍ତି...
ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍କୁ ନରସିଂହଙ୍କ ବିରୋଧ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୦କୁ ନେଇ ଗୁରୁବାର ପୁଣିଥରେ ଗୃହରେ ବିରୋଧର ସ୍ବର ଉଠିଥିଲା। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗୃହରେ ଏହି ବିଲ୍ ସମ୍ପର୍କରେ ବିବୃତି ରଖିବା ପରେ ପ୍ରଥମେ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରାଯାଇଥିଲା।...
Archives


