ମେଟ୍ରୋ

ଇସ୍ପାତ ପ୍ରକଳ୍ପରୁ ଓହରିଗଲେ ୪ କମ୍ପାନୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ):ରାଜ୍ୟରେ ଇସ୍ପାତ ଶିଳ୍ପ ସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କରିଥିବା ୪ କମ୍ପାନୀ ପ୍ରକଳ୍ପରୁ ଓହରି ଯାଇଛନ୍ତି। ବିଧାୟକ ନାଉରି ନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ ସାମଲ ବିଧାନସଭାରେ ଏହି…

ରାଜ୍ୟର ଋଣଭାର ୧,୦୩,୪୧୦ କୋଟି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ମୁଣ୍ଡ ପିଛା ଋଣ ଭାର ବଢ଼ି ବଢ଼ି ଚାଲିଛି। ୨୦୦୯-୧୦ରେ ମୁଣ୍ଡପିଛା ଋଣ ୯,୧୮୦ ଟଙ୍କା ଥିବାବେଳେ ୨୦୨୧ ଜାନୁୟାରୀ ସୁଦ୍ଧା ୨୩,୫୨୪ ଟଙ୍କା ହୋଇଛି। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ…

ମହାତ୍ମା ଗାନ୍ଧୀଙ୍କ ଉପରେ ସ୍ବତନ୍ତ୍ର ଆଲୋଚନା ଆଜି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମଙ୍ଗଳବାର ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତକୁ ଶହେ ବର୍ଷ ପୂରଣ ହେବ। ସେଥିପାଇଁ ବିଧାନସଭାରେ ଏକ ସ୍ବତନ୍ତ୍ର ଆଲୋଚନା ହେବ। ଏ ନେଇ ସର୍ବସମ୍ମତି କ୍ରମେ ଏକ ସଙ୍କଳ୍ପ ପାରିତ କରାଯିବ। ସୋମବାର ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି।…

ବଢୁଛି ସାଇବର ଅପରାଧ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ସାଇବର ଅପରାଧ ବଢି ଚାଲିଛି। ଗତ ଦୁଇ ବର୍ଷ (୨୦୧୯-୨୦) ମଧ୍ୟରେ ସାଇବର ଅପରାଧୀମାନେ ସାଧାରଣ ଲୋକଙ୍କଠାରୁ ୫୧.୧୫ କୋଟି ଟଙ୍କା ଠକି ନେଇଛନ୍ତି। ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ…

୧୦ଦିନ ବନ୍ଦଘରେ ସ୍ତ୍ରୀଙ୍କୁ ଅକଥନୀୟ ନିର୍ଯାତନା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଭଉଣୀ ଓ ଭାଇଙ୍କ ସହ ମିଶି ସ୍ବାମୀ ସେକ୍ସ ର଼୍ୟାକେଟ ଚଳାଇଥିଲେ। ନିଜ ସ୍ତ୍ରୀଙ୍କୁ ଜୋର୍‌ ଜବରଦସ୍ତ ପରପୁରୁଷଙ୍କୁ ସମର୍ପି ଦେଉଥିଲେ। ପ୍ରତିବାଦ କଲେ ଆରମ୍ଭ ହେଉଥିଲା ଅତ୍ୟାଚାର। ଖଟରେ ହାତଗୋଡ଼ ବାନ୍ଧି ଯୌନ ଶୋଷ ମେଣ୍ଟାଉଥିଲେ ଦେହଭକ୍ଷୀ…

ବଜାର ହାଟରେ ହାଉଯାଉ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଯାହା ଆଶଙ୍କା କରାଯାଉଥିଲା, ଶେଷରେ ସେୟା ହେଲା। ପୁଣି ବଢ଼ିଲା ସଂକ୍ରମଣ। କଟକ ପରେ ଏବେ ଭୁବନେଶ୍ୱରରେ କରୋନା ମହାମାରୀ ପୁଣି ଉଗ୍ର ହୋଇଉଠୁଥିବାବେଳେ ଇତିମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଗତ ୪ଦିନ ଭିତରେ ସହରରେ ସଂକ୍ରମଣ…

ଶ୍ରୀମନ୍ଦିରରେ ଗାନ୍ଧୀ

ସେ ଦିନ ଥିଲା ୧୯୨୧ ମାର୍ଚ୍ଚ ୨୩। କଟକ ରେଳ ଷ୍ଟେଶନ ପାଲଟିଥିଲା ଜନ ସମୁଦ୍ର। ଅସଂଖ୍ୟ ଜନତାଙ୍କ ଆକାଂକ୍ଷିତ ମଣିଷ ମହାତ୍ମା ଗାନ୍ଧୀ ପାଦ ଦେଇଥିଲେ ଉତ୍କଳ ଭୂଇଁରେ। ଓଡ଼ିଶା ଇତିହାସର ଏହି ସ୍ମରଣୀୟ ଦିବସର ଆଜି ଶତବାର୍ଷିକୀ। ଗାନ୍ଧିଜୀଙ୍କ…

‘ମାନବ ସମ୍ବଳ ହିଁ ଦେଶର ପ୍ରକୃତ ସମ୍ପଦ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଭାରତବର୍ଷର ବୃହତ୍‌ ଯୁବଶକ୍ତିକୁ ଦେଶ ଗଠନରେ ନିୟୋଜିତ କରିବାକୁ ହେଲେ ସେମାନଙ୍କ ମଧ୍ୟରେ ଭ୍ରାତୃତ୍ୱବୋଧ, ଜାତୀୟତା ଭାବ ଓ ସମାଜସେବା ଆଦି ଗୁଣର ବିକାଶ କରିବାକୁ ପଡ଼ିବ ା ସମାଜସେବା ମାଧ୍ୟମରେ ସମାଜରେ ପରିବର୍ତ୍ତନ ଓ ଉନ୍ନତି ଆଣିପାରିଲେ ଜାତୀୟ…

ମେ’ ୨୩ରେ ଓସିଏସ୍‌ ପ୍ରିଲିମ୍‌

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌(ଓସିଏସ୍‌) ପ୍ରିଲିମ୍‌ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଆସନ୍ତା ମେ’ ୨୩ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୫ଟି ଜୋନ୍‌ରେଏହି ପରୀକ୍ଷା ଅନୁଷ୍ଠିତ ହେବ।…

ଗୃହରେ ମାହାଙ୍ଗା ଝଡ଼

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ମାହାଙ୍ଗା ଡବଲମର୍ଡର ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ରହିଛି। ମାମଲା ୧୩ ନମ୍ବର ଅଭିଯୁକ୍ତ ଭାବେ ତାଙ୍କ ନାମ ଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଦିଗରେ ଚୁପ୍‌…

ଡରାଇଲାଣି କରୋନା: ଦିନକରେ ଭୁବନେଶ୍ୱରରୁ ୩୪ ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତେ କ୍ୱାରାଣ୍ଟାଇନ୍‌ରୁ ଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ସୋମବାର ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ…

ହୁ ହୁ ହୋଇ ବଢ଼ୁଛି କରୋନା: ପୁଣି ଫେରି ପାରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୨୫ ଜଣ ଚିହ୍ନଟ ହୋଇଛନ୍ତି। ଏହିଭଳି ସ୍ଥିତି ଦେଖି ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?